ଏବଂ ଲୋକଙ୍କ ସହ ଯୋଡିତ ରହି ଲୋକଙ୍କ ପାଇଁ କାମ କରିବା ଲାଗି ଉପଦେଶ ଦେଇଥିଲେ। ଆଜିର ଏହି ସମୀକ୍ଷା ବୈଠକରେ ଅନ୍ୟ ସମ୍ମାନୀୟ ଅତିଥି ଭାବେ ମାନ୍ୟବର ସାଂସଦ ନବରଙ୍ଗପୁର ଶ୍ରୀ ରମେଶ ଚନ୍ଦ୍ର ମାଝୀ, ମାନ୍ୟବର ବିଧାୟକ କଟକ ସଦର ଶ୍ରୀ ଚନ୍ଦ୍ର ସାରଥୀ ବେହେରା, ପୂର୍ବତନ ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ ଶ୍ରୀ ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ, ବିଜୁ ଜନତା ଦଳ ରାଜ୍ୟ ବରିଷ୍ଟ ସାଧାରଣ ସମ୍ପାଦକ ତଥା ପୂର୍ବତନ ସାଂସଦ ଶ୍ରୀ ପ୍ରଦୀପ ମାଝୀ, ବିଜୁ ଜନତା ଦଳ ରାଜ୍ୟ ଯୁଗ୍ମ ସମ୍ପାଦକ, ପ୍ରକାଶ କୁମାର ଡାଙ୍ଗ ଏବଂ ଅନ୍ୟ ମଞ୍ଚଆସିନ ଅତିଥି ମାନଙ୍କ ମଧ୍ୟରେ ଜିଲ୍ଲା ବିଜୁ ଜନତା ଦଳର ସଭାପତି ତଥା ମାନ୍ୟବର ବିଧାୟକ ଚିତ୍ରକୋଣ୍ଡା ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ବାକା,
ଯୁବ ନେତା ପ୍ରକାଶ ମହାନ୍ତି, କାର୍ଯ୍ୟକାରୀ ସଭାପତି ଦୁର୍ଗା ପ୍ରାସଦ ତ୍ରିପାଠୀ, ପୂର୍ବତନ ବିଧାୟକ ମାନସ ମାଡକାମି, ପୂର୍ବତନ ବିଧାୟକ ମୁକୁନ୍ଦ ସୋଡି, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁ, ଉପ ଅଧ୍ୟକ୍ଷ ପତିତପାବନ ବୈଦ୍ୟ, ଉପସ୍ଥିତ ରହିଥିବା ବେଳେ। ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ, ମାଲକାନଗିରି ପୌରାଧକ୍ଷ ମୋନାଜ କୁମାର ବାରିକ, ବିଜୁ ଜନତା ଦଳର ବରିଷ୍ଟ ଉପଦେଷ୍ଟା ରାଜେନ୍ଦ୍ର ପଣ୍ଡା, ସାଧାରଣ ସମ୍ପାଦକ, ପ୍ରଭାକର ପ୍ରଧାନ, ସାଧାରଣ ସମ୍ପାଦକ, ଗୋପାଳ କୃଷ୍ଣ ପଣ୍ଡା, ଜିଲ୍ଲା ସାଙ୍ଗଠନିକ ସମ୍ପାଦକ, ନୃସିଂହ ଚରଣ ମହାନ୍ତି, ଜିଲ୍ଲା ବିଜୁ ଜନତା ଦଳ ଉପ ସଭାପତି ହୃଦାନନ୍ଦ ସାହୁ, ଜିଲ୍ଲା ଯୁବ ଜନତା ଦଳ ସଭାପତି ଆଡମା ରାବା, ଜିଲ୍ଲା ଛାତ୍ର ଜନତା ଦଳ ସଭାପତି ତାପସ ରଞ୍ଜନ ନାୟକ, ଜିଲ୍ଲା ମହିଳା ଜନତା ଦଳ ସଭାନେତ୍ରୀ ଶ୍ରୀମତୀ ସୁକାନ୍ତି ବୁରୁଦା, ମହେଶ ବାକା, ଓ ସମସ୍ତ ବ୍ଳକ ଅଧ୍ୟକ୍ଷ ଓ ଅଧ୍ୟକ୍ଷା,ଜିଲ୍ଲା ପରିଷଦ ସଭ୍ୟ ଓ ସଭ୍ୟା, ସରପଞ୍ଚ, ନବନିର୍ବାଚିତ ଲୋକପ୍ରତନିଧି, ଯୁବ, ଛାତ୍ର,ମହିଳା, ପ୍ରମୁଖ ଯୋଗ ଦେଇଥିଲେ ।
© 2023 Odisha Taza News.