• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଗଜପତି ଜିଲ୍ଲା ଆର. ଉଦୟଗିରି ପୋଲିସ ପକ୍ଷରୁ ମକପଦ ଛକରୁ : ୮୬କିଲୋ ୩ଶହ ଗ୍ରାମ ଗଞ୍ଜେଇ ଜବତ – ଜଣେ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
May 19, 2022
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ଆର. ଉଦୟଗିରି ପୋଲିସ ପକ୍ଷରୁ ମକପଦ ଛକରୁ : ୮୬କିଲୋ ୩ଶହ ଗ୍ରାମ ଗଞ୍ଜେଇ ଜବତ – ଜଣେ ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୧୯ ମଇ ଗୁରୁବାର/ ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ଆର୍‌.ଉଦୟଗିରି ପୋଲିସ ପକ୍ଷରୁ କାର ସମେତ ୨ ବସ୍ତା ଗଞ୍ଜେଇ ଜବତ କରାଯାଇ ଘଟଣାରେ ସମ୍ପୃକ୍ତଙ୍କୁ ଗିରଫ କରିଥିବାର ଜଣାପଡିଛି । ଗିରଫ ହୋଇଥିବା ବ୍ୟକ୍ତି ଜଣକ ଆର୍‌.ଉଦୟଗରି ଥାନା ଅନ୍ତର୍ଗତ ନୂତନଗଡ ଗ୍ରାମର ନୂତନ ପାଣି (୩୨) ବୋଲି ଥାନା ସୂତ୍ରରୁ ଜଣାପଡିଛି । ସୂଚନା ମୁତାବକ ଆର୍‌.ଉଦୟଗରି ଥାନା ପୋଲିସ ମହେନ୍ଦ୍ରଗଡ-ଛେଳିଗଡ-ସିଆଳିଲଟି ଅଞ୍ଚଳରେ ଏସ୍‌ଆଇ ମୁକେଶ ଲାକ୍ରାଙ୍କ ସମେତ ଏକ ପୋଲିସ ଟିମ୍ ପେଟ୍ରୋଲିଂ କରୁଥିଲେ । ସେହି ସମୟରେ ଛେଲାଗଡରୁ ମହେନ୍ଦ୍ରଗଡ ପଟେ ଏକ ନମ୍ବରବିହୀନ ଧଳାରଙ୍ଗର କାରରେ ଗଞ୍ଜେଇ ଚୋରାଚାଲାଣ ହେଉଥିବାର ବିଶେଷ ସୂତ୍ରରୁ ପୋଲିସକୁ ସୂଚନା ମିଳିଥିଲା ।

ସୂଚନାପାଇ ତୁରନ୍ତ ନମ୍ବର ବିହୀନ କାରଟିକୁ ପିଛା କରିଥିଲେ । ତେବେ ମକାପାଦ ଛକରୁ ରଣାଲଇ ଯିବା ରାସ୍ତାରେ ଥିବା ଗୁଙ୍ଗିମୀ ମନ୍ଦିର ନିକଟରେ ଉକ୍ତ କାରଟିକୁ ଠାବ କରି ତଲାସୀ କରିଷିଲା । ତଲାସୀ ବେଳେ କାର ଡିକିରୁ ୨ଟି ଜରି ବସ୍ତା ଥିଲା । ପୋଲିସ ସେହି ବସ୍ତା ଗୁଡିକ ତଲାସୀ କରିବାରୁ ସେଥିରେ ଗଞ୍ଜେଇ ଥିବାର ଦେଖିଥିଲା । ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ଆର୍‌.ଉଦୟଗିରି ତହସିଲର ଅତିରିକ୍ତ ତହସିଲଦାର ରାଜେଶ କୁମାର ମହାପାତ୍ରଙ୍କ ଉପସ୍ଥିତିରେ ଗଞ୍ଜେଇକୁ ଓଜନ କରିବାରୁ ୮୬ କିଲୋ ୩ଶହ ଗ୍ରାମ ହୋଇଥିଲା । ଯାହାର ଆନୁମାନିକ ବଜାର ମୂଲ୍ୟ ୫ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଛି । ଏନେଇ ଆର୍‌.ଉଦୟଗରି ଥାନାରେ ୬୭/୨୨ରେ ଏକ ମାମଲା ରୁଜୁ ହୋଇଥିବାର ଥାନା ଅଧିକାରୀ ରବୀନ୍ଦ୍ର ପଣ୍ଡା ସୂଚନା ପ୍ରଦାନ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version