• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାଲକାନଗିରି ଜିଲ୍ଲାର ଏମ୍ ଭି-୭ ସ୍ଥିତ ଜଗନ୍ନାଥ ପାଲ୍ଲୀ ୪୭ଟି ସ୍ମାର୍ଟ ସ୍କୁଲ ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
June 2, 2022
in ଓଡ଼ିଶା, ମାଲକାନଗିରି, ହୋମ୍
0
ମାଲକାନଗିରି ଜିଲ୍ଲାର ଏମ୍ ଭି-୭ ସ୍ଥିତ ଜଗନ୍ନାଥ ପାଲ୍ଲୀ ୪୭ଟି ସ୍ମାର୍ଟ ସ୍କୁଲ ଉଦଘାଟିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୦୨ ଜୁନ ଗୁରୁବାର /ମାଲକାନଗିରି,ପଡିଆ :- ମାଲକାନଗିରି ଜିଲ୍ଲାକୁ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଫୋକସ ରହିଛି ।ଆଦିବାସୀ ଅଧ୍ୟୁଷିତ ଜିଲ୍ଲା ହୋଇଥିବା ଯୋଗୁଁ ଏହି ଜିଲ୍ଲାକୁ ୫୩ଟି ସ୍କୁଲକୁ ୫-ଟି ଅଧୀନରେ ରୁପାନ୍ତରିତ କରାଯାଇ ସ୍ମାର୍ଟ ସ୍କୁଲରେ ପରିଣତ କରାଯିବ । ସେଥିମଧ୍ୟରୁ ୪୭ଟି ସ୍କୁଲକୁ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଶୁଭ ଉଦଘାଟନ କରିଛନ୍ତି । ମାଲକାନଗିରି ସ୍ଥିତି ଏମଭି-୭ ଜଗନ୍ନାଥପାଲ୍ଲୀ ହାଇସ୍କୁଲରେ ଆୟୋଜିତ ଉଦଘାଟନୀ ଉତ୍ସବରେ ଅତିଥି ଭାବେ ନବରଙ୍ଗପୁର ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝି,

ଜିଲ୍ଲାପାଳ ବିଶାଲ ସିଂ,ପିଡି ଡିଆରଡିଏ ବାଳମୁକୁନ୍ଦ ଭୁୟାଁ ସମେତ ସମସ୍ତ ୪୭ଟି ସ୍କୁଲର ଛାତ୍ରଛାତ୍ରୀ ଏବଂ ସ୍କୁଲ କର୍ତ୍ତୃପକ୍ଷ,ବୁଦ୍ଧିଜୀବୀ,ଜନସାଧାରଣ ଉପସ୍ଥିତ ରହିଛନ୍ତି । ୫୩ଟି ସ୍କୁଲକୁ ସ୍ମାର୍ଟ ସ୍କୁଲରେ ପରିଣତ କରିବା ପାଇଁ ପ୍ରାୟ ୨୩ କୋଟି ୮୫ ଲକ୍ଷ ଟଂକା ଖର୍ଚ୍ଚ ହେବ ବୋଲି ଜଣାପଡିଛି । ପ୍ରକାଶ ଥାଉକି ଛାତ୍ରଛାତ୍ରୀଙ୍କୁ ସରକାରୀ ସ୍କୁଲ ମୁହାଁ କରିବା ପାଇଁ ଓ ସେମାନଙ୍କୁ ଅତ୍ୟାଧୁନିକ ସୁବିଧା ସୁଯୋଗ ଦେବା ପାଇଁ ରାଜ୍ୟ ସରକାର ମୋ ସ୍କୁଲ ଅଭିଯାନରେ ଜିଲ୍ଲାର ୫୩ଟି ସ୍କୁଲକୁ ସ୍ମାର୍ଟ ସ୍କୁଲରେ ପରିଣତ କରୁଛନ୍ତି ।

ପ୍ରତ୍ୟେକ ବିଦ୍ୟାଳୟ ପାଇଁ ୪୫ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ବୋଲି କୁହାଯାଇଛି । ୩୫ ଲକ୍ଷ ଟଙ୍କାର ବିଦ୍ୟାଳୟର ମରାମତି,ବଗିଚା ଉନ୍ନତିକରଣ, ଉନ୍ନତମାନର ଶ୍ରେଣୀଗୃହ,ପାଚେରିଗୁଡିକରେ ବିଭିନ୍ନରଙ୍ଗ କରାଯିବା ସହ ମହାପୁରୁଷ, ସ୍ବାଧୀନତା ସଂଗ୍ରାମୀ, ବୈଜ୍ଞାନିକ, ଶିକ୍ଷାବିତ, ବିଭିନ୍ନ ବୃକ୍ଷରାଜି, ବନ୍ୟଜନ୍ତୁ, ସ୍ଥାନୀୟ ଲୋକକଳା ଓ ନୃତ୍ୟ ଆଦିର ଛବି ଅଙ୍କାଯିବ ବୋଲି ଜଣାପଡିଛି । ତେବେ ବଳକା ୧୦ ଲକ୍ଷ ଟଙ୍କାରେ ବିଦ୍ୟାଳୟର ପାଠାଗାର, ବିଭିନ୍ନ ପ୍ରକାରର ପୁସ୍ତକ କିଣା, ଇଣ୍ଟରନେଟ ସଂଯୋଗ ଓ ତାଲିମ ଶିବିର ପାଇଁ ଖର୍ଚ୍ଚ କରାଯିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

July 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version