• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୧୯ ମଇ, ମଙ୍ଗଳବାର : ଜାଣନ୍ତୁ ଆପଣଙ୍କର ରାଶିଫଳ

Proprietor Abhimanyu Maharana by Proprietor Abhimanyu Maharana
May 19, 2020
in Uncategorized, ଓଡ଼ିଶା, ଦେଶ, ରାଶିଫଳ, ହୋମ୍
0
୧୯ ମଇ, ମଙ୍ଗଳବାର : ଜାଣନ୍ତୁ ଆପଣଙ୍କର ରାଶିଫଳ
Share on FacebookShare on TwitterWhatsapp

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍‌ ) ୧୯ ମଇ,ମଙ୍ଗଳବାର,ଜାଣନ୍ତୁ ଆପଣଙ୍କର ରାଶିଫଳ :- ମେଷ :- ଆପଣଙ୍କ ଦିନ ମିଶ୍ର ଫଳଦାୟୀ ରହିବ। ପରିବାରଜନମାନଙ୍କ ସହିତ ବୈଠକର ଆପଣ ମହତ୍ଵପୂର୍ଣ୍ଣ ଚର୍ଚ୍ଚା-ବିଚାରଣା କରିବେ। ଘରର ସାଜ-ସଜ୍ଜାରେ ଆପଣଙ୍କୁ ପରିବର୍ତ୍ତନ କରିବାକୁ ଇଚ୍ଛା ହେବ। ଅଫିସ୍ କିମ୍ବା ବ୍ୟବସାୟ କ୍ଷେତ୍ରରେ ଅଧିକାରୀମାନଙ୍କ ସହିତ ମଧ୍ୟ ମହତ୍ଵପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ଚର୍ଚ୍ଚା ହେବ। ସରକାରୀ ଲାଭ ମିଳିବାର ସମ୍ଭାବନା ଅଛି। ଅଫିସ୍ ସମ୍ବନ୍ଧିତ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। କାର୍ଯ୍ୟଭାର ବଢ଼ିପାରେ। ସ୍ଵାସ୍ଥ୍ୟ ମାମଲାରେ ଶାରୀରିକ ଆଳସ୍ୟ ସହିତ ଅଳ୍ପ ଅସୁସ୍ଥତା ଅନୁଭବ ହେବ। ମାତାଙ୍କଠାରୁ ଲାଭ ହେବାର ସମ୍ଭାବନା ଅଛି।

ବୃଷ : ନୂଆ କାର୍ଯ୍ୟର ପ୍ରେରଣା ମିଳିବ ଏବଂ ଆପଣ ତାଙ୍କୁ ପ୍ରାରମ୍ଭ କରିପାରିବେ। କୌଣସି ଧାର୍ମିକ ସ୍ଥଳ ଯାତ୍ରାକରି ଆପଣଙ୍କ ମନ ଭକ୍ତିମୟ ହୋଇଯିବ। ଲମ୍ବା ଯାତ୍ରାର ଯୋଗ ଅଛି। ଦୂର ସ୍ଥିତ ସ୍ନେହୀଜନ କିମ୍ବା ମିତ୍ରମାନଙ୍କର ଶୁଭ ସମାଚାର ମିଳିବ। ବ୍ୟାପାରରେ ଆର୍ଥିକ ଲାଭ ହୋଇପାରେ। ସ୍ଵାସ୍ଥ୍ୟ ମଧ୍ୟମ ରହିବ।

ମିଥୁନ : ନିଷେଧାତ୍ମକ ବିଚାରରୁ ଦୂରରେ ରହିବାକୁ ଉପଦେଶ। ନୂଆ କାର୍ଯ୍ୟର ପ୍ରାରମ୍ଭ ତଥା ସ୍ୱାସ୍ଥ୍ୟ ଉପଚାର ପ୍ରାରମ୍ଭ କରିବା ହୀତକର ନୁହେଁ। କ୍ରୋଧର ଭାବନାକୁ ନିୟନ୍ତ୍ରଣରେ ରଖିବେ। ନହେଲେ ଅନିଷ୍ଟକର ପ୍ରସଙ୍ଗର ସମ୍ଭାବନା ଅଛି। ଖର୍ଚ୍ଚ ଅଧିକ ହେବ। ଧନର ସଙ୍କଟ ଅନୁଭବ ହେବ। ନିଷେଧାତ୍ମକ ବିଚାରରୁ ଦୂରରେ ରହିବେ। ଆଧ୍ୟାତ୍ମିକତା ଏବଂ ଈଶ୍ଵରଙ୍କର ପ୍ରାର୍ଥନାରେ ଆଶ୍ୱସ୍ଥି ମିଳିବ।

କର୍କଟ : ବୈଭବ ଜୀବନଶୈଳୀ ତଥା ମନୋରଞ୍ଜନ ପ୍ରବୃତ୍ତିଗୁଡ଼ିକରେ ଆଜି ଆପଣ ଆନନ୍ଦିତ ରହିବେ। ବ୍ୟବସାୟ କ୍ଷେତ୍ରରେ ଆପଣଙ୍କୁ ଲାଭ ହେବ। ସ୍ୱାସ୍ଥ୍ୟ ଭଲ ରହିବ। ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ଯାତ୍ରା କିମ୍ବା ପ୍ରବାସର ଆୟୋଜନ କରି ପାରିବେ।

ସିଂହ : ଆପଣଙ୍କ ଆଜିର ଦିନ ମଧ୍ୟମ ଫଳଦାୟୀ ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ବାଣୀରେ ନିୟନ୍ତ୍ରଣ ରଖିବେ। ଯାହାଫଳରେ ସଂଘର୍ଷ ଟାଳି ପାରିବେ। ଦୈନିକ କାର୍ଯ୍ୟରେ ବିଘ୍ନ ଆସିପାରେ। ସେଥିପାଇଁ କାର୍ଯ୍ୟ ସଂପନ୍ନ ହେବାରେ ସହାୟତା ମିଳିବ। ଅଧିକ ପରିଶ୍ରମ ପରେ ମଧ୍ୟ ପ୍ରାପ୍ତି କମ ହେବାରୁ ହତାଶା ଅନୁଭବ ହୋଇପାରେ। ମାତାଙ୍କର ଚିନ୍ତା ରହିବ।

କନ୍ୟା : ଆଜିର ଦିନ ଆପଣଙ୍କୁ କୌଣସି ଭାବରେ କଳହ ଏବଂ ଚର୍ଚ୍ଚାରୁ ଦୂରରେ ରହିବାକୁ ଉପଦେଶ। ଆକସ୍ମିକ ଖର୍ଚ୍ଚର ସମ୍ଭାବନା ଅଛି। ବିଦ୍ୟାର୍ଥିମାନଙ୍କପାଇଁ ପାଠପଢାରେ ବାଧା ଆସିବ। ପ୍ରିୟଜନମାନଙ୍କ ସହିତ ହେବାକୁଥିବା ସାକ୍ଷାତରେ ମନ ଆନନ୍ଦିତ ହେବ। ପେଟ ସମ୍ବନ୍ଧିତ ପୀଡା଼ ହୋଇପାରେ। ଶେୟାର-ସଟ୍ଟାରେ ନିବେଶ କରିବାରେ ସାବଧାନ ରହିବେ।

ତୁଳା : ଆପଣଙ୍କପାଇଁ ସମୟ ଶୁଭ ଅଟେ। ମନରେ ସମ୍ବେଦନଶୀଳତାର ମାତ୍ରା ଅଧିକ ରହିବ। ଶାରୀରିକ ଫୂର୍ତ୍ତିର ଅଭାବ ରହିବ। ମାନସିକ ବ୍ୟଗ୍ରତା ମଧ୍ୟ ରହିବ। ଧନ ଏବଂ କୀର୍ତ୍ତିର ହାନି ହେବ। ମାତାଙ୍କର ସ୍ଵାସ୍ଥ୍ୟର ଚିନ୍ତା ରହିବ। ନିକଟ ସମ୍ବନ୍ଧିମାନଙ୍କ ସହିତ ଝଗଡ଼ା କିମ୍ବା ବିବାଦର କାରଣରୁ ମନକୁ ଚୋଟ ପହଁଚିବାର ପ୍ରସଙ୍ଗ ବନିବ।

ବିଚ୍ଛା : ଆଜି ପୂରା ଦିନ ଆପଣ ପ୍ରସନ୍ନ ରହିବେ। କୌଣସି ନୂଆ କାର୍ଯ୍ୟର ପ୍ରାରମ୍ଭ କରି ପାରିବେ। ସାଥିମାନଙ୍କଠାରୁ ସୁଖ ଏବଂ ଆନନ୍ଦ ପ୍ରାପ୍ତି ହେବ। ମିତ୍ର ଏବଂ ସ୍ଵଜନମାନଙ୍କର ଭେଟ ହୋଇପାରେ। କୌଣସି କାମରେ ଆଜି ଆପଣଙ୍କୁ ସଫଳତା ମିଳିବ। ଆର୍ଥିକ ଲାଭ ଏବଂ ଭାଗ୍ୟବୃଦ୍ଧିର ଯୋଗ ଅଛି। ଭାଇ-ଭଉଣୀମାନଙ୍କଠାରୁ ଲାଭ ହେବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସମକ୍ଷ ବିଜୟ ମିଳିବ। ସ୍ନେହ ସମ୍ବନ୍ଧ ବନିବ। ଛୋଟ ଯାତ୍ରାର ସମ୍ଭାବନା ଅଛି।

ଧନୁ : ଆପଣଙ୍କର ଦିନ ମିଶ୍ର ଫଳଦାୟୀ ଅଟେ। ଅସାମଞ୍ଜସ୍ୟ କାରଣରୁ ନିର୍ଣ୍ଣୟ ନେବା କଠିନ ହେବ। ମନରେ ବ୍ୟଗ୍ରତା ରହିବ। ପରିବାରଜନମାନଙ୍କ ସହିତ ମନମାଳିନ୍ୟ ନ ହେଉ ଏହାର ଧ୍ୟାନ ରଖିବେ। କାର୍ଯ୍ୟରେ ଅପେକ୍ଷିତ ସଫଳତା ନ ମିଳିବାରୁ ନିରାଶା ହେବ। କାର୍ଯ୍ୟଭାର ମଧ୍ୟ ବଢିପାରେ। ନିରର୍ଥକ ଅର୍ଥ ଖର୍ଚ୍ଚ ହେବ।

ମକର : ଜଗନ୍ନାଥଙ୍କର ଆଶୀର୍ବାଦରେ ଆଜି ଆପଣଙ୍କର ପ୍ରତ୍ୟେକ କାର୍ଯ୍ୟ ସରଳତାରେ ପୂର୍ଣ୍ଣ ହେବ। କାର୍ଯ୍ୟାଳୟରେ ତଥା ବ୍ୟବସାୟ ସ୍ଥଳରେ ଆପଣଙ୍କ ପ୍ରତିଷ୍ଠାରେ ବୃଦ୍ଧି ହେବ। ପଦୋନ୍ନତିର ଯୋଗ ଅଛି। ଗୃହସ୍ଥଜୀବନରେ ଆନନ୍ଦର ବାତାବରଣ ରହିବ। ଶାରୀରିକ ହାନିର ଯୋଗ ହେବାରୁ ସମ୍ଭାଳିକରି ରୁହନ୍ତୁ। ମିତ୍ର ତଥା ସ୍ନେହୀଜନମାନଙ୍କ ସାଥିରେ ଭେଟ ହେବ। ମାନସିକ ରୂପରେ ଶାନ୍ତି ରହିବେ।

କୁମ୍ଭ : ସ୍ଵାସ୍ଥ୍ୟ ପ୍ରତି ସତର୍କ ରହିବାକୁ ଉପଦେଶ। ମାନସିକ ସୁସ୍ଥତା କମ ରହିବ। କୋର୍ଟ-କଚେରୀର ମାମଲାରେ ପଡ଼ନ୍ତୁନାହିଁ। ଅନୁଚିତ ସ୍ଥାନରେ ପୁଞ୍ଜି ନିବେଶ ନ ହେଉ ଏହାର ଧ୍ୟାନ ରଖିବେ। ପରିବାରର ସଦସ୍ୟ ବିରୋଧୀ ବ୍ୟବହାର କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଧନ ଖର୍ଚ୍ଚର ଯୋଗ ଅଛି।

ମୀନ : ଆଜି ଆପଣ ପାରିବାରିକ ତଥା ସାମାଜିକ କଥାଗୁଡ଼ିକରେ ବିଶେଷ ଲିପ୍ତ ରହିବେ। ମିତ୍ରମାନଙ୍କସହ ଭେଟ ହେବ ଏବଂ ତାଙ୍କ ଖର୍ଚ୍ଚ କରିବାକୁ ପଡ଼ିବ। ରମଣୀୟ ସ୍ଥାନକୁ ଯାତ୍ରା କରିବାର ସମ୍ଭାବନା ଅଛି। ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ଲାଭ ହେବ। ଜୀବନସାଥୀ ଇଚ୍ଛୁକଙ୍କୁ ଭଲ ଜୀବନସାଥୀ ମିଳିବାର ଯୋଗଅଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

May 4, 2026
୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

May 4, 2026
ଆଜି ତିନିରଥ ନାହାକା ତୁମ୍ବ ଅଖ ବିନ୍ଧରେ ପନ୍ଦାରି ଏବଂ ବଳା ପିନ୍ଧା ଅନୁକୂଳ ସମ୍ପନ୍ନ

ଆଜି ତିନିରଥ ନାହାକା ତୁମ୍ବ ଅଖ ବିନ୍ଧରେ ପନ୍ଦାରି ଏବଂ ବଳା ପିନ୍ଧା ଅନୁକୂଳ ସମ୍ପନ୍ନ

May 4, 2026
Hectic Preparations on for 8th Raja Mahotsava in Gurugram

ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

ବାଲିପାଟଣାର ଛାତ୍ର ଅଂଶୁମାନ ୫୭୩ ରଖି ଖୋର୍ଦ୍ଧା ଜିଲ୍ଲାର ଟପର୍

May 4, 2026
୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

୫୮ ତମ ବାର୍ଷିକ ଉତ୍ସବ ଓ ପୂର୍ଣାନନ୍ଦ ଭକ୍ତ ସମ୍ମିଳନୀ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version