• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉପନିର୍ବାଚନ ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ

Proprietor Abhimanyu Maharana by Proprietor Abhimanyu Maharana
May 30, 2022
in ଓଡ଼ିଶା, ସୁନ୍ଦରଗଡ଼, ହୋମ୍
0
ଉପନିର୍ବାଚନ ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୨୯ ମଇ ରବିବାର/ଭୁବନେଶ୍ୱର :- ୦୬-ବ୍ରଜରାଜନଗର ଉପନିର୍ବାଚନ ପାଇଁ ସମସ୍ତ ପ୍ରକାରର ପ୍ରସ୍ତୁତି ଶେଷ କରାଯାଇଛି ବୋଲି ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି । ବ୍ରଜରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୩୧ ତାରିଖରେ ୨୭୯ ଗୋଟି ବୁଥ୍‌ରେ ସକାଳ ୭ ଘଟିକାଠାରୁ ସନ୍ଧ୍ୟା ୬ ଘଟିକା ପର୍ଯ୍ୟନ୍ତ ଭୋଟଗ୍ରହଣ କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରକାଶ କରିଛନ୍ତି । ଆଜିଠାରୁ ସମସ୍ତ ପୁଲିଂ ପାର୍ଟି ଭୋଟଗ୍ରହଣ ନିମନ୍ତେ ଆବଶ୍ୟକ ନିର୍ବାଚନ ସାମଗ୍ରୀ ଧରି ନିଜ ନିଜର ବୁଥକୁ ଗଲେଣି ଏବଂ ଏଥି ନିମନ୍ତେ ସଂରକ୍ଷିତ କର୍ମଚାରୀଙ୍କୁ ମିଶାଇ ମୋଟ ପ୍ରାୟ ୧୨୨୮ ଜଣ ପୁଲିଂ ଅଧିକାରୀଙ୍କୁ ନିଯୁକ୍ତ କରାଯାଇଛି ।

ସେହିପରି ଶାନ୍ତିଶୃଙ୍ଖଳା ରକ୍ଷା ନିମନ୍ତେ ସମଗ୍ର ନିର୍ବାଚନ ମଣ୍ଡଳୀର ପ୍ରତ୍ୟେକ ବୁଥ୍‌ରେ ସମୁଦାୟ ୯୭୦ ଜଣ ସୁରକ୍ଷା କର୍ମଚାରୀ ଏବଂ ତିନି କମ୍ପାନୀ କେନ୍ଦ୍ରୀୟ ପୋଲିସ ଦଳଙ୍କୁ ଅବସ୍ଥାପିତ କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲୋହାନୀ ସୂଚନା ଦେଇଛନ୍ତି । ଉପନିର୍ବାଚନରେ ୧୧୦୦୫୦ ଜଣ ପୁରୁଷ, ୧୦୪୮୧୧ ଜଣ ମହିଳା ଓ ୧୭ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କୁ ମିଶାଇ ମୋଟ ୨୧୪୮୭୮ ଜଣ ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ ା ପୋଲିସ ପ୍ରଶାସନ ଦ୍ୱାରା ଚିହ୍ନଟ ହୋଇଥିବା ୬୦ ଗୋଟି ଉତ୍ତେଜନାପ୍ରବଣ ବୁଥ୍‌ରେ ମତଦାନ ନିମନ୍ତେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସେସବୁ ବୁଥ୍‌ରେ ୫୦ ଜଣ ମାଇକ୍ରୋ ଅବଜରଭରଙ୍କ ସହ ଅତିରିକ୍ତ କେନ୍ଦ୍ରୀୟ ପୋଲିସବଳଙ୍କୁ ନିଯୁକ୍ତି ସହ େୱବ୍‌କାଷ୍ଟିଂର ବ୍ୟବସ୍ଥା କରାଯାଇଛି ।

ସମୁଦାୟ ବୁଥ୍‌ର ୫୦ ପ୍ରତିଶତ ବୁଥ୍‌ରେ େୱବ୍‌କାଷ୍ଟିଂ କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସାମ୍ବାଦିକ ସମ୍ମିଳନୀରେ ମତପ୍ରକାଶ କରିଛନ୍ତି । ନିର୍ବାଚନ ଦିନ ସମଗ୍ର ନିର୍ବାଚନ ମଣ୍ଡଳୀ ସହ ସମଗ୍ର ଜିଲ୍ଲାରେ ଶାନ୍ତିଶୃଙ୍ଖଳା ରକ୍ଷା ଦିଗରେ ଝାରସୁଗୁଡ଼ା ଜିଲ୍ଲା ଆରକ୍ଷୀ ଅଧୀକ୍ଷକ କଡ଼ା ନଜର ରଖିଛନ୍ତି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରକାଶ କରିଛନ୍ତି । ଭୋଟରମାନଙ୍କ ସୁବିଧା ନିମନ୍ତେ ୩୦ ଗୋଟି ମଡେଲ୍‌ ବୁଥ୍‌ ସ୍ଥାପନା କରାଯାଇଛି ଓ ସେଠାରେ ଭୋଟରମାନଙ୍କ ପାଇଁ ଟେଣ୍ଟ, ପାନୀୟ ଜଳର ବ୍ୟବସ୍ଥା ଏବଂ ବରିଷ୍ଠ ଭୋଟରମାନଙ୍କ ନିମନ୍ତେ ସ୍ୱତନ୍ତ୍ର ଧାଡ଼ିର ମଧ୍ୟ ବ୍ୟବସ୍ଥା କରାଯାଇଛି । ସେହିପରି ୫ ଗୋଟି ପିଙ୍କ ବୁଥ୍‌ ସ୍ଥାପନ କରାଯାଇଛି, ଯେଉଁଠାରେ କେବଳ ମହିଳା କର୍ମଚାରୀମନେ ଭୋଟଗ୍ରହଣ କାର୍ଯ୍ୟ ସଂପାଦନ କରିବେ ।

ବରିଷ୍ଠ ଭୋଟର ଏବଂ ଦିବ୍ୟାଙ୍ଗ ଭୋଟରଙ୍କ ନିମନ୍ତେ ସବୁ ବୁଥ୍‌ରେ ର୍ୟାମ୍ପ, ହ୍ୱିଲ୍‌ଚେୟାର ସହ ସେ୍ୱଚ୍ଛାସେବକମାନଙ୍କୁ ନିଯୁକ୍ତ କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ପ୍ରଦାନ କରିଛନ୍ତି ା ୮୦ ବର୍ଷରୁ ଊଦ୍ଧ୍ୱର୍ ଭୋଟର, ଯେଉଁମାନେ କି ପୋଷ୍ଟାଲ ବାଲାଟ୍‌ ମାଧ୍ୟମରେ ଭୋଟ ଦେବା ପାଇଁ ପସନ୍ଦ କରିଥିଲେ ସେମାନଙ୍କ ମଧ୍ୟରୁ ୩୧୨ ଜଣ ଯୋଗ୍ୟ ଭୋଟର ମତଦାନ କରିଛନ୍ତି ଓ ସେସବୁଗୁଡ଼ିକୁ ଷ୍ଟ୍ରଙ୍ଗରୁମ୍‌ରେ ସୁରକ୍ଷିତ ଭାବେ ରଖାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ଭୋଟଗ୍ରହଣର ୪୮ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ଆଜି ସନ୍ଧ୍ୟା ୬ଟା ସୁଦ୍ଧା ଉପନିର୍ବାଚନ ପ୍ରଚାର ଶେଷ ହେବ ଓ ସମସ୍ତ ରାଜନୈତିକ ଦଳର କର୍ମକର୍ତ୍ତା, ତାରକା ପ୍ରଚାରକ ଓ ଅନ୍ୟ ଯେକୌଣସି ବ୍ୟକ୍ତି, ଯେଉଁମାନେ କି ନିର୍ବାଚନ ମଣ୍ଡଳୀର ଭୋଟର ନୁହଁନ୍ତି,

ସେମାନେ ନିର୍ବାଚନ ମଣ୍ଡଳୀ ମଧ୍ୟରେ ଆଜି ସନ୍ଧ୍ୟା ୬ଟା ପରେ ରହିପାରିବେ ନାହିଁ ଏବଂ ଜିଲ୍ଲାରେ ଥିବା ସମସ୍ତ ହୋଟେଲ୍‌, ଲଜ୍‌, ଗେଷ୍ଟହାଉସ୍‌କୁ ତନଖି କରିବା ପାଇଁ ଜିଲ୍ଲାର ଜିଲ୍ଲାପାଳ, ଅରକ୍ଷୀ ଅଧୀକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ଏତଦ୍‌ବ୍ୟତୀତ ଭୋଟଗ୍ରହଣର ୪୮ ଘଣ୍ଟା ପୂର୍ବରୁ ଜିଲ୍ଲାରେ ଥିବା ସମସ୍ତ ମଦଦୋକାନକୁ ସିଲ୍‌ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲୋହାନୀ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ଏହି ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିଖାରୀ ଶତ୍ରୁଘ୍ନ କର ଓ ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version