• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିମ୍ନମାନର ନିର୍ମାଣ କାର୍ଯ୍ୟ ଯୋଗୁଁ ଉଦଘାଟନର ସାତମାସ ନହେଉଣୁ ଅବ୍ୟବସ୍ଥା ଘେରରେ ଛେଳିଗଡ଼ 5T ସ୍ମାର୍ଟ ବିଦ୍ୟାଳୟ(ସ୍ମାର୍ଟ ବିଦ୍ୟାଳୟର ନଗ୍ନ ଚିତ୍ର)

Proprietor Abhimanyu Maharana by Proprietor Abhimanyu Maharana
June 25, 2022
in ଓଡ଼ିଶା, ଗଜପତି, ହୋମ୍
0
ନିମ୍ନମାନର ନିର୍ମାଣ କାର୍ଯ୍ୟ ଯୋଗୁଁ ଉଦଘାଟନର ସାତମାସ ନହେଉଣୁ ଅବ୍ୟବସ୍ଥା ଘେରରେ ଛେଳିଗଡ଼ 5T ସ୍ମାର୍ଟ ବିଦ୍ୟାଳୟ(ସ୍ମାର୍ଟ ବିଦ୍ୟାଳୟର ନଗ୍ନ ଚିତ୍ର)
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୨୪ ଜୁନ ଶୁକ୍ରବାର/ପାରଳାଖେମୁଣ୍ଡି :- (୫ଟି)ବିଦ୍ୟାଳୟ ନାମରେ ରାଜ୍ୟ ସରକାର ବିଦ୍ୟାଳୟ ଗୁଡିକୁ ରୂପାନ୍ତରିତ କରି ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଉଦ୍ଦେଶ୍ୟରେ ଖର୍ଚ୍ଚ କରୁଛନ୍ତି କୋଟି କୋଟି ଟଙ୍କା । କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ଦୁର୍ନୀତି ମନୋବୃତ୍ତି ଯୋଗୁଁ ଉଦଘାଟନର ସାତମାସ ନହେଉଣୁ ଅବ୍ୟବସ୍ଥା ମଧ୍ୟରେ ବିଦ୍ୟାଳୟ ଚାଲୁଥିବା ବେଳେ ଛାତ୍ର ଛାତ୍ରୀଙ୍କ ଭବିଷ୍ୟତ ଅନ୍ଧାର ଆଡକୁ ଠେଲି ହୋଇଯାଉଛି।ଗଜପତି ଜିଲ୍ଲା ରା. ଉଦୟଗିରି ବ୍ଲକ ଛେଳିଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟର ଦୃଶ୍ୟ ଦେଖିଲେ ସ୍ପଟ ବାରିହୁଏ ସ୍ମାର୍ଟ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ।ଏଠାରେ ପ୍ରଥମ ଶ୍ରେଣୀ ଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୪୬୦ରୁ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀ ଶିକ୍ଷା ଗ୍ରହଣ କରୁଥିବା ବେଳେ ୧୫ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ ଶିକ୍ଷା ଦାନ କରୁଛନ୍ତି । ଛାତ୍ରଛାତ୍ରୀ ମାନେ ଭଲ ପାଠ ପଢିବେ ଆଉ ସ୍ମାର୍ଟ ହେବେ। ସେନେଇ ରାଜ୍ୟ ସରକାର ବିଦ୍ୟାଳୟକୁ ୫-ଟି ଯୋଜନା ମାଧ୍ୟମରେ ରୂପାନ୍ତରିତ କରି ଲାଇବ୍ରେରୀ, ସ୍ମାର୍ଟ କ୍ଲାସ୍ ରୁମ୍ ,ଆଦର୍ଶ ଶୌଚାଳୟ, ପାନୀୟ ଜଳ, ବିଦ୍ୟୁତ୍ ସେବା ଯୋଗାଇବା ସହ ସୁନ୍ଦର ବଗିଚା ପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ସୁବ୍ୟବସ୍ଥା କରୁଛନ୍ତି ।

ହେଲେ ଫଳ ହେଉଛି ଓଲଟା । ୨୦୨୧ ନଭେମ୍ବର ୨୯ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆଭାସି ମାଧ୍ୟମରେ ଏହି ବିଦ୍ୟାଳୟକୁ ଉଦ୍ଘାଟନ କରି ଖୁସି ବ୍ୟକ୍ତ ମଧ୍ୟ କରିଥିଲେ ।ହେଲେ ଉଦ୍ଘାଟନର ୭ ମାସ ନହେଉଣୁ ବିଦ୍ୟାଳୟଟି ଏବେ ଅବ୍ୟବସ୍ଥା ମଧ୍ୟରେ ଚାଲିଛି ।ନା ଆସୁଛି ଶୌଚାଳୟକୁ ପାଣି ନା ଆସୁଛି ବିଶୁଦ୍ଧ ପାନୀୟ ଜଳ ।ବର୍ଷା ହେଲେ ଶ୍ରେଣୀ ଗୃହରେ ପଶୁଛି ବର୍ଷା ଜଳ ।ଏବେ ମଧ୍ୟ ଅନେକ ପୁରୁଣା ଶୌଚାଳୟ ଓ ପାନୀୟ ଜଳ ବ୍ୟବସ୍ଥା ମରାମତି କରାଯାଉନଥିବା ଯୋଗୁଁ ସେଠାରେ ଗଛ ଉଠିଗଲାଣି ।ବିଦ୍ୟାଳୟ ପରିସରରେ କୂଅ ଥିଲେ ମଧ୍ୟ ମରାମତି ଅଭାବରୁ ଭୁସୁଡିଗଲାଣି ।ବିଦ୍ୟାଳୟର ଏଭଳି ଅବ୍ୟବସ୍ଥା ଦେଖି ଛାତ୍ର ଛାତ୍ରୀ ମାନେ ଅବ୍ୟବସ୍ଥା ପ୍ରତି ରାଜ୍ୟ ସରକାର ଦୃଷ୍ଟି ଦେବା ପାଇଁ ଅନୁରୋଧ କରିଛନ୍ତି।

ବିଭାଗୀୟ ସହକାରୀ ଯନ୍ତ୍ରୀ ସାନୁଜ କୁମାରଙ୍କ ସୂଚନା ପ୍ରକାରେ ଏହି ବିଦ୍ୟାଳୟକୁ ୫ଟି ମାଧ୍ୟମରେ ୭୮ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଖର୍ଚ୍ଚ କରାଯାଇଛି । ବିଦ୍ୟାଳୟ କାନ୍ଥ ଗୁଡିକୁ ଅନଭିଜ୍ଞ ମିସ୍ତ୍ରୀ ଦ୍ଵାରା ମରାମତି କରାଯାଇଥିବା ବେଳେ ବିଦ୍ୟାଳୟର ଅନେକ ସ୍ଥାନରେ କାନ୍ଥ ଫାଟି ଆଁ କଲାଣି । ଏତେ ପରିମାଣର ଟଙ୍କା ଖର୍ଚ୍ଚ କରାଯାଇଛି କିନ୍ତୁ ଛାତ, କାନ୍ଥ ଫାଟି ଗଲାଣି। ବିଦ୍ୟାଳୟର ବହୁ କୋଠା ପୁରୁଣା ତାହାକୁ କେବଳ ରଙ୍ଗ ଦିଆଯାଇଛି ।ଯାହାଫଳରେ ଚଳିତ ମାସ ୮ ତାରିଖରେ କାଳବୈଶାଖୀ ଝଡ଼ବତାସ ଯୋଗୁଁ ରଙ୍ଗ ଦିଆଯାଇଥିବା ଟିଣ ଛପର ମଧ୍ୟ ଉଡିଯାଇଛି ।ତଥାପି ତାହାକୁ ସଜାଡିବା ପାଇଁ ଯେମିତି କାହାର ଦୃଷ୍ଟି ପଡୁନି । ବିଦ୍ୟାଳୟର ସୌନ୍ଧର୍ଯୀକରଣ ପାଇଁ ୭୮ ଲକ୍ଷ ଟଙ୍କା କାହା ସ୍ୱାର୍ଥରେ କରାଯାଇଛି ନା ବିଦ୍ୟାଳୟ ରୂପାନ୍ତରିତ ନାମରେ ସରକାରୀ ଅର୍ଥକୁ ହଡପ କରାଯାଇଛି ତାହା ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।ତେବେ ବିଦ୍ୟାଳୟର ଏଭଳି ଅବ୍ଯବସ୍ଥା ସଂପର୍କରେ ଉଚ୍ଚ ପଦସ୍ଥ ଅଧିକାରୀଙ୍କୁ ଅବଗତ କରାଯାଇଛି ବୋଲି କହିଛନ୍ତିପ୍ରଧାନଶିକ୍ଷକକେ.ଭେଙ୍କଟରାମଣା।ବିଦ୍ୟାଳୟର ଏଭଳି ଅବସ୍ଥା ପାଇଁ ଯେଉଁ ମାନେ ସଂପୃକ୍ତ ତାହାର ଉଚ୍ଚ ସ୍ତରୀୟ ତଦନ୍ତ ହେବା ଆବଶ୍ୟକ ବୋଲି କହିଛନ୍ତି ବିଦ୍ୟାଳୟ କମିଟି ସଭାପତି ସୌଦାମିନି ଯେନା , ସମାଜସେବୀ ଅଜିତ ସାହୁ ଓ ଗ୍ରାମବାସୀ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 11, 2026
Russia’s Newfound Love in the Pink City & India’s Echo in the Northern Lights

ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ସହଭାଗୀ କାହାଣୀ କଥନ ଜରିଆରେ ଏକ ମଜଭୁତ ନୂଆ ଅଧ୍ୟାୟକୁ ପ୍ରବେଶ କଲା

May 11, 2026
Russia’s Newfound Love in the Pink City & India’s Echo in the Northern Lights

Russia’s Newfound Love in the Pink City & India’s Echo in the Northern Lights

May 11, 2026
ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 11, 2026
Russia’s Newfound Love in the Pink City & India’s Echo in the Northern Lights

ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ସହଭାଗୀ କାହାଣୀ କଥନ ଜରିଆରେ ଏକ ମଜଭୁତ ନୂଆ ଅଧ୍ୟାୟକୁ ପ୍ରବେଶ କଲା

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version