• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆନନ୍ଦ ଆଚାର୍ଯ୍ୟ ଫୁଟବଲ ପ୍ରିମିୟର ଲିଗ୍ : ଆଜିର ପ୍ରଥମ ମ୍ୟାଚ୍ ଅମମା°ସିତ

Proprietor Abhimanyu Maharana by Proprietor Abhimanyu Maharana
May 19, 2022
in ଓଡ଼ିଶା, ବରଗଡ଼, ହୋମ୍
0
ଆନନ୍ଦ ଆଚାର୍ଯ୍ୟ ଫୁଟବଲ ପ୍ରିମିୟର ଲିଗ୍ : ଆଜିର ପ୍ରଥମ ମ୍ୟାଚ୍ ଅମମା°ସିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୧୯ ମଇ ଗୁରୁବାର/ ବରଗଡ :- ଆନନ୍ଦ ଆଚାର୍ଯ୍ୟ ଫୁଟବଲ ପ୍ରିମିୟର ଲିଗ୍ ର ଆଜିର ପ୍ରଥମ ମ୍ୟାଚ୍ ବରଗଡ ୱାରୀୟରସ ଓ ରେଳୱେ ଏଫ ସି ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଉଭୟ ଦଳ କେହି କାହାରିକୁ ଗୋଲ ଦେଇ ପାରିନଥିଲେ। ଫଳରେ ମ୍ୟାଚ୍ ଟି ଫଳାଫଳ ଶୂନ୍ୟ ଭାବରେ ସମାପ୍ତ ହୋଇଥିଲ । ସଚିଦାନନ୍ଦ ପଣ୍ଡା ଙ୍କ ସଂଯୋଜନା ରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ଜିନ୍ଦଲ ଡେଭେଲପର ର ମୁଖ୍ୟ ଅନିଲ ଜିନ୍ଦଲ , ଜିଲ୍ଲା କ୍ରୀଡା ସଂସଦ କୋଷାଧ୍ୟକ୍ଷ ଡ. ଶୁଭ୍ରାଂଶୁ ଶେଖର ମହାପାତ୍ର,ପ୍ରାକ୍ତନ ଫୁଟବଲ ଖେଳାଳୀ ଜ୍ଞାନ ରଞ୍ଜନ ପୂଜାରୀ, କ୍ରୀଡ଼ା ସଂସଦ ଆଉଟ୍ ଡୋର ଗେମ୍ସ ସମ୍ପାଦକ ସୁରେଶ ଦାଶ, ସଙ୍କଳ୍ପ ପରିବାର ର ସମ୍ପାଦକ ବିକାଶ ଅଗ୍ରୱାଲ ଅତିଥି ଭାବରେ ଯୋଗଦେଇ ଥିଲେ।

ଅତିଥି ମାନେ ବରଗଡ ରେଳୱେ ଏଫ୍ ସି ର ଖେଳାଳୀ ଚନ୍ଦ୍ର ମୁର୍ମୁ ଙ୍କୁ ମ୍ୟାଚ୍ ର ଶ୍ରେଷ୍ଠ ଖେଳାଳୀ ଭାବରେ ପୁରସ୍କୃତ କରିଥିଲେ। ସେହିପରି କରୋନା ସମୟରେ ସେବା ପାଇଁ ଏବଂ ସର୍ବୋପରି ସାମାଜିକ କାର୍ଯ୍ୟ ରେ ନୀରବଛିନ୍ନ ସେବା ପାଇଁ ସଂକଳ୍ପ ପରିବାର କୁ ଆୟୋଜକ ମାନଙ୍କ ତରଫରୁ ମାନପତ୍ର, ଉତ୍ତରୀୟ ଓ ସ୍ମାରକୀ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ମ୍ୟାଚ୍ ପରିଚାଳନା କରିଥିଲେ ଜ୍ୟୋତି ରଞ୍ଜନ ସ୍ବାଇଁ, ଲାଇନ୍ ରେ ସହଯୋଗ କରିଥିଲେ ପଞ୍ଚାନନ ପାତ୍ର ଓ ପ୍ରଶାନ୍ତ ବେହେରା ।ଚତୁର୍ଥ ରେଫରୀ ଥିଲେ ନିରଞ୍ଜନ ମହାକୁର। ଆଜିର ଦ୍ଵିତୀୟ ମ୍ୟାଚ୍ ଟି ବୋଡ଼ାସମ୍ୱର ଏଫ୍ ସି ଓ ଏସ ଏସ ୱା ଏସ ଗୋବିନ୍ଦପାଲି ମଧ୍ୟରେ ଅନୁଷ୍ଠିତ ହେଉଛି।

ଦ୍ଵିତୀୟ ମ୍ୟାଚ୍ ବରପାଲି ବାଇସନ ଓ ବରଗଡ ରେଳୱେ ଏଫ୍ ସି ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍ ରେ ବରଗଡ ଦଳ ମ୍ୟାଚ୍ କୁ ୨- ୧ ଗୋଲରେ ଜିତି ନେଇଥିଲା।ବରଗଡ ଦଳ ପକ୍ଷରୁ ୩ ନମ୍ବର ଖେଳାଳି ସ୍ୱରୂପ ପାତ୍ର ଓ ୧୧ ନମ୍ବର ଖେଳାଳି ଭକ୍ତ ଚନ୍ଦନ ଗୋଟିଏ ଲେଖାଏଁ ଗୋଲ ଦେଇଥିବା ବେଳେ ବରପାଲି ଦଳର ୧୯ ନମ୍ବର ଖେଳାଳୀ ଅଂଶ ଛତ୍ରିଆ ଏକମାତ୍ର ଗୋଲ ଟି ଦେଇଥିଲେ। ଏହି ଖେଳକୁ ସୁବ୍ରତ ପୁରୋହିତ ପରିଚାଳନା କରିଥିଲେ।ତାଙ୍କୁ ପଞ୍ଚାନନ ପାତ୍ର ଓ ଅରୁଣ ନାୟକ ଲାଇନ୍ ରେ ସହଯୋଗ କରିଥିଲେ।ଚତୁର୍ଥ ରେଫାରି ଥିଲେ ଅଶ୍ଵିନୀ ମେହେର।ଏହି ମ୍ୟାଚ୍ ର ଶ୍ରେଷ୍ଠ ଖେଳାଳୀ ଭାବରେ ବରଗଡ ରେଳୱେ ଏଫ୍ ସି ର ଖେଳାଳୀ ପ୍ରଭାତ ଡନସନା ଙ୍କୁ ପୁରସ୍କୃତ କରାଯାଇଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version