• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ : ଆନ୍ତର୍ଜାତିକ ଯୋଗଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
June 21, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ : ଆନ୍ତର୍ଜାତିକ ଯୋଗଦିବସ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୨୧ ଜୁନ ମଙ୍ଗଳବାର/ନୟାଗଡ଼ର :- ଯୁବରେଡ଼କ୍ରସ , ସମର ଶିକ୍ଷାର୍ଥୀ ବାହିନୀ ଓ ଜାତୀୟ ସେବା ଯୋଜନାର ମିଳିତ ସହଯୋଗରେ ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଆନ୍ତର୍ଜାତିକ ଯୋଗଦିବସ ପାଳିତ ହୋଇଯାଇଅଛି । ଦୁଇଶହରୁ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀ ଯୋଗାଭ୍ୟାସରେ ସାମିଲ ହୋଇଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧକ୍ଷ ଶ୍ରୀ ସୁରେଶ କୁମାର ପ୍ରଧାନ ଉଦ୍ଘାଟନ କରିଥିଲେ ।

ଶ୍ରୀ ବିଶ୍ୱନାଥ ମହାରଣା ଏବଂ ଶ୍ରୀ କେଶବ ଚନ୍ଦ୍ର ରାଉତରାୟ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ମହାବିଦ୍ୟାଳୟର ଖେଳ ଶିକ୍ଷକ ଶ୍ରୀ ସୂର୍ଯ୍ୟମଣି ପ୍ରଧାନ, ସଂସ୍କୃତି ସୁରକ୍ଷା ସମିତି, ନୟାଗଡ଼ର ଗୋପାଳ ଚନ୍ଦ୍ର ସ୍ୱାଇଁ, ସୁମନ୍ତ ଭାଇ, ଅନନ୍ତ ଭାଇ ଯୋଗ ପ୍ରଶିକ୍ଷଣ ପ୍ରଦାନ କରିଥିଲେ ।

ରେଡ଼କ୍ରସର ପରାମର୍ଶଦାତା ଶ୍ରୀ ସହଦେଵ ବେହେରା, ଶ୍ରୀମତୀ ଦୀପନିତା କର ଯୁବରେଡ଼କ୍ରସର ଜିଲ୍ଲା ସଂଯୋଜକ ଡ଼ ଆଦିତ୍ୟ କୁମାର ମିଶ୍ର ଜାତୀୟ ସମର ଶିକ୍ଷାର୍ଥୀ ଅଧିକାରୀ ଏଲ.ଟି ବିନ୍ଦୁଲତା ଷଣ୍ଢ , ଶ୍ରୀ କମଲ ବର୍ମା, ଶ୍ରୀ ଗୋଲକ ବିହାରୀ ନାୟକ,

ଜାତୀୟ ସେବା ଯୋଜନା ଅଧିକାରୀ ଶ୍ରୀ ଅଶୋକ କୁମାର ସାହୁ , ଶ୍ରୀମତୀ ସସ୍ମିତା ନାୟକ, ଶ୍ରୀ ରାଜକିଶୋର ପାତ୍ର ସହଯୋଗ କରିଥିଲେ । ପରିଶେଷରେ ଶ୍ରୀ ରାଉତରାୟ ସମସ୍ତଙ୍କୁ ପ୍ରତ୍ୟହ ଯୋଗାଭ୍ୟାସର ଶପଥ ପାଠ କରାଇ ଧନ୍ୟବାଦ ଅର୍ପଣ କରିଥିଲେ  ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version