• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଡିଲରଙ୍କ ସ୍ଥାନରେ ଏସ୍‌ଏଚ୍‌ଜି ନିଯୁକ୍ତି ଗ୍ରହଣୀୟ ନୁହେଁ, ପକ୍ଷ ରଖିବାକୁ ହାଇକୋର୍ଟଙ୍କ ନିର୍ଦେଶ

Proprietor Abhimanyu Maharana by Proprietor Abhimanyu Maharana
May 16, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଡିଲରଙ୍କ ସ୍ଥାନରେ ଏସ୍‌ଏଚ୍‌ଜି ନିଯୁକ୍ତି ଗ୍ରହଣୀୟ ନୁହେଁ, ପକ୍ଷ ରଖିବାକୁ  ହାଇକୋର୍ଟଙ୍କ ନିର୍ଦେଶ

??????????????????????????????????????????????????????????

Share on FacebookShare on TwitterWhatsapp

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

କଟକ ,ରିପୋର୍ଟ / ଲଷ୍ମୀଧର ଖୁଣ୍ଟିଆ (ଓଡିଶା ତାଜା ନ୍ୟୁଜ୍‌ ) ହାଇକୋର୍ଟ,୧୬ ମଇ,ଶନିବାର :- ପିଡିଏସ୍ ସାମଗ୍ରୀ ବଣ୍ଟନ ପାଇଁ ଡିଲରଙ୍କ ସ୍ଥାନରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏସ୍‌ଜି)ଙ୍କୁ ନିଯୁକ୍ତି ନିଷ୍ପତ୍ତି ଆଇନ ଅନୁସାର ଗ୍ରହଣୀୟ ନୁହେଁ । ଡିଲରଙ୍କୁ ଉଚ୍ଛେଦ ପ୍ରସଂଗରେ ‌ନିଷ୍ପତ୍ତି ନେବା ପୂର୍ବରୁ ସେମାନଙ୍କୁ ପକ୍ଷ ରଖିବାକୁ ସୁଯୋଗ ଦିଆଯିବ ବୋଲ ହାଇକୋର୍ଟ କହିଛନ୍ତି । ଡିଲରଙ୍କୁ ଉଚ୍ଛେଦ କରି ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ଦାୟିତ୍ବ ନିଷ୍ପତ୍ତିକୁ ଚାଲେଞ୍ଜ କରି ଦାୟର ମାମଲାର ଆଜି ଶୁଣାଣି କରି ହାଇକୋର୍ଟ ଏପରି ରାୟ ଦେଇଛନ୍ତି । ଏଥିସହିତ ମାମଲାର ଶୁଣାଣିରେ ହାଇକୋର୍ଟ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି । ଡକ୍ଟର ଜଷ୍ଟିସ ବି.ଆର.ଷଡଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ପ୍ରକାଶ ନାୟକ ଓ ଅନ୍ୟମାନଙ୍କ ପକ୍ଷରୁ ଦାୟର ଏ ସଂପର୍କିତ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି ।

ମାମଲାର ବିବରଣୀରୁ ପ୍ରକାଶ ଯେ, ଲାଇସେନ୍ସ ସମୟ ଅବଧି କାଏମ ଥିବା ସତ୍ବେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ରାଜ୍ୟର ୨ ହଜାର ୫୯୩ ଜଣ ଡିଲରଙ୍କୁ ଉଚ୍ଛେଦ ଲାଗି ନିର୍ଦ୍ଦେଶନାମା ଜାରି କରିଥିଲା । ଏହିସବୁ ଡିଲରଙ୍କ ପିଓଏସ୍ ମେସିନର ଖାଉଟି ଉପସ୍ଥାନ ନିର୍ଦ୍ଧାରିତ ସଂଖ୍ୟା ମାନଦଣ୍ଡଠାରୁ କମ୍ ଥିବାରୁ ସେମାନଙ୍କୁ ଉଚ୍ଛେଦ କରାଯାଉଛି ବୋଲି ଦର୍ଶାଯାଇଥିଲା । ଶେଷ ୭ ମାସରେ ଖାଦ୍ୟ ସାମଗ୍ରୀ ଯୋଗାଣରେ ପ୍ରଦର୍ଶନ ଖରାପ ଥିବାରୁ ସେମାନଙ୍କ ବିରୋଧରେ ଏପରି ପଦକ୍ଷେପ ଗ୍ରହଣ କରାଯାଇଥିବା ନେଇ ସରକାରଙ୍କ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ କୁହାଯାଇଥିଲା । ଓଡିଶା ପିଡିଏସ୍ ନିର୍ଦ୍ଦେଶ-୨୦୧୬, ରୁଲ୍-୯ ଅନୁଯାୟୀ ଜଣେ ଡିଲରଙ୍କୁ ଲାଇସେନ୍ସ ଦିଆଯିବା ଏବଂ ବାତିଲ୍ କରାଯିବା ବ୍ୟବସ୍ଥା ରହିଛି ।

କର୍ତ୍ତୃପକ୍ଷ ଏହି ନିୟମ ଆଧାରରେ ଜଣେ ଡିଲରଙ୍କ ଲାଇସେନ୍ସ ରଦ୍ଦ କରିପାରନ୍ତି କିମ୍ବା ନୂତନ ବ୍ୟକ୍ତିବିଶେଷଙ୍କୁ ଲାଇସେନ୍ସ ଦେଇପାରନ୍ତି । କିନ୍ତୁ ଯେଉଁମାନଙ୍କ ପ୍ରଦର୍ଶନ ଭଲ ନାହିଁ ସେମାନଙ୍କର ଲାଇସେନ୍ସ କଟାଯାଇ ପାରିବ ବୋଲି ଉଲ୍ଲେଖ ରହିଛି । ଏଥିପାଇଁ ଆଇନ ଅନୁଯାୟୀ ପଦକ୍ଷେପ ନିଆଯିବା ପାଇଁ ବ୍ୟବସ୍ଥା ରହିଛି । କିନ୍ତୁ ଏହି ପ୍ରସଂଗରେ ରାଜ୍ୟ ସରକାର ଡିଲରଙ୍କୁ ପକ୍ଷ ରଖିବାକୁ ସୁଯୋଗ ନ ଦେଇ ଏକପାଖିଆ ନିଷ୍ପତ୍ତି ନେଇ ୨ ହଜାର ୫୯୩ଜଣ ଡିଲରଙ୍କୁ ଉଚ୍ଛେଦ କରିଥିଲେ ବୋଲି ଅଭିଯୋଗ ହୋଇଥିଲା । ସରକାରଙ୍କ ଏଭଳି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଆବେଦନକାରୀଙ୍କ ସମେତ ବହୁ ଡିଲର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ପ୍ରଫୁଲ୍ଲ କୁମାର ରଥ ଏବଂ ଆଇନଜୀବୀ ଅରୁଣ କୁମାର ଆଚାର୍ଯ୍ୟ ମାମଲା ପରିଚାଳନା କରୁଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version