• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଟଣୀ ବ୍ଲକ ପାଣ୍ଡିଆବିଲି ଦୟାନଦୀରେ ହେବ ବ୍ରିଜ ନିର୍ମାଣ

Proprietor Abhimanyu Maharana by Proprietor Abhimanyu Maharana
May 25, 2022
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଜଟଣୀ ବ୍ଲକ ପାଣ୍ଡିଆବିଲି ଦୟାନଦୀରେ ହେବ ବ୍ରିଜ ନିର୍ମାଣ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୨୪ ମଇ ମଙ୍ଗଳବାର/ଖୋର୍ଦ୍ଧା-ଜଟଣୀ :- ବହୁ ପ୍ରତୀକ୍ଷିତ ଜଟଣୀ ବ୍ଲକ ପାଣ୍ଡିଆବିଲି ସ୍ଥିତ ଦୟା ନଦୀରେ ହେବ ବ୍ରିଜ ନିର୍ମାଣ । ଆଉ ଏଥିପାଇଁ ସରକାର ପ୍ରାୟ ୪୦ କୋଟି ଟଙ୍କା ମଞ୍ଜୁର କରିଥିବାରୁ ଜଟଣୀ ବ୍ଲକ ଅଧକ୍ଷା ଜୟନ୍ତି ଛୋଟରାୟ , ବିଜେଡି ବ୍ଲକ ସଭାପତି ବ୍ରଜ ପ୍ରଧାନ, ସରପଞ୍ଚ ପ୍ରସନ୍ନ ଛୋଟରାୟ ଓ ଆରକୁ ପରବିନ ପ୍ରମୁଖ ଆହୁତ ଏକ ସାମ୍ବାଦିକ ସମ୍ମିଳନୀରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ 5T ସଚିବ V K ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇବା ସହିତ ଏହି ବ୍ରିଜ ନିର୍ମାଣ ଦ୍ୱାରା ଅବିଭକ୍ତ ପୁରୀ ଜିଲ୍ଲାର ସତ୍ୟବାଦୀ,

ଡେଲାଙ୍ଗ ଓ ଜଟଣୀ ନିର୍ବାଚନ ମଣ୍ଡଳୀର ଶତାଧିକ ଗ୍ରାମର ଲୋକମାନେ ଉପକୃତ ହେବା ସହ ଦୀର୍ଘ ବର୍ଷର ଦାବି ପୂରଣ ହେଲା ବୋଲି ଜଣାଇଛନ୍ତି। ସେହିପରି ଏହି ଅଞ୍ଚଳ ବର୍ଷକେ ୫ ମାସ ବାହ୍ୟ ଜଗତରୁ ବିଛିନ୍ନ ରହେ ଆଉ ଏଥିପାଇଁ ଦୀର୍ଘ ୫୦ ବର୍ଷରୁ ଦାବି କରି ଆସୁଥିଲି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବ୍ରିଜ ନିର୍ମାଣ ପାଇଁ ୪୦ କୋଟି ଟଙ୍କା ମଞ୍ଜୁର କରି ଥିବାରୁ ମୁଁ ଅଞ୍ଚଳ ବାସୀଙ୍କ ତରଫରୁ ଧନ୍ୟବାଦ ଜଣାଉଛି ବୋଲି ଜଟଣୀ ବିଧାୟକ ସୁର ରାଉତରାୟ କହିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

May 14, 2026
ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026
ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

May 14, 2026
ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

May 14, 2026
ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version