No Result
View All Result
ଓଡ଼ିଶା ତାଜା ନ୍ୟୁଜ୍/୦୯ ଜୁନ ଗୁରୁବାର/ପଦ୍ମପୁର :- ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ରଞ୍ଜିତ ଭୋଇ ଭିଜିଲାନ୍ସ ଜାଲରେ ଫସିଛନ୍ତି । ଝାରବନ୍ଧ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅଧି କାର୍ଯ୍ୟରତ ଜଣେ ଶିକ୍ଷକଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିବା ସୂଚନା ରହିଛି ।
ଏଠାରେ ସୂଚନା ଯୋଗ୍ୟ ଯେ କିଛି ଦିନ ତଳେ ବିଦ୍ୟାଳୟରେ ଅନୁପସ୍ଥିତ ଥିବା ଶିକ୍ଷକ ମାନଙ୍କ ଦରମାକୁ ଶ୍ରୀ ଭୋଇ ବନ୍ଦ କରିଥିଲେ ପୁଣି ସେହି ଦରମାକୁ ବନ୍ଦ ନ କରିବା ପାଇଁ ଶିକ୍ଷକ ମାନଙ୍କୁ ପାଞ୍ଚ ହଜାର ଟଙ୍କା ଦାବୀ କରିଥିଲେ । କିଛି ସଚେତନ ଶିକ୍ଷକ ଏଭଳି ଦୁର୍ନୀତି କୁ ବିରୋଧ କରିବା ସହ ଭିଜିଲାନ୍ସ ବିଭାଗକୁ ଯୋଗାଯୋଗ କରିଥିବା ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି ।
No Result
View All Result