• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଂଜାମ ଜିଲ୍ଲା ତରଫରୁ ମହାମହିମ ରାଷ୍ଟ୍ରପତି ଙ୍କୁ ଜିଲ୍ଲା ପାଳ ଙ୍କ ଜରିଆରେ ଏକ ସ୍ମାରକୀ ପତ୍ର

Proprietor Abhimanyu Maharana by Proprietor Abhimanyu Maharana
June 18, 2022
in ଓଡ଼ିଶା, ଗଜପତି, ଗଞ୍ଜାମ, ହୋମ୍
0
ଗଂଜାମ ଜିଲ୍ଲା ତରଫରୁ ମହାମହିମ ରାଷ୍ଟ୍ରପତି ଙ୍କୁ ଜିଲ୍ଲା ପାଳ ଙ୍କ ଜରିଆରେ ଏକ ସ୍ମାରକୀ ପତ୍ର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୧୭ ଜୁନ ଶୁକ୍ରବାର/ଗଂଜାମ ଜିଲ୍ଲା :- ଗୁରୁବାର ଦିନ ବଜରଙ୍ଗ ଦଳ, ଗଂଜାମ ଜିଲ୍ଲା ତରଫରୁ ମହାମହିମ ରାଷ୍ଟ୍ରପତି ଙ୍କୁ ଜିଲ୍ଲା ପାଳ ଙ୍କ ଜରିଆରେ ଏକ ସ୍ମାରକୀ ପତ୍ର ଦିଆଯାଇଥିଲା I ବଜରଙ୍ଗ ଦଳ ଓଡ଼ିଶା, ସୁରକ୍ଷା ପ୍ରମୁଖ ଇଂ ରାଜୀବ ନେତ୍ର ଖାଡ଼ଙ୍ଗା, ଗଂଜାମ ଜିଲ୍ଲା ସହ ସଂଯୋଜକ ଶ୍ରୀକାନ୍ତ ଭାଇ, ଗଂଜାମ ଜିଲ୍ଲା ସୁରକ୍ଷା ପ୍ରମୁଖ ବଳରାମ ଭାଇ, ଛତ୍ରପୁର ପ୍ରଖଣ୍ଡ ସଂଯୋଜକ ରାମକୃଷ୍ଣ ଭାଇ, ସହ ସଂଯୋଜକ ତୁଷାର ଭାଇ ଏବଂ 60ରୁ ଉର୍ଦ୍ଧ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ I

ବିଭିନ୍ନ ହିନ୍ଦୁ ବିରୋଧୀ ଦଙ୍ଗା, ହିନ୍ଦୁ ମାନଙ୍କୁ ହତ୍ୟା ଷଡଯନ୍ତ୍ର, ଲଭ ଜେହାଦ, ଲାଣ୍ଡ ଜେହାଦ, ଡ୍ରଗ ଜେହାଦ, ବୌଦ୍ଧିକ ଜେହାଦ ର କଳ୍ପନା କରି ହିନ୍ଦୁ ସମାଜର କ୍ଷତି କରାଇବା ଲାଗି କୁ ଚେଷ୍ଟା କରାଯାଉଛି I ନମାଜ ପରେ ହିନ୍ଦୁ ମାନଙ୍କ ଉପରେ ପଥର ଫୋପାଡିବା, ଭାରତୀୟ ସମ୍ବିଧାନ କୁ ଅମାନ୍ୟ କରିବା ଏପରି ବିଭିନ୍ନ ଘଟଣା ମାନ୍ୟବର ଗଂଜାମ ଜିଲ୍ଲାପାଳ ଙ୍କ ମାଧ୍ୟମରେ ମହାମହିମ ରାଷ୍ଟ୍ରପତି ଙ୍କୁ ଅବଗତ କରାଇ ଦୋଷୀ ମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ କରିବା ଲାଗି ସ୍ମାରକ ପତ୍ର ପ୍ରଦାନ କରାଗଲା I

କିଛି ବର୍ଷ ହେବ ଭାରତରେ ଇସଲାମିକ୍ ଜେହାଦୀ କଟ୍ଟରପନ୍ଥୀ ମାନଙ୍କ କାର୍ଯ୍ୟ କଳାପ ବୃଦ୍ଧି ପାଇବାକୁ ଲାଗିଛି । ଯୋଜନା ପୂର୍ବକ ହିନ୍ଦୁ ମାନଙ୍କୁ ଆକ୍ରମଣ କରାଯାଉଛି । ସମଗ୍ର ଦେଶରେ ବର୍ଷପ୍ରତିପଦା ଏବଂ ଭଗବାନ ଶ୍ରୀରାମ ନବମୀ ଶୋଭାଯାତ୍ରା ଉପରେ ପଥରବାଜି ସହ ଆକ୍ରମଣ କରାଗଲା । ଯେଉଁଥିପାଇଁ ଦେଶର ଅନେକ ସ୍ଥାନରେ କର୍ଫ୍ଯୁ ଲଗାଯିବା ସହ ଉତ୍ତେଜନା ଲାଗିରହିଛି । ହିନ୍ଦୁ ସମାଜର ଧୈର୍ଯ୍ଯ ଓ ସହନଶୀଳା କାରଣରୁ ପରିସ୍ଥିତି ଜଟିଳ ହୋଇନଥିଲା କିନ୍ତୁ ମାତ୍ରେ କେଇଦିନ ପରେ ହନୁମାନ ଜୟନ୍ତୀ ଅବସରରେ ହୋଇଥିବା ଶୋଭାଯାତ୍ରାରେ ମଧ୍ୟ ପଥରବାଜି ହୋଇଥିଲା ।

ହିନ୍ଦୁ ସମାଜ ନିଜ ଦେଶରେ ନିଜ ଧାର୍ମିକ ଶୋଭାଯାତ୍ରା ଆୟୋଜିତ କରିବା ସମ୍ଭବ ହେଉନାହିଁ । ହିଜାବ ବିବାଦ ସମୟରେ କର୍ଣ୍ଣାଟକରେ ବଜରଙ୍ଗ ଦଳର କାର୍ଯ୍ୟକର୍ତ୍ତା ହର୍ଷଙ୍କୁ ନିର୍ମମ ହତ୍ୟା କରାଯାଇଥିଲା । ସେ ସମୟରେ ମଧ୍ୟ ହିନ୍ଦୁ ମାନଙ୍କ ଉପରେ ଅନେକ ସ୍ଥାନରେ ଆକ୍ରମଣ କରାଯାଇଥିଲା । ଭାରତର ହିନ୍ଦୁ ସମାଜ ମହିମ ନିବେଦନ କରିଛନ୍ତିକି କି ଦାବି ଗୁଡିକ ଉପରେ ଶିଘ୍ର ନିର୍ଣ୍ଣୟ କରିବା ସହ ସରକାରଙ୍କୁ କୋଠର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଅନ୍ତୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version