• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଶ୍ୱାସର ଅମ୍ଲଜାନ : ବାପା ବୋଉ

Proprietor Abhimanyu Maharana by Proprietor Abhimanyu Maharana
June 21, 2022
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ବିଶ୍ୱାସର ଅମ୍ଲଜାନ : ବାପା ବୋଉ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୨୧ ଜୁନ ମଙ୍ଗଳବାର/ଭୁବନେଶ୍ୱର :-

ବୋଉ କୁଳୁକୁଳୁ ଗାଁ ନଈ ହେଲେ
ବାପା ଅଥଳ ସମୁଦ୍ର
ବୋଉ ଝରଝର ପାହାଡି ଝରଣା
ବାପା ପରା ସ୍ଥିର ହ୍ରଦ ।

ବୋଉ କୂଅମୂଳ ମଲ୍ଲି ବୁଦା, ବାପା
ଗାଁ ମୁଣ୍ଡ ବରଗଛ
ବୋଉ ତୁଠ ପାଖ ମହୁରାଳି, ବାପା
ଗଭୀର ଜଳର ମାଛ ।

ବୋଉ ଅଙ୍କାବଙ୍କା ଗ୍ରାମପଥ ଆଉ
ବାପା ଲମ୍ବା ଦିଗବଳୟ
ଗାଁ ପୋଖରୀର କଇଁ ବୋଉ, ବାପା
ପାରିଜାତର ବଳୟ ।

ବୋଉ ଓଳିଝରା ପାଣିଫୋଟକା ମୋ
ବାପାତ କାଗଜ ଡଙ୍ଗା
ବୋଉ ମମତାର ମହାନଦୀ ମୋର
ବାପା ତ ଜ୍ଞାନର ଗଙ୍ଗା ।

ଚାଳ ମଥାନର ପୋଇଡଙ୍କ ବୋଉ
ବାପା ତାଳଗଛ ଶାଖା
ବୋଉ ଅଗଣାର ସଜ ତୁଳସୀ ମୋ
ବାପା କଳ୍ପବଟ ଝଙ୍କା ।

ବୋଉ ମଗୁଶିର ମାଣ ଖଟୁଲି ମୋ
ବାପା ଦାଣ୍ଡଘର ଦିଅଁ
ବୋଉ ଆଶ୍ୱାସର ପାହାନ୍ତି ଓ ବାପା
ଭରସାର ସୂର୍ଯ୍ୟୋଦୟ ।

ବୋଉ ମାଟିକାନ୍ଥ ଝୋଟି ଚିତା, ବାପା
ମୁଗୁନି ପଥର ମୂର୍ତ୍ତି
ବୋଉ ଚଉରାର ସଞ୍ଜବତୀ, ବାପା
ମନ୍ଦିର ସନ୍ଧ୍ୟା ଆଳତି ।

ବୋଉ ବାରିପଟ ଢିଙ୍କିଶାଳ,ବାପା
ଦମ୍ଭିଲା ଦାଣ୍ଡ କବାଟ
ବୋଉଟି ସରଳ ସାହିତ୍ୟ ଓ ବାପା
ଗହନ ଗଣିତ ପାଠ ।

ବୋଉତ ଘରର ମଜବୁତ ନିଅଁ
ବାପା ସେ ଘରର ଛାତ
ବୋଉଟି ଅସରା ପଖାଳ ହାଣ୍ଡି ମୋ
ବାପା ଅବଢା ଅନ୍ନ ତ ।

ଅଶିଣ ଆକାଶ ରୂପା ଜହ୍ନ ବୋଉ
ବାପା ବଇଶାଖ ସୂର୍ଯ୍ୟ
ଠାକୁର ଘରର ଶଙ୍ଖଧ୍ୱନି ବୋଉ
ବାପା ବିଜୟର ତୂର୍ଯ୍ୟ ।

ବୋଉ ହସକୁରି ଗ୍ରାମଦେବତୀ ମୋ
ବାପା ଭାଗବତ ଗାଦି
ରୋଷେଇ ଘରର ମାଟି ଚୁଲି ବୋଉ
ବାପା ତ ଯଜ୍ଞର ବେଦି ।

କାକର ଗାଧୁଆ ଦୂବ ଘାସ ବୋଉ
ବାପା ତ ଧାନ କିଆରି
ବୋଉ ଘୁମୁ ଘୁମୁ ଲୋଟଣି ପାରା ମୋ
ବାପା ପଞ୍ଜୁରିର ଶାରି ।

ବୋଉ ଅନ୍ତରଙ୍ଗ ଗାଁ ଦାଣ୍ଡ ଧୂଳି
ବାପା ନିଦା ଶାଳଗ୍ରାମ
ବୋଉ ମନଟି ତ ଫୁଲର ପାଖୁଡା
ବାପା ନାରିକେଳ ସମ ।

ବୋଉ ସମ୍ପର୍କର ସାଲୁକନା, ବାପା
ବଡ ଦେଉଳର ନେତ
ବୋଉ ଅପାଶୋରା କୁଆଁର ପୁନେଇଁ
ବାପା ପରା ରଥଯାତ ।

ପରୀ ରାଇଜର କାହାଣୀ ତ ବୋଉ
ବାପା ସତ ସ୍ୱାଭିମାନ
ବୋଉ ତ ନିରୀହ ନିଃଶ୍ୱାସ, ମୋ ବାପା
ବିଶ୍ୱାସର ଅମ୍ଲଜାନ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version