• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଳ୍ପ !! “ହନ୍ତାଳଗୁଡା ଘାଟୀ” ନିମନ୍ତେ ଗାଳ୍ପିକ ବଳରାମ ପୂଜାରୀ – ବ୍ରହ୍ମପୁର ରେ ସମ୍ମାନିତ

Proprietor Abhimanyu Maharana by Proprietor Abhimanyu Maharana
June 17, 2022
in ଓଡ଼ିଶା, ମାଲକାନଗିରି, ହୋମ୍
0
ଗଳ୍ପ !! “ହନ୍ତାଳଗୁଡା ଘାଟୀ” ନିମନ୍ତେ ଗାଳ୍ପିକ ବଳରାମ ପୂଜାରୀ – ବ୍ରହ୍ମପୁର ରେ ସମ୍ମାନିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୧୭ ଜୁନ ଶୁକ୍ରବାର/ମାଲକାନଗିରି,କୁଡୁମୁଲୁଗୁମ୍ମା :- ଗଞ୍ଜାମର କବିତା ଘର ଲିଟେରାରୀ ଟ୍ରଷ୍ଟ ,ଆଙ୍କୁଲି, ବ୍ରହ୍ମପୁର ତରଫରୁ ଗଳ୍ପ ଗଞ୍ଜାମ ସମାରୋହ୨୦୨୨,ଗୋପାଳପୁର ବେଳାଭୂମିର ସୌନ୍ଦର୍ଯ୍ୟ ଭରା ,ରିଟ୍ରିଟ ସେଣ୍ଟର,ବେଳାଭୂମି,ଗୋପାଳପୁର ରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଲିଟେରାରୀ ଟ୍ରଷ୍ଟ ର ଅଧ୍ୟକ୍ଷ ଶ୍ରୀ ଯୁକ୍ତ ଭଗିରଥି ବେହେରାଙ୍କ ଆହ୍ବାନ କ୍ରମେ , ଓଡିଆ ଭାଷା ସାହିତ୍ୟର ଅଗ୍ରଗଣ୍ୟ କଥାକାର ସର୍ବଶ୍ରୀ ଶକ୍ତି ପ୍ରସାଦ ମହାନ୍ତି ସାର୍, ଓଟିଭିର ନ୍ୟୁଜ୍ ପ୍ରୋଗ୍ରାମର , କଥାକାର ଶ୍ରୀ ଯୁକ୍ତ ଅମରେଶ ବିଶ୍ୱାଳ ସାର୍,ଅଧ୍ୟାପିକା ଚିରଶ୍ରୀ ଇନ୍ଦ୍ରସିଂ ,ସାହିତ୍ୟିକ କଲ୍ୟାଣୀ ସଂଘମିତ୍ରା, ଡଃ ସ୍ମୃତି ପଟ୍ଟନାୟକ, ଡଃ ମମତା ରାଣୀ ନାୟକ,

ସମାଜସେବୀ ଭାଗିରଥି ମହାରଣା, ବ୍ରହ୍ମପୁର,ଶ୍ରୀ ଯୁକ୍ତ ଗଦାଧର ପାତ୍ର, ପ୍ରଶାସକ ଓ ସାହିତ୍ୟକ, ଗାଳ୍ପିକା ବିଷ୍ଣୁ ପ୍ରୀୟା କରସୁଧା ପଟ୍ଟନାୟକ, ଗାଳ୍ପିକା ସ୍ୱାଗତୀକା ବାହିନୀପତି , ବରିଷ୍ଠ ସାହିତ୍ୟିକ ଶ୍ରୀ ବିଦେଶୀ ନାୟକ ,କଥାକାର ସୁବାଷ ଚନ୍ଦ୍ର ସାହୁ ,ଡଃ ସରୋଜ କାନ୍ତ ରଥ, ଯୋଗଦାନ କରି ଗଳ୍ପ ଓ ଏହାର ସାମାଜିକ ପ୍ରଭାବ ସଂପର୍କ ରେ ଆଲୋଚନା କରିଥିଲେ ।  ଏଥିରେ ଅବିଭକ୍ତ କୋରାପୁଟ ଜିଲ୍ଲାର ଅନେକ ବରିଷ୍ଠ ସାହିତ୍ୟିକ ଯୋଗଦାନ କରିଥିଲେ । ଏହି ଅବସରରେ “ଗଳ୍ପ ଗଞ୍ଜାମ ୨୦୨୨”ସନ୍ଦର୍ଭ ରେ ଏକ ଗଳ୍ପ ସଂକଳନ ପ୍ରକାଶ ପାଇଥିଲା ।ମାଲକାନଗିରି ଜିଲ୍ଲା ର କବି ତଥା ସାହିତ୍ୟିକ ଶ୍ରୀ ବଳରାମ ପୂଜାରୀଙ୍କ ଗଳ୍ପ “ହନ୍ତାଳଗୁଡା ଘାଟୀ “ଶୀର୍ଷକ ଏକ ସ୍ୱତନ୍ତ୍ର ଗଳ୍ପ ପ୍ରକାଶିତ ହୋଇ ସମୀକ୍ଷକ ମାନଙ୍କ ଦ୍ଵାରା ଉଚ୍ଚ ପ୍ରଶଂସିତ ହୋଇଛି ।

ଏଥିରେ ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳର ଅନୋଲୋଚିତ କଥା ଓ ବ୍ୟଥା ସହ ଜଳଭଣ୍ଡାରର ଭିତରର ମାଟି ମଣିଷ କଂ କରୁଣ କାହାଣୀ ସ୍ଥାନିତ ହୋଇଛି । ଏଥିପାଇଁ ଟ୍ରଷ୍ଟ ତରଫରୁ ଉକ୍ତ ଉତ୍ସବରେ ଗାଳ୍ପିକ ଭାବେ ଶ୍ରୀ ବଳରାମ ପୂଜାରୀଙ୍କୁ ସମ୍ମାନୀତ କରାଯାଇଛି । ଆଗାମୀ ଦିନରେ ଗଳ୍ପ ସଂକଳନ ମାଧ୍ୟମରେ ଆଦିଭୂମି ମାଲକାନଗିରି ମାଟି ର ଲୋକ ସଂସ୍କୃତି ଓ ପରଂପରା ର ଅସ୍ମିତାକୁ ସମଗ୍ର ଓଡିଶାରେ ପରିବ୍ୟାପ୍ତ କରିବାକୁ ଚେଷ୍ଟା ଜାରି ରଖିବାକୁ ଶ୍ରୀ ପୂଜାରୀ ମତବ୍ଯକ୍ତ କରିଛନ୍ତି । ଏଥି ନିମନ୍ତେ କୁଡୁମୁଲୁଗୁମ୍ମା ଓ ମାଲକାନଗିରି ଜିଲ୍ଲା ର ସାହିତ୍ୟିକ ମାନଙ୍କ ତରଫରୁ ଶ୍ରୀ ପୂଜାରୀ କୁଂ ପ୍ରଶଂସା କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

July 24, 2026
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

July 24, 2026
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version