• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବୈପାରିଗୁଡା ପୋଲିସର ଗଞ୍ଜେଇ ଚଢାଉରେ ୨ଟି ବାଇକ ସହ ୪ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
May 23, 2022
in ଅପରାଧ, ଓଡ଼ିଶା, କୋରାପୁଟ, ହୋମ୍
0
ବୈପାରିଗୁଡା ପୋଲିସର ଗଞ୍ଜେଇ ଚଢାଉରେ ୨ଟି ବାଇକ ସହ ୪ ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୨୩ ମଇ ସୋମବାର/ବୈପାରିଗୁଡା :- ବୈପାରିଗୁଡା ପୋଲିସ କୌଣସି ସୂତ୍ରରୁ ଖବର ପାଇ ରାଚି-ବିଜୟୱାର୍ଡା ଜାତୀୟ ରାଜପଥରେ ପାଟ୍ରୋଲିଂ କରୁଥିବା ସମୟରେ ୨ ଟି ବାଇକରେ ୨ ବ୍ୟକ୍ତି ଓ ୨ ଜଣ ମହିଳା ଆସୁଥିବା ବେଳେ ସେମାନଙ୍କୁ ସନ୍ଦେହ କରି ପୋଲିସ କର୍ମଚାରୀ ମାନେ ଅଟକାଇବା ସହି ଗାଡିରେ ଥିବା ବସ୍ତାକୁ ଯାଂଚ କରିବା ସମୟରେ ଜାଣିବାକୁ ପାଇଲେ ଯେ ବସ୍ତା ଭିତରେ ଗଞ୍ଜେଇ ରହିଛି । ପୋଲିସ ଗଞ୍ଜେଇ ଚୋରାଚାଲାଣ ରୋକିବା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ନେଉଥିବା ବେଳେ ଗଞ୍ଜେଇ ବେପାରୀ ମାନେ ନୁଆ ନୁଆ ତରିକା ଅବଲମ୍ବନ କରି ଗଞ୍ଜେଇ ଚୋରାଚାଲାଣ କରୁଥିଲେ ମଧ୍ୟ ବୈପାରିଗୁଡା ଥାନାକୁ ଆସିଥିବା ଡିଏସପି ବିରଂଚି ନାରାୟଣ ଜଗତ ହାତରୁ ଖସି ଯିବାରେ ସକ୍ଷମ ହୋଇପାରୁ ନାହାନ୍ତି ଗଞ୍ଜେଇ ବେପାରୀ ଏବଂ ରକ୍ଷା ପାଇପାରୁ ନ ଥିବାର ଦେଖାଯାଉଛି ।

ଜବତ ହଣ୍ଡୋ ସାଇନ୍ ବାଇକ ନଂ ଏମପି ୧୭ ଏନବି ୨୭୨୨ ହୋଇଥିବା ବେଳେ ଆଉ ଏକ ହଣ୍ଡୋ ସାଇନ୍ ବାଇକରେ ନମ୍ବର ନଥିବାର ଦେଖିବାକୁ ମିଳିଛି । ଏହି ଘଟଣାରେ ୨ ବ୍ୟକ୍ତିଙ୍କ ସହ ୨ ମହିଳା ଗିରଫ ହୋଇଥିବା ବେଳେ ସେମାନଙ୍କ ଠାରୁ ୫୯ କେଜି ଗଞ୍ଜେଇ ଜବତ କରାଯାଇଥିବା ନେଇ ସୂଚନା ପ୍ରଦାନ କରିଛନ୍ତି ଥାନା ଅଧିକାରୀ ତଥା ଡିଏସପି ବିରଂଚି ନାରାୟଣ ଜଗତ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି ।

ଗିରଫ ୨ ଜରଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଥିବା ବେଳେ ଅଧିକ ତଦନ୍ତ ଚାଲିଥିବା ନେଇ ସୂଚନା ପ୍ରଦାନ କରିଥିଲେ ଥାନା ଅଧିକାରୀ ତଥା ଡିଏସପି ବିରଂଚି ନାରାୟଣ ଜଗତ । ପ୍ରତ୍ୟେକ ବର୍ଷ ବୈପାରିଗୁଡା ଥାନା ଅଂଚଳରେ ବିପୁଳ ପରିମାଣର ଗଞ୍ଜେଇ ଚାଷକୁ ନଷ୍ଟ କରାଯାଉଥିବା ବେଳେ ପଢେଶୀ ବ୍ଳକରୁ ବେପାରୀ ମାନେ ଗଞ୍ଜେଇ କିଣି ବୈପାରିଗୁଡା ଥାନା ଦେଇ ଛତିଶଗଡ ଚାଲାଣ କରୁଥିବା ବେଳେ ତାହାକୁ ମଧ୍ୟ ରୋକିବାରେ ବୈପାରିଗୁଡା ପୋଲିସ ବଡ ସଫଳତା ହାସଲ କରିଛି । ଏତେ ପରିମାଣର ଗଞ୍ଜେଇ ଚାଲାଣର କିଙ୍ଗପିନ୍ କିଏ ଏହି ଚାଲାଣ ପଛରେ ଆଉ କାହାର ସଂମ୍ପୃକ୍ତି ଅଛି ତାହାକୁ ମଧ୍ୟ ପୋଲିସ ଧରିବା ପାଇଁ ଜୋରଦାର ଭାବେ ତଦନ୍ତ ଚାଲିଥିବାର ଶୁଣିବାକୁ ମିଳେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡ଼ି ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ବିରିଡ଼ି ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

August 4, 2026
ଅବକାରୀ ବିଭାଗର ଚଢ଼ାଉ ,୧୫ ଲକ୍ଷ ୬୦ ହଜାର ଟଙ୍କାର ହିରୋଇନ୍ ଜବତ

ଅବକାରୀ ବିଭାଗର ଚଢ଼ାଉ ,୧୫ ଲକ୍ଷ ୬୦ ହଜାର ଟଙ୍କାର ହିରୋଇନ୍ ଜବତ

August 4, 2026
ପୁରୀରେ ସ୍ଥାୟୀ ସାର୍ବଜନୀନ ୟୁରିନାଲ୍ ନିର୍ମାଣ ଓ ନିୟମିତ ସଫେଇ ଦାବିରେ ପୁରୀ ମହାନଗର ନିଗମ କମିଶନରଙ୍କୁ ଦାବିପତ୍ର ପ୍ରଦାନ

ସ୍ବାଧୀନତା ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡ଼ି ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ବିରିଡ଼ି ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

August 4, 2026
ଅବକାରୀ ବିଭାଗର ଚଢ଼ାଉ ,୧୫ ଲକ୍ଷ ୬୦ ହଜାର ଟଙ୍କାର ହିରୋଇନ୍ ଜବତ

ଅବକାରୀ ବିଭାଗର ଚଢ଼ାଉ ,୧୫ ଲକ୍ଷ ୬୦ ହଜାର ଟଙ୍କାର ହିରୋଇନ୍ ଜବତ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version