• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବରିଷ୍ଠ ବିଧାୟକ ଶ୍ରୀ ପ୍ରତାପ କେଶରୀ ଦେବଙ୍କ ଅଧ୍ୟକ୍ଷତାରେ ବିଧାନସଭା ଆକଳନ କମିଟିର ତୃତୀୟ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
May 25, 2022
in ଓଡ଼ିଶା, ମହାନଗର, ହୋମ୍
0
ବରିଷ୍ଠ ବିଧାୟକ ଶ୍ରୀ ପ୍ରତାପ କେଶରୀ ଦେବଙ୍କ ଅଧ୍ୟକ୍ଷତାରେ ବିଧାନସଭା ଆକଳନ କମିଟିର ତୃତୀୟ ବୈଠକ
Share on FacebookShare on TwitterWhatsapp

ବିଧାନସଭାରେ ବିଭିନ୍ନ କମିଟିର ସମୀକ୍ଷା ବୈଠକ

1. ଜଳସଂରକ୍ଷଣରେ ଆଧୁନିକ ବୈଷୟିକ ଜ୍ଞାନକୌଶଳର ବ୍ୟବହାର ଉପରେ ଗୁରୁତ୍ୱାରୋପ

2. ୬୩୯ ଅଧ୍ୟାପକଙ୍କୁ ନିଯୁକ୍ତି ଓ ୨୪ ମାଧ୍ୟମିକ ବିଦ୍ୟାଳୟକୁ ସ୍ୱୀକୃତି

3.  ଶିକ୍ଷାର ବିକାଶ ଉପରେ ରାଜ୍ୟ ସରକାର ପ୍ରାଧାନ୍ୟ ଦେଇ ଆସୁଛନ୍ତି

ଓଡ଼ିଶା ତାଜା ନ୍ୟୁଜ୍ /୨୪ ମଇ ମଙ୍ଗଳବାର/ଭୁବନେଶ୍ୱର :-  ବରିଷ୍ଠ ବିଧାୟକ ଶ୍ରୀ ପ୍ରତାପ କେଶରୀ ଦେବଙ୍କ ଅଧ୍ୟକ୍ଷତାରେ ବିଧାନସଭା ଆକଳନ କମିଟିର ତୃତୀୟ ବୈଠକ ପୂର୍ବାହ୍ନରେ ବିଧାନସଭାର ୫୪ ନଂ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି । ବିଗତ ଦୁଇବର୍ଷ ମଧ୍ୟରେ ପୂର୍ତ୍ତ ଓ ଜଳସଂପଦ ବିଭାଗ ଦ୍ୱାରା ନିର୍ମିତ ବିଭିିନ୍ନ ପ୍ରକଳ୍ପର ସମୀକ୍ଷା କରିବା ସହିତ ଆଗାମୀ ଦିନରେ ନିର୍ମାଣ ହେବାକୁ ଥିବା ପ୍ରକଳ୍ପଗୁଡ଼ିକର ଅନୁଧ୍ୟାନ କରାଯାଇଛି ବୋଲି ଅଧ୍ୟକ୍ଷ ଶ୍ରୀ ଦେବ ପ୍ରକାଶ କରିଛନ୍ତି । ପର୍ଯ୍ୟାପ୍ତ ପରିମାଣରେ ଜଳସଂରକ୍ଷଣ କରାଯାଇପାରୁ ନଥିବାରୁ ଅନେକ ଜଳର ଉପଯୁକ୍ତ ବ୍ୟବହାର ହୋଇପାରୁନାହିଁ । ତେଣୁ ଆଧୁନିକ ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରି ଜଳସଂରକ୍ଷଣ କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି । ଜଳସଂରକ୍ଷଣ ଓ ସେତୁ ନିର୍ମାଣ ସଂପର୍କିତ ବିଭିନ୍ନ ନିୟମରେ ସମୟାନୁଯାୟୀ ପରିବର୍ତ୍ତନ ଆସିବା ଦରକାର ବୋଲି ସେ କହିଛନ୍ତି ।

ପୂର୍ତ୍ତ ବିଭାଗ ଦ୍ୱାରା ନିର୍ମାଣାଧୀନ ବିଭିନ୍ନ ରାସ୍ତା, ସେତୁ, ବିଜୁ ଏକ୍ସପ୍ରେସ୍‌ େୱ ଏବଂ ରାଜ୍ୟ ରାଜପଥ ସଂପ୍ରସାରଣ, ବିଭିନ୍ନ ବୃହତ୍‌ ଓ ମଧ୍ୟମ ଜଳସେଚନ ପ୍ରକଳ୍ପ, ମେଗା ଲିଫଫ ପଏଣ୍ଟ ଉପରେ ବିସ୍ତିର୍ଣ୍ଣ ଆଲୋଚନା ହୋଇଥିଲା । ଗ୍ରୀଷ୍ମ ଦିନରେ ଚାଷ କାର୍ଯ୍ୟ କରିବା ପାଇଁ ଜଳର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୧୦୦ଟି ସେତୁ ସହ ବ୍ୟାରେଜ ନିର୍ମାଣର ପ୍ରସ୍ତାବ ଆଗତ ହୋଇଛି । ଏହାର କାର୍ଯ୍ୟ କେତେଦୂର ଅଗ୍ରସର ହେଲାଣି, ସେ ବିଷୟରେ ଅଧ୍ୟକ୍ଷ ଶ୍ରୀ ଦେବ ତଥ୍ୟ ସଂଗ୍ରହ କରିଥିଲେ । ଅନେକ ସ୍ଥାନରେ ସୌରଜଳ ପ୍ରକଳ୍ପଗୁଡ଼ିକ ଏକ/ଦୁଇ ବର୍ଷ ମଧ୍ୟରେ ଅକାମୀ ହୋଇଯାଉଥିବାର ନଜିର ସାମ୍‌ନାକୁ ଆସୁଛି । ତେଣୁ ଏହି ପ୍ରକଳ୍ପଗୁଡ଼ିକୁ ଅଧିକ ପ୍ରୋତ୍ସାହିତ ନକରିବାକୁ ସଦସ୍ୟମାନେ ମତ ଦେଇଛନ୍ତି ।

ରାଜ୍ୟର ଆକାମୀ ମେଗା ଲିଫଫ ପଏଣ୍ଟଗୁଡ଼ିକୁ ତୁରନ୍ତ ମରାମତି କରିବା ପାଇଁ କମିଟି ନିର୍ଦ୍ଦେଶ ଦେଇଛି । ସେହିପରି ଅପରାହ@ରେ ବରିଷ୍ଠ ବିଧାୟକ ଭୂପିନ୍ଦର ସିଂହଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଶିକ୍ଷାର ସାମଗ୍ରିକ ବିକାଶ ଉପରେ ରାଜ୍ୟ ସରକାର ସବୁବେଳେ ପ୍ରାଧାନ୍ୟ ଦେଇ ଆସିଛନ୍ତି । ଶିକ୍ଷା ବ୍ୟବସ୍ଥାକୁ ଅଧିକ କି୍ରୟାଶୀଳ କରିବା ପାଇଁ ୭୦୦୦ ଶିକ୍ଷକଙ୍କ ଆବଶ୍ୟକ ଥିଲା । ଆସନ୍ତା ଜୁନ ମାସ ମଧ୍ୟରେ ସେମାନଙ୍କୁ ନିଯୁକ୍ତି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ଅଧ୍ୟକ୍ଷ ଶ୍ରୀ ସିଂହ ପ୍ରକାଶ କରିଛନ୍ତି । ଏହା ସହିତ ୨୪ଟି ମାଧ୍ୟମିକ ବିଦ୍ୟାଳୟକୁ ସ୍ୱୀକୃତି ପ୍ରଦାନ କରିଥିବାବେଳେ ୬୩୯ ଜଣ ବେସରକାରୀ ମହାବିଦ୍ୟାଳୟର ଅଧ୍ୟାପକଙ୍କୁ ସରକାର ନିଯୁକ୍ତି ଦେଇଛନ୍ତି ।

ଜୁନ ମାସରେ ୨୬୮ ଜଣ ରାଜନୀତି ବିଜ୍ଞାନ ଓ ଇଂରାଜୀ ଅଧ୍ୟାପକଙ୍କୁ ନିଯୁକ୍ତି ଦେବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ା ଏଥିପାଇଁ କମିଟି ସଂପୃକ୍ତ ବିଭାଗ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସାଧୁବାଦ ଜ୍ଞାପନ କରିଛନ୍ତି । ଏହା ସହିତ ବରିଷ୍ଠ ବିଧାୟିକା ଉଷାଦେବୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହିଳା ଓ ଶିଶୁ ବିକାଶ ବିଭାଗ ଗୃହକମିଟି ବୈଠକରେ ବିଭିନ୍ନ ଯୋଜନା ଓ ଏହାର କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯାଇଛି । ବିଧାୟକ ପ୍ରଣବ ବଳବନ୍ତରାୟ, ଆଦିତ୍ୟ ମାଢ଼ୀ, ସୁନନ୍ଦା ଦାସ, ବିଷ୍ଣୁବ୍ରତ ରାଉତରାୟ, ବିଧାନସଭା ସଚିବ ଦାଶରଥୀ ଶତପଥୀ, ବିଭାଗୀୟ ଅଧିକାରୀ ବୈଠକମାନଙ୍କରେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version