• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ରାଜଧାନୀରେ ଜଣେ ଯୁବକଙ୍କୁ ହତ୍ୟାକରି ପୋଡ଼ି ଦେବା ଘଟଣା : ଚାଞ୍ଚଲ୍ୟ ଖେଳାଇ ଦେଇଛି

Proprietor Abhimanyu Maharana by Proprietor Abhimanyu Maharana
May 19, 2022
in ଅପରାଧ, ଓଡ଼ିଶା, ମହାନଗର, ହୋମ୍
0
ରାଜଧାନୀରେ ଜଣେ ଯୁବକଙ୍କୁ ହତ୍ୟାକରି ପୋଡ଼ି ଦେବା ଘଟଣା : ଚାଞ୍ଚଲ୍ୟ ଖେଳାଇ ଦେଇଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୧୯ ମଇ ଗୁରୁବାର/ ଭୁବନେଶ୍ୱର :- ରାଜଧାନୀରେ ଜଣେ ଯୁବକଙ୍କୁ ହତ୍ୟାକରି ପୋଡ଼ି ଦେବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ମିଳିଥିବା ସୂଚନା ଅନୁଯାୟୀ, ଇନଫୋସିସ୍ ଥାନା ଅଧୀନ ଶିଖରଚଣ୍ଡୀ ପାହାଡ଼ରୁ ଯୁବକଙ୍କ ଅର୍ଦ୍ଧଦଗ୍ଧ ଶବ ଉଦ୍ଧାର ହୋଇଛି। ବିଳମ୍ବିତ ରାତ୍ରିରେ ଯୁବକଙ୍କୁ ହତ୍ୟା କରିବା ପରେ ହତ୍ୟାକାରୀମାନେ ଶବକୁ ଜାଳି ଦେବାକୁ ପ୍ରୟାସ କରିଥିଲେ। ସୂଚନା ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ହେପାଜତକୁ ନେଇ ତଦନ୍ତ କରୁଥିବା ଜଣାପଡିଛି।

ମୃତ ଯୁବକ ନନ୍ଦନକାନନ ଥାନା ବାଲିପଡ଼ା ଗ୍ରାମର ଲଲାଟେନ୍ଦୁ ପ୍ରଧାନଙ୍କ ପୁଅ ଅବିନାଶ ପ୍ରଧାନ (୨୨ ବର୍ଷ)। ତାଙ୍କୁ କିଏ କାହିଁକି ହତ୍ୟା କଲା ଏବଂ ପରେ ପୋଡ଼ି ଦେଲା ତାହା ଚର୍ଚ୍ଚାର ବିଷୟ ହୋଇଛି। ଏହା ପ୍ରେମଜନିତ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି । ଅନୁସନ୍ଧାନକାରୀ କୁକୁର ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚିବା ପରେ ତଦନ୍ତ ଆଗକୁ ଯିବ । ଏଣେ ଏହି ଘଟଣାରେ ପୁଲିସ ୪ଜଣଙ୍କୁ ଇନଫୋସିସ୍ ଥାନାରେ ଅଟକ ରଖି ପଚରାଉଚରା କରୁଥିବାର ସୂଚନା ମିଳିଛି।

ଏବେ ଘଟଣାସ୍ଥଳରୁ ଏକ ସୁଇସାଇଡ ନୋଟ ଜବତ କରିଛି ପୁଲିସ । ସୁଇସାଇଡ ନୋଟକୁ ହ୍ୟାଣ୍ଡରାଇଟିଂ ବ୍ୟୁରୋକୁ ପୁଲିସ ପଠାଇବ ବୋଲି ଜଣାଯାଇଛି । ଏଣେ ଅବିନାଶଙ୍କ ମୋବାଇଲର ସିଡିଆର ଯାଞ୍ଚ କରୁଛି ପୁଲିସ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026
ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

May 11, 2026
ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

May 11, 2026
ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026
ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version