• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟ ଶାସନ ସଚିବଙ୍କ ରାଉରକେଲା ଗସ୍ତର ଦ୍ଵିତୀୟ ଦିନ

Proprietor Abhimanyu Maharana by Proprietor Abhimanyu Maharana
May 16, 2022
in ଓଡ଼ିଶା, ମହାନଗର, ହୋମ୍
0
ମୁଖ୍ୟ ଶାସନ ସଚିବଙ୍କ ରାଉରକେଲା ଗସ୍ତର ଦ୍ଵିତୀୟ ଦିନ
Share on FacebookShare on TwitterWhatsapp

ଚଳିତ ମାସ ଶେଷ ସୁଦ୍ଧା ୨ୟ ବ୍ରାହ୍ମଣୀ ସେତୁକୁ ଯାତାୟାତ ଉପଯୋଗୀ କରିବାକୁ ନିର୍ଦେଶ

ଓଡ଼ିଶା ତାଜା ନ୍ୟୁଜ୍ /୧୬ ମଇ ସୋମବାର/ଭୁବନେଶ୍ୱର :- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଦୁଇ ଦିନିଆ ରାଉରକେଲା ଗସ୍ତରେ ଆସିଥିବା ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଦ୍ଵିତୀୟ ଦିନରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ସମୀକ୍ଷା କରିଥିଲେ। ଆଜି ପୂର୍ବାହ୍ନରେ ସେ ବିପିୟୁଟି କ୍ୟାମ୍ପସରେ ନିର୍ମାଣାଧୀନ ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ବ୍ରାହ୍ମଣୀ ନଦୀ ଉପରେ ଚାଲିଥିବା ଦ୍ୱିତୀୟ ସେତୁ ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଥିଲେ। କ୍ଷେତ୍ର ପରିଦର୍ଶନ କରିବା ପରେ ମୁଖ୍ୟ ଶାସନ ସଚିବ ସାମ୍ବାଦିକମାନଙ୍କ ପ୍ରଶ୍ନର ଉତ୍ତର ଦେଇ କହିଥିଲେ ଯେ, ବ୍ରାହ୍ମଣୀ ନଦୀ ଉପରେ ଯେଉଁ ଦ୍ୱିତୀୟ ସେତୁ ନିର୍ମାଣ ଚାଲିଛି ତାହା ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

ଜନସାଧାରଣଙ୍କ ସୁବିଧା ପାଇଁ ଏହି ସେତୁର ଗୋଟିଏ ପାର୍ଶ୍ୱକୁ ଚକିତ ମାସ ଶେଷ ସୁଦ୍ଧା ଯାତାୟାତ ଉପଯୋଗୀ କରାଯିବ । ଜୁନ୍ ମାସ ଶେଷ ସୁଦ୍ଧା ଏହି ସେତୁକୁ ୬ ଲେନ୍ ବିଶିଷ୍ଟ କରି ପୂର୍ଣ୍ଣାଙ୍ଗ କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ଶ୍ରୀ ମହାପାତ୍ର ଆହୁରି ମଧ୍ୟ କହିଥିଲେ ଯେଏହି ସେତୁ ସମ୍ପୂର୍ଣ୍ଣ ହେବାପରେ ରାଉରକେଲା ସହରରେ ଟ୍ରାଫିକ୍ ସମସ୍ୟାର ସମାଧାନ ହୋଇପାରିବ। ଭାରିଯାନଗୁଡ଼ିକ ସହର ଭିତରକୁ ନଆସି ବାଇପାସ୍ ରାସ୍ତା ଦେଇ ଯାତାୟତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହା ଫଳରେ ପ୍ରଦୂଷଣ ମଧ୍ୟ ନିୟନ୍ତ୍ରଣ ହୋଇପାରିବ ।

ସୂଚନାଯୋଗ୍ୟ, ୨୦୨୩ରେ ହେବାକୁ ଥିବା ପୁରୁଷ ବିଶ୍ୱକପ୍ ହକିକୁ ଦୃଷ୍ଟିରେ ରଖି ରାଉରକେଲା ସହରରେ ବିଭିନ୍ନ ଉନ୍ନୟନମୂଳକ କାମ ସହିତ ସୌନ୍ଦର୍ଯ୍ୟକରଣ କାମ କରାଯାଉଛି। ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଏହିସବୁ କାର୍ଯ୍ୟ ବୁଲି ଦେଖିଥିଲେ। ମୁଖ୍ୟତଃ ସେ କୋଏଲନଗରସ୍ଥିତ ବୈକୁଣ୍ଠ ଘାଟ ନିକଟରେ ନିର୍ମାଣାଧୀନ ରିକ୍ରିଏସନାଲ ପାର୍କ, ଟ୍ରାଫିକ ଗେଟ୍ ନିକଟରେ ଚାଲିଥିବା ପାର୍କିଂ ସ୍ଥଳ ଓ ପାନପୋଷଠାରେ ବହୁତଳ ମାର୍କେଟ କଂପ୍ଲେକ୍ସର ନିର୍ମାଣ କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କରିଥିଲେ। କାମର ଗୁଣାତ୍ମକ ମାନ ବଜାୟ ରଖି ଏହିସବୁ ପ୍ରକଳ୍ପ ନିର୍ମାଣ ନିର୍ଦ୍ଧାରିତ ସମୟ ସୀମା ଭିତରେ ଶେଷ କରିବାକୁ ସେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ରାଉରକେଲା ଗସ୍ତ ସାରି ମୁଖ୍ୟ ଶାସନ ସଚିବ ସୁନ୍ଦରଗଡ଼ ଜିଲ୍ଲାର କୋଇଡ଼ା ଏବଂ ଲହୁଣୀପଡ଼ା ବ୍ଲକର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ପରିଦର୍ଶନରେ ଯାଇଥିଲେ। କୋଇଡ଼ା ବ୍ଲକର ଟେନସା ହିଲ ଟପ୍ ନେଚର କ୍ୟାମ୍ପକୁ ଯାଇ ସେଠାରେ ପର୍ଯ୍ୟଟକମାନଙ୍କୁ ଆତିଥ୍ୟ ପ୍ରଦାନ ପାଇଁ କାର୍ଯ୍ୟରତ ସ୍ଥାନୀୟ ବନ ସୁରକ୍ଷା ସମିତି ସଦସ୍ୟମାନଙ୍କ ସହ ଆଲୋଚନା କରିଥିଲେ। ତା’ଛଡ଼ା ନେଚର କ୍ୟାମ୍ପପାଇଁ ସ୍ଥାପିତ ବିଭିନ୍ନ କଟେଜର ରକ୍ଷଣା ବେକ୍ଷଣ କାମର ତନଖି କରିଥିଲେ । ପର୍ଯ୍ୟଟକ ମାନଙ୍କ ନିମନ୍ତେ ଏହି ପର୍ଯ୍ୟଟନସ୍ଥଳୀକୁ ଅଧିକ ଆକର୍ଷଣୀୟ କରିବା ନିମନ୍ତେ ସରକାର ଉଦ୍ୟମ କରୁଛନ୍ତି ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଥିଲେ।

ସେହିପରି ଲହୁଣୀପଡ଼ା ବ୍ଲକର ଲଲେଇସ୍ଥିତ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ଗସ୍ତ କରି ଏହାର ସଠିକ୍ କର୍ୟକରିତାର ଅନୁଧ୍ୟାନ କରିଥିଲେ । ଏହି ଗସ୍ତ ବେଳେ ମୁଖ୍ୟ ଶାସନ ସଚିବଙ୍କ ସହିତ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ର, ପାନପୋଷ ଉପଜିଲ୍ଲାପାଳ ଦୌଲତ ଚନ୍ଦ୍ରାକର, ବଣାଇଁ ଉପଜିଲ୍ଲାପାଳ ପ୍ରଦୀପ ଡାଙ୍ଗ, ବଣାଇଁ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଲଲାଟ କୁମାର ଲୁହା, ଦେବଗଡ଼ ଡିଏଫଓ ଧନାଜୀ ଆର୍ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026
ଚଳିତମାସ ୨୯ ତାରିଖରେ ଭୁବନେଶ୍ଵରରେ ଆନ୍ଦୋଳନ ପାଇଁ ଚେତାବନୀ-ଓଷ୍ଟା

ଚଳିତମାସ ୨୯ ତାରିଖରେ ଭୁବନେଶ୍ଵରରେ ଆନ୍ଦୋଳନ ପାଇଁ ଚେତାବନୀ-ଓଷ୍ଟା

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version