• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମାହାଙ୍ଗାରେ ଜିଲ୍ଲା ଛାତ୍ର ବିଜେଡି ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
May 18, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ମାହାଙ୍ଗାରେ ଜିଲ୍ଲା ଛାତ୍ର ବିଜେଡି ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

କଟକ, ମାହାଙ୍ଗା ,ରିପୋର୍ଟ /ଲଷ୍ମୀଧର ଖୁଣ୍ଟିଆ (ଓଡିଶା ତାଜା ନ୍ୟୁଜ୍‌ )୧୮ ମଇ, ସୋମବାର :- ବର୍ତମାନ ସମଗ୍ର ଦେଶରେ କରୋନା ମହାମାରୀ କାୟା ବିସ୍ତାର କରି ଜନସାଧାରଣକୁ ମୃତ୍ୟୁ ମୁଖକୁ ଟାଣିନେଉଥିବା ବେଳେ ଅନ୍ୟ ରୋଗୀ ମାନେ ଟିକିଏ ରକ୍ତ ପାଇଁ ଜୀବନ ହରାଉଛନ୍ତି, ଦୀର୍ଘଦିନ ଧରି ଲକ ଡାଉନ ଜାରି ରହିଥିବାରୁ ରାଜ୍ୟ ରକ୍ତ ଭଣ୍ଡାରରେ ରକ୍ତର ଅଭାବ ଦେଖାଦେଇଛି, ଏହି ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡିଛନ୍ତି ମାହାଙ୍ଗା ବିଧାୟକ ତଥା ପଂଚାୟତ ରାଜ ମନ୍ତ୍ରୀ ପ୍ରତାପ ଜେନା, ଅଭାବୀ ରକ୍ତର ଚାହିଦା ପୁରଣ କରିବାପାଇଁ ଆଜି ମାହାଙ୍ଗା ଛାତ୍ର ବିଜେଡି ପକ୍ଷରୁ କଟକ ଜୋନ ଛାତ୍ର ବିଜେଡି ସମ୍ପାଦକ କ୍ରିଷ୍ଣକାନ୍ତ ଷଡ଼ଙ୍ଗୀ ଙ୍କ ନେତୃତ୍ୱରେ ମାହାଙ୍ଗା ବ୍ଲକ ସ୍ତରୀୟ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଜଳସମ୍ପଦ ଡ଼ାକବଙ୍ଗଳା ଗୌଡପଡା ଠାରେ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ବ୍ୟକ୍ତିଗତ ପ୍ରତିନଧି ଉମାଶଙ୍କର ବିଶ୍ୱାଳ ଯୋଗଦେଇ ଏହି ଜୀବନ ବିନ୍ଦୁ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ, ଅତିଥି ଭାବେ ନିଶ୍ଚନ୍ତ କୋଇଲି ବ୍ଲକ ବିଜେଡି ସଭାପତି ଅଶୋକ ଓଝା, ମାହାଙ୍ଗା ବ୍ଲକ ଅଧ୍ୟକ୍ଷ ଶରତ ନାୟକ, ଯୁବ ବିଜେଡି ସଭାପତି ଶରତ ମହାପାତ୍ର, ଜଲ୍ଲାପରିଷଦ ସଭ୍ୟ ହୃଷିକେଶ ସ୍ୱାଇଁ, ଦୀପକ ରଞ୍ଜନ ଦାସ, ରିଆଜୁଲ ହୋଦା, ପ୍ରଶାନ୍ତ ପେଟଟନାୟକ, କିଶୋର ରାଉତ, ପ୍ରତାପ ପଣ୍ଡା ପ୍ରମୁଖ ଯୋଗଦେଇଥିଲେ, ଏଥିରେ କଟକ ଜିଲ୍ଲା ରେଡ କ୍ରସ୍ ପକ୍ଷରୁ ଡାକ୍ତର, ଟେକନିସିଆନ ଓ ଅନ୍ୟ କର୍ମଚାରୀମାନେ ଯୋଗଦେଇ ରକ୍ତ ସଂଗ୍ରହ କରିଥିଲେ, ଏହି ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ 50 ରୁ ଉର୍ଦ୍ଧ ଇଉନିଟ ରକ୍ତସଂଗୃହୀତ ହୋଇଥିବାବେଳେ ଏଥିରେ ଛାତ୍ରନେତା ରାମସାରଥୀ ପଟ୍ଟନାୟକ, ବିନୋଦ ମହାନ୍ତି, ପବିତ୍ର ଓଝା ବିକ୍ରମ ନାୟକ, ତନ୍ମୟ ମହାନ୍ତି, ଦେବୀପ୍ରସାଦ ସାହୁ ଅଭିଷେକ ବେହୁରା ପ୍ରମୁଖ ରକ୍ତ ସଂଗ୍ରହ କାର୍ଯ୍ୟରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

May 4, 2026
୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

May 4, 2026
ଆଜି ତିନିରଥ ନାହାକା ତୁମ୍ବ ଅଖ ବିନ୍ଧରେ ପନ୍ଦାରି ଏବଂ ବଳା ପିନ୍ଧା ଅନୁକୂଳ ସମ୍ପନ୍ନ

ଆଜି ତିନିରଥ ନାହାକା ତୁମ୍ବ ଅଖ ବିନ୍ଧରେ ପନ୍ଦାରି ଏବଂ ବଳା ପିନ୍ଧା ଅନୁକୂଳ ସମ୍ପନ୍ନ

May 4, 2026
Hectic Preparations on for 8th Raja Mahotsava in Gurugram

ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

May 4, 2026
୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version