odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com
ଭୁବନେଶ୍ୱର,ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍ ) ୧୬ ମଇ, ଶନିବାର :- ବଢ଼ିଲା ବାତ୍ୟା ଆଶଙ୍କା । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେଲା ଲଘୁଚାପ । ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ବାତ୍ୟାର ରୂପ ନେବ । ତେବେ ଏହା ପାରାଦୀପ ଠାରୁ ଦକ୍ଷିଣରେ ୧୧ଶହ କିଲୋମିଟର ଦୂର ଓ ଦୀଘାଠାରୁ ୧୨ଶହ ୫୦ କିଲୋମିଟର ଦୂରରେ ଅବସ୍ଥିତ ଅଛି ।
ପରବର୍ତୀ ୧୨ଘଂଟାରେ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେବ । ବାତ୍ୟା ଅମ୍ଫାନ ଭୀଷଣ ରୂପ ନେବ ବୋଲି ପୂର୍ବାନୁମାନ କରାଯାଉଛି । କାରଣ ବଙ୍ଗୋପସାଗରରେ ଜଳବାୟୁର ସ୍ଥିତି ବାତ୍ୟାକୁ ସୁହାଉଛି ବୋଲି ଆକଳନ କରାଯାଉଛି । ୨୦ ତାରିଖ ସନ୍ଧ୍ୟାରେ ଏହି ବାତ୍ୟା ଲ୍ୟାଣ୍ଡଫଲ କରିବ ବା ସ୍ଥଳଭାଗ ଛୁଇଁବ ।