• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାତୀୟ ଆଦିବାସୀ ନୃତ୍ୟ ମହୋତ୍ସବ – ୨୦୨୨ ଦ୍ୱିତୀୟ ଦିବସ

Proprietor Abhimanyu Maharana by Proprietor Abhimanyu Maharana
May 20, 2022
in ଓଡ଼ିଶା, ମନୋରଞ୍ଜନ, ମହାନଗର, ହୋମ୍
0
ଜାତୀୟ ଆଦିବାସୀ ନୃତ୍ୟ ମହୋତ୍ସବ – ୨୦୨୨ ଦ୍ୱିତୀୟ ଦିବସ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୨୦ ମଇ ଶୁକ୍ରବାର/ଭୁବନେଶ୍ୱର :- ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅନ୍ତର୍ଗତ ଏସ୍‌ସିଏସ୍‌ଟିଆର୍‌ଟିଆଇ ଆନୁକୂଲ୍ୟରେ ଆୟୋଜିତ ଜାତୀୟ ଆଦିବାସୀ ନୃତ୍ୟ ମହୋତ୍ସବ ଆଜି ଦ୍ୱିତୀୟ ଦିବସରେ ପହଞ୍ଚିଛି । ମଇ ୧୯ ତାରିଖଠାରୁ ରବିନ୍ଦ୍ର ମଣ୍ଡପଠାରେ ଆରମ୍ଭ ହୋଇଥିବା ଏହି ନୃତ୍ୟ ମହୋତ୍ସବରେ ଓଡ଼ିଶା ସମେତ ୧୫ଟି ରାଜ୍ୟ ଅଂଶଗ୍ରହଣ କରିଛନ୍ତି । ଏହି ତି୍ରଦିବସୀୟ ନୃତ୍ୟ ମହୋତ୍ସବରେ ୨୦ଟି ଜନଜାତି ସଂପ୍ରଦାୟର ସମୁଦାୟ ୩୧ଟି ନୃତ୍ୟ ପରିବେଷଣ କରାଯିବାର କାର୍ଯ୍ୟକ୍ରମ ରହିଛି ।

ଆଜି ଦ୍ୱିତୀୟ ଦିବସରେ ମହାରାଷ୍ଟ୍ରର ଗୋଣ୍ଡ ଜନଜାତିଙ୍କର ପାରମ୍ପାରିକ ଘୁସାଡ଼ି ନୃତ୍ୟ ପରିବେଷିତ ହୋଇଥିଲା । ନୃତ୍ୟ ସମୟରେ କଳାକାରମାନେ ଶରୀରକୁ ଚୂନରେ ପେଣ୍ଟ କରିଥିବାବେଳେ ବିଭିନ୍ନ ମଂଜିର ହାର ଓ ଛୋଟ ଛୋଟ ଘଣ୍ଟିରେ ସଜାଇ ହୋଇ ଆକର୍ଷୀୟ ନୃତ୍ୟ ପରିବେଷ କରିଥିଲେ । ସନ୍ଧ୍ୟାରେ ମିଜୋ ଜନଜାତିଙ୍କର ସରଲାମକାଇ ନୃତ୍ୟ, ଓଡ଼ିଶାର ସାନ୍ତାଳ ଜନଜାତିଙ୍କର କଳସି ନୃତ୍ୟ ପରିବେଷିତ ହୋଇଥିଲା । କଳସି ନୃତ୍ୟରେ କଳାକାରମାନେ ନିଜ ପାରମ୍ପରିକ ବେଶଭୂଷାରେ ଡ୍ରମ, ବଂଶୀ ଆଦି ବାଦ୍ୟ ବଜାଇ ନୃତ୍ୟ କରିଥିଲେ ।

ସେହିପରି ଝାଡ଼ଖଣ୍ଡ ଓରାଓଁ ଜନଜାତିଙ୍କର କରମଥାପଡ଼ି ନୃତ୍ୟ, ଓଡ଼ିଶାର ଗଦବା ଜନଜାତିଙ୍କର ଢେମ୍‌ସା ନୃତ୍ୟ, ଗୋଆର ଭେଲିପ୍‌ ଜନଜାତିଙ୍କ ଚୌରାଙ୍ଗ ନୃତ୍ୟ, ଛତିଶଗଡ଼ର ଗୌରମାର ମାଣ୍ଡରି ନୃତ୍ୟ, ଆନ୍ଧ୍ରପ୍ରଦେଶର କନ୍ଧ ଜନଜାତିଙ୍କ ମୟୂରାନୃତ୍ୟ, ରାଜସ୍ଥାନର ଭିଲ୍‌ମିନା ଜନଜାତିଙ୍କ କଚ୍ଚିଘୋଡ଼ି ନୃତ୍ୟ, ଉତ୍ତରାଖଣ୍ଡର ଜୌନସାରି ଜନଜାତିଙ୍କ ହାତୀ ନୃତ୍ୟ, ହିମାଚଳ ପ୍ରଦେଶର ତାଳ ଗାଡ଼ି ଜନଜାତିଙ୍କର ହରନତର ନୃତ୍ୟ ପରିବେଷିତ ହୋଇଥିଲା । ଆଜି ଜାତୀୟ ଆଦିବାସୀ ନୃତ୍ୟ ମହୋତ୍ସବର ଦ୍ୱିତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ଏସ୍‌ସିଏସ୍‌ଟିଆର୍‌ଟିଆଇର ନିର୍ଦ୍ଦେଶକ ପ୍ରଫେସର (ଡ.) ଅଖିଳ ବିହାରୀ ଓତା କଳାକାରମାନଙ୍କୁ ମଞ୍ଚରେ ସମ୍ବର୍ଦ୍ଧିତ କରିଥିଲେ ।

ରବିନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ଏହି ଆଦିବାସୀ ନୃତ୍ୟ ମହୋତ୍ସବ ମଇ ୨୧ ତାରିଖ ପର୍ଯ୍ୟନ୍ତ ସନ୍ଧ୍ୟା ୬.୩୦ ଠାରୁ ରାତି ୯ଟା ପର୍ଯ୍ୟନ୍ତ ଚାଲିବ । ଡକଫର ଜ୍ୟୋତିର୍ମତୀ ସାମନ୍ତରାୟ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version