• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଭୁଲା ସ୍ମୃତିରେ ପ୍ରାଣକୃଷ୍ଣ ପୂର୍ବତନ ବନ ବିଭାଗ ଅଧିକାରୀ : ଈଶାନେଶ୍ୱର ମନ୍ଦିର କମିଟିର ସଭାପତି ପ୍ରାଣକୃଷ୍ଣ ପାଣିଗ୍ରାହୀଙ୍କ – ପ୍ରଥମ ଶ୍ରାଦ୍ଧବାର୍ଷିକୀରେ ଭାବ ବିହ୍ୱଳ ଶ୍ରଦ୍ଧାଞ୍ଜଳି

Proprietor Abhimanyu Maharana by Proprietor Abhimanyu Maharana
June 16, 2022
in ଓଡ଼ିଶା, ମହାନଗର, ହୋମ୍
0
ଅଭୁଲା ସ୍ମୃତିରେ ପ୍ରାଣକୃଷ୍ଣ ପୂର୍ବତନ ବନ ବିଭାଗ ଅଧିକାରୀ : ଈଶାନେଶ୍ୱର ମନ୍ଦିର କମିଟିର ସଭାପତି ପ୍ରାଣକୃଷ୍ଣ ପାଣିଗ୍ରାହୀଙ୍କ – ପ୍ରଥମ ଶ୍ରାଦ୍ଧବାର୍ଷିକୀରେ ଭାବ ବିହ୍ୱଳ ଶ୍ରଦ୍ଧାଞ୍ଜଳି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୧୬ଗୁରୁବାର/ଭୁବନେଶ୍ୱର :- କରୋନାର କରାଳ କାୟାରେ ଛନ୍ଦିହୋଇ ଅସମୟରେ ଝଡିପଡିଥିବା ଓଡିଶା ବନ ଉନ୍ନୟନ ନିଗମର ପୂର୍ବତନ ଅଧିକାରୀ, ଶ୍ରୀ ଈଶାନେଶ୍ୱର ମନ୍ଦିର ଟ୍ରଷ୍ଟର ସଭାପତି, ନୀଳାଦ୍ରିବିହାର ଆବାସିକ ସଂଘର ପୂର୍ବତନ କର୍ମକ�ର୍ା, ସମାଜସେବୀ, ଧର୍ମପରାୟଣ ବ୍ୟକ୍ତିତ୍ୱ, ସର୍ବମାନ୍ୟ ମୁରବୀ, ଆଦରଣୀୟ ତଥା ସର୍ବଜନାଦୃତ ବ୍ୟକ୍ତିତ୍ୱ ସ୍ୱର୍ଗତଃ ପ୍ରାଣକୃଷ୍ଣ ପାଣିଗ୍ରାହୀଙ୍କୁ ତାଙ୍କ

ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଭାବବିହ୍ୱଳ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି ଉପଲକ୍ଷେ ଶ୍ରୀ ଈଶାନେଶ୍ୱରଙ୍କ ପୀଠରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ଉତ୍ସବକୁ ଓଡିଶା ଡି.ଏ.ଭି ଅନୁଷ୍ଠାନ ସମୁହର ଆ�ଳିକ ନିର୍ଦ୍ଦେଶକ ଡ. କେଶବ ଚନ୍ଦ୍ର ଶତପଥୀ ଶ୍ରଦ୍ଧାସୁମନ ଅର୍ପଣ ସହ ପ୍ରଦୀପ ପ୍ରଜ୍ୱଳନ କରି ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ ।

ଏଥିରେ ବିଭିନ୍ନ ବର୍ଗର ଯୋଗଦେଇଥିବା ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ମଧ୍ୟରେ ଭୁବନେଶ୍ୱର ଉ�ର ବିଧାୟକ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର ମହାନଗର ନିଗମର ଡେପୁଟି ମେୟର ମଞ୍ଜୁଲତା କହଁର, ସ୍ଥାନୀୟ କର୍ପୋରେଟର ମୋନାଲିସା ସାହୁ, ପୂର୍ବତନ ବିଧାୟକ ପ୍ରୀୟଦର୍ଶୀ ମିଶ୍ର ଓ ଡ. ଦେବାଶିଷ ପଟ୍ଟନାୟକ, ସମ୍ ହସ୍ପିଟାଲର ଡିନ୍ ଡଃ ସଂଘମିତ୍ରା ମିଶ୍ର, ଡି.ଏ.ଭି ଅନୁଷ୍ଠାନ ସମୁହର ସହ ଆ�ଳିକ ନିର୍ଦ୍ଦେଶିକା ଡ. ସୁଜାତା, ଡି.ଏ.ଭି ୟୁନିଟ୍‌-୮ ର ଅଧ୍ୟକ୍ଷା ଇପ୍‌ଶିତା ଦାଶ, ବରିଷ୍ଠ ଶିକ୍ଷାବିତ୍ ଭାଗ୍ୟବତୀ ନାୟକ, ଚଳଚିତ୍ର ଅଭିନେତା ପ୍ରେମାଞ୍ଜନ ପରିଡା, ସୁନାମଧନ୍ୟ ଚିକିତ୍ସକ ଡଃ ଆର୍‌.କେ.ମହାପାତ୍ର, ଡଃ ବସନ୍ତ କୁମାର ପତି, ଡଃ ଅଶୋକ ଆଚାର୍ଯ୍ୟ, ଡଃ ସମୀର୍ ସାହୁ , ଡଃ ଅଶୋକ କୁମାର ନନ୍ଦ, ଡଃ ସୁଦୀପ୍ତ ସାହୁ, ଡଃ ଏନ୍‌.କେ. ପଟ୍ଟନାୟକ, ଡଃ ପ୍ରଭଞ୍ଜନ ରାୟସାମନ୍ତ, ଭୁବନେଶ୍ୱର ଆପୋଲ ହସ୍ପିଟାଲର ବି� ବିଭାଗ ମୁଖ୍ୟ ଅମର କୁମାର ବେହେରା ଓ ଅଧିକାରୀ ଆଲୋକ କୁମାର ବେହେରା,

କିମ୍ସ ହସ୍ପିଟାଲ୍‌ର ପରିଚାଳନା ନିର୍ଦ୍ଦେଶକ ସୌମ୍ୟକାନ୍ତ ଶତପଥୀ, ବରଗଡ ଥାନା ଅଧିକାରୀ ବିଶ୍ୱ ରଞ୍ଜନ ନାୟକ, ଅନୁଗୁଳ ଜିଲ୍ଲାର ପୂର୍ବତନ ଉପ-ଜିଲ୍ଲାପାଳ ବାସୁଦେବ ଶତପଥୀ, ଭାରତ ସଂଚାର ନିଗମ ଲିମିଟେଡ୍‌ର ପୂର୍ବତନ ଅଧିକାରୀ ଶ୍ରୀ ବଳରାମ ପାଲ୍ ଓ ଅବନିନ୍ଦ୍ର ମହାନ୍ତି ପ୍ରମୁଖ ଯୋଗଦେଇ ଶ୍ରଦ୍ଧା ସୁମନ ଅର୍ପଣ କରିବା ସହିତ ସ୍ୱର୍ଗତ ଆତ୍ମାର ଐଶ୍ୱରିକ ଶାନ୍ତି ପ୍ରାର୍ଥନା କରିଥିଲେ । ନୀଳାଦ୍ରିବିହାର ଯୁବ ଓ ସାଂସ୍କୃତିକ ସଂଘର ପ୍ରତ୍ୟକ୍ଷ ତ�୍ୱାବଧାନରେ ଆୟୋଜିତ ଏହି ଉତ୍ସବରେ ଈଶାନେଶ୍ୱର ମନ୍ଦିର ଟ୍ରଷ୍ଟ ବୋର୍ଡ, ନୀଳାଦ୍ରି ବିହାର ଆବାସିକ ସଂଘ, ବରିଷ୍ଠ ନାଗରିକ ସଂଘର କର୍ମକ�ର୍ା, ବିଭିନ୍ନ ଡି.ଏ.ଭି ଅନୁଷ୍ଠାନର ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ତଥା ଅ�ଳର ବିଭିନ୍ନ ଅନୁଷ୍ଠାନ ଓ ବୁଦ୍ଧିଜୀବି ଉପସ୍ଥିତ ରହି ସ୍ୱର୍ଗତ ପାଣିଗ୍ରାହୀଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରିବା ସହ ଏକ ସ୍ମୃତି କମିଟି ଗଠନ ଓ ଏକ ସ୍ମରଣିକା ପ୍ରକାଶ କରିବା ନିମନ୍ତେ ପ୍ରସ୍ତାବ ଦେଇଥିଲେ ।

ପ୍ରକାଶ ଥାଉକି ସ୍ୱର୍ଗତଃ ପାଣିଗ୍ରାହୀ କରୋନାରେ ଆକ୍ରାନ୍ତ ହୋଇ ଫୁସ୍‌ଫୁସ୍ ଜନିତ ସଂକ୍ରମଣ ଯୋଗୁ ଗତବର୍ଷ ଜୁନ୍ ମାସରେ ୭୪ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ସେ ଜଣେ ମିଷ୍ଠଭାଷୀ, ପରୋପକାରୀ, ସରଳ, ନିଷ୍କପଟ, ଅମାୟିକ ବ୍ୟକ୍ତି ଭାବେ ସ୍ଥାନୀୟ ଅ�ଳରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ । ଶେଷରେ ପାଣିଗ୍ରାହୀ ପରିବାର ତରଫରୁ ସମସ୍ତଙ୍କ ସଦୟ ଉପସ୍ଥିତ ପାଇଁ କୃତଜ୍ଞତା ଜ୍ଞାପନ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

June 15, 2026
ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version