• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୪ ଉପକୂଳ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏହି ଜିଲ୍ଲାମାନଙ୍କରେ ପ୍ରବଳ ରୁ ପ୍ରବଳ ବର୍ଷା ହେବ । “ଆମ୍ଫାନ୍”

Proprietor Abhimanyu Maharana by Proprietor Abhimanyu Maharana
May 15, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
୪ ଉପକୂଳ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏହି  ଜିଲ୍ଲାମାନଙ୍କରେ ପ୍ରବଳ ରୁ ପ୍ରବଳ ବର୍ଷା ହେବ । “ଆମ୍ଫାନ୍”
Share on FacebookShare on TwitterWhatsapp

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

ଭୁବନେଶ୍ୱର ,ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍‌ )୧୫ ମଇ, ଶୁକ୍ରବାର :- ୧୮ତାରିଖରୁ ଉପକୂଳ ଜିଲ୍ଲା ଗଜପତି, ଗଞ୍ଜାମ, ପୁରୀ , ଜଗତସିଂହପୁର, କେନ୍ଦ୍ରାପଡ଼ା ଆଦି ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ । ୧୯ ତାରିଖରେ ବର୍ଷାର ପରିମାଣ ବଢିପାରେ । ଦକ୍ଷିଣ ଉପକୂଳ ଜିଲ୍ଲାମାନଙ୍କରେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ଏବଂ ୬୦ କିଲୋମିଟର ପ୍ରତି ଘଣ୍ଟା ବେଗକୁ ମଧ୍ୟ ପବନର ଗତି ଛୁଇଁ ପାରେ ଏଥିପାଇଁ ୪ ଉପକୂଳ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରାଯାଉଛି । ୧୨ଟି ଜିଲ୍ଲାକୁ ସମ୍ଭାବ୍ୟ ବାତ୍ୟା ପାଇଁ ଆଲର୍ଟ କରାଯାଇଛି ।

ଦରକାର ପଡ଼ିଲେ ଟିଏମ୍ସିରେ ଥିବା ଲୋକଙ୍କୁ ସ୍ଥାନାନ୍ତର କରାଯିବ । ସମୁଦ୍ର କୂଳରୁ ୩ କିମି ମଧ୍ୟରେ ଥିବା ଲୋକଙ୍କୁ ସ୍ଥାନାନ୍ତର କରାଯିବ । ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି ନେଇ ଆଜି ଆୟୋଜିତ ମିଟିଂ ପରେ SRC ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, IMD ସୂଚନାନୁସାରେ ଲଘୁଚାପ ଆଜି ସଂଧ୍ୟାରେ ଅବପାତ ହେବ । ଆସନ୍ତା କାଲି ସନ୍ଧ୍ୟା ବେଳକୁ ତାହା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ପରେ ତାହା ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ୧୭ ତାରିଖ ସନ୍ଧ୍ୟା ପରେ ଦିଗ ବଦଳାଇ ଉତ୍ତରପୂର୍ବ ଦିଗକୁ ଗତି କରିବ ।

ହେଲେ କେଉଁଠ ଲ୍ୟାଣ୍ଡ ଫଲ୍ କରିବ ଜଣାପଡ଼ିନାହିଁ ବୋଲି ସେ କହିଛନ୍ତି । ବାତ୍ୟା ମୁକାବିଲା ଲାଗି ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ SRC ମହାପାତ୍ର କହିଛନ୍ତି, ଏହି ବାତ୍ୟା ଯୋଗୁ ଉତ୍ତର ଓଡ଼ିଶା ପ୍ରଭାବିତ ହୋଇପାରେ। ଗଜପତିରୁ ମୟୂରଭଂଜ ଯାଏ ୧୨ଟି ଜିଲ୍ଲାକୁ ସତର୍କ କରାଯାଇଛି । ହେଲେ ୪ ଉପକୂଳ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ାର ଜିଲ୍ଲାପାଳଙ୍କ ସହ ଆଲୋଚନା କରାଯାଇ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ କୁହାଯାଇଛି । ସେଲଟର ହୋମ, ସ୍ଥାନାନ୍ତରଣ ପ୍ରସଙ୍ଗରେ ମଧ୍ୟ ଆଲୋଚନା ହୋଇଛି ।

ଆମେ ନିୟମିତ ଭାବେ ପରିସ୍ଥିତି ଉପରେ ନଜର ରଖିଛୁ । ଆବଶ୍ୟକ ପଡ଼ିଲେ ଲୋକଙ୍କୁ ସ୍ଥାନାନ୍ତରଣ କରାଯିବ । ଏଥିନିମନ୍ତେ ଯଥେଷ୍ଟ ଅଧିକ ସେଲଟର ହୋମ ଠାବ କରିବାକୁ ଜିଲ୍ଲାପାଳଙ୍କୁ କୁହାଯାଇଛି । ସରପଞ୍ଚ ଓ ସ୍କୁଲ ଶିକ୍ଷକ ସେଲଟର ହୋମ ଦାୟିତ୍ୱରେ ରହିବେ । ପୁଲିସ୍, ଅଗ୍ନିଶମ, NDRF ଟିମ୍ ସହ ପ୍ରାଥମିକ ଆଲୋଚନା ହୋଇଛି । ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି ବୋଲି କହିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ବାତ୍ୟା ସ୍ଥିତି ନିମନ୍ତେ ପ୍ରସ୍ତୁତ ରହିବାକୁ ସମବାୟ, ଶକ୍ତି, ଜଳ ସଂପଦ ବିଭାଗକୁ ସତର୍କ ରହିବାକୁ କୁହାଯାଇଛି । ୧୫ରୁ ଗଭୀର ସମୁଦ୍ରକୁ ଯିବାକୁ ମନା କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅସୁସ୍ଥଥିବା କଟକ ମହାନଗର ଶାନ୍ତି କମିଟିର ଶ୍ରୀ ଭିକାରୀ ଦାସଙ୍କୁ ଭେଟିଲେ ସି.ପି.ଆଇ ନେତୃମଣ୍ଡଳୀ

ଅସୁସ୍ଥଥିବା କଟକ ମହାନଗର ଶାନ୍ତି କମିଟିର ଶ୍ରୀ ଭିକାରୀ ଦାସଙ୍କୁ ଭେଟିଲେ ସି.ପି.ଆଇ ନେତୃମଣ୍ଡଳୀ

September 18, 2026
ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

September 18, 2026
ବନମାଳୀପୁର ଦୁର୍ଗା ପୂଜାରେ ବିନା ଡି ‘ଜେ’ ରେ ଶୃଙ୍ଖଳିତ ପୂଜା ପାଇଁ ନିଷ୍ପତ୍ତି

ବନମାଳୀପୁର ଦୁର୍ଗା ପୂଜାରେ ବିନା ଡି ‘ଜେ’ ରେ ଶୃଙ୍ଖଳିତ ପୂଜା ପାଇଁ ନିଷ୍ପତ୍ତି

September 18, 2026
“ମୋ ପରିବାର” ପ୍ରତିଷ୍ଠାତା ଶୁଭେନ୍ଦ୍ର ଶତପଥୀ ସମ୍ମାନୀତ 

“ମୋ ପରିବାର” ପ୍ରତିଷ୍ଠାତା ଶୁଭେନ୍ଦ୍ର ଶତପଥୀ ସମ୍ମାନୀତ 

September 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅସୁସ୍ଥଥିବା କଟକ ମହାନଗର ଶାନ୍ତି କମିଟିର ଶ୍ରୀ ଭିକାରୀ ଦାସଙ୍କୁ ଭେଟିଲେ ସି.ପି.ଆଇ ନେତୃମଣ୍ଡଳୀ

ଅସୁସ୍ଥଥିବା କଟକ ମହାନଗର ଶାନ୍ତି କମିଟିର ଶ୍ରୀ ଭିକାରୀ ଦାସଙ୍କୁ ଭେଟିଲେ ସି.ପି.ଆଇ ନେତୃମଣ୍ଡଳୀ

September 18, 2026
ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

ମା “ମଙ୍ଗଲ ଚଣ୍ଡୀଙ୍କ ନୂତନ ପିତ୍ତଳ ମେଢରେ ଝଲସିଲା ପୁଜା ମଣ୍ଡପ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version