• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବେଆଇନ ଗୁଟଖା ଓ ପାନମସଲା ଫେକ୍ଟ୍ରି ଉପରେ ଚଢାଉ ୨୦ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗୁଟଖା, ପାନମସଲା ସମେତ ଅନ୍ୟାନ ଉପକରଣ ଜବତ, ୫ ଗିରଫ – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
May 19, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
0
ବେଆଇନ ଗୁଟଖା ଓ ପାନମସଲା ଫେକ୍ଟ୍ରି ଉପରେ ଚଢାଉ ୨୦ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗୁଟଖା, ପାନମସଲା ସମେତ ଅନ୍ୟାନ ଉପକରଣ ଜବତ, ୫ ଗିରଫ – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

ହିଞ୍ଜିଳିକାଟୁ,ରିପୋର୍ଟ / ଶେଷଦେବ ସାହୁ (ଓଡିଶା ତାଜା ନ୍ୟୁଜ୍‌ )୧୯ ମଇ,ମଙ୍ଗଳବାର, :- ଦୀର୍ଘ ଦିନ ଧରି ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ପଳାସି ଗ୍ରାମରେ ଚାଲିଥିଲା ଏକ ବେଆଇନ ଗୁଟଖା ଓ ପାନମସଲା କାରଖାନା । ରବିବାର ବିଳମ୍ବିତ ରାତିରେ ଆସିକା ଏସଡ଼ିପିଓ ସୂର୍ଯ୍ୟମଣି ପ୍ରଧାନ ଓ ହିଞ୍ଜିଳି ପୁଲିସର ଏକ ସ୍ୱତନ୍ତ୍ର ଟିମ୍ ସଂପୃକ୍ତ କାରଖାନା ଉପରେ ଅର୍ତକିତ ଚଢାଉ କରି ୨୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗୁଟଖା, ପାନମସଲା, ପ୍ୟାକିଂ ଜରି, ଲେବଲ୍‌, ପାନମସଲା ଓ ଗୁଟଖା ସକାଶେ ଆବଶ୍ୟକୀୟ କଂଚାମାଲ, ଗୁଟଖା ଓ ପାନମସଲା ତିଆରି ୬ଟି ମେସିନ ସମେତ ଏକଟାଟା ଏସି (ଓଡ଼ି୦୭ବି ୫୪୦୮)ଗାଡ଼ିକୁ ଜବତ କରାଯାଇଛି । ବେଆଇନ ଭାବେ ଚାଲିଥିବା ଗୁଟଖା ଓ ପାନମସଲା କାରଖାନା ଚଢାଉ ସମୟରେ ସଂପୃକ୍ତ କାରଖାନାର ମାଲିକଙ୍କ ସମେତ ୪ ଶ୍ରମିକଙ୍କୁ ପୁଲିସ ଗିରଫ କରିଛି ।

ଗିରଫ ମାନେ ହେଲେ ମାଲିକ ହିଞ୍ଜିଳି ଥାନା ସିକୁଳିପଲ୍ଲୀ ଗ୍ରାମର ପୁର୍ଣ୍ଣଚନ୍ଦ୍ର ସାହୁ, କାର୍ଯ୍ୟରତ ଶ୍ରମିକ ସ୍ଥାନୀୟ ଥାନା ଦୁର୍ବନ୍ଧ ଗ୍ରାମର ଅନନ୍ତ ସାହୁ, ବିହାର ଅଂଚଳର ମୋହିତ, ଜଗଦିଶ ଓ ଆଦ୍ୱେଶ । ଏ ନେଇ ହିଞ୍ଜିଳି ଥାନାରେ ନଂ-୧୬୧/୨୦ରେ ଏକ ମାମଲା ରୁଜୁ କରି ଗିରଫ ୫ ଜଣଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି । ପ୍ରକାଶ ଯେ, ସାରା ବିଶ୍ୱରେ ମହାମାରୀ କରୋନା ଭୁତାଣୁ ସଂକ୍ରମଣ କାୟା ବିସ୍ତାର କରିବାରେ ଲାଗିଛି । ଏହାକୁ ଆଖି ଆଗରେ ରଖି ସରକାର ଆସନ୍ତା ମେ ୩୧ ତାରିଖ ପର୍ଯ୍ୟନ୍ତ ଦେଶରେ ଲକଡ଼ାଉନ ଘୋଷଣା କରିଥିଲେ ।

ତୃତୀୟ ପର୍ଯ୍ୟାୟ ଲକଡ଼ାଉନ ମେ୧୭ ତାରିଖ ପର୍ଯ୍ୟନ୍ତ ବଳବତର ରହିଥିବା ବେଳେ ଉକ୍ତ ସମୟରେ ଚାହା, ପାନ, ମଦ ଦୋକାନ ବନ୍ଧ କରାଯିବା ଲାଗି କଟକଣା ଜାରୀ କରାଯାଇଥିଲା । କିଛି ପ୍ରଭାବଶାଳୀ ବ୍ୟକ୍ତି ବେଆଇନ ଭାବେ ବିଭିନ୍ନ ନାମିଦାମୀ କମ୍ପାନୀର ଗୁଟଖା ଓ ପାନମସଲା ତିଆରି କରି ଚଢା ଦରରେ ବିକ୍ରି କରି ରାତାରାତି ମାଲାମାଲ ହେଉଥିଲେ । ଏପରିକି ୫ ଟଙ୍କାର ଗୁଟଖା ୧୫ ଟଙ୍କାରେ ଓ ବିଭିନ୍ନ କମ୍ପାନୀା ପାନମସଲା ପ୍ରାୟ ୩ଗୁଣା ଅଧିକ ଦରରେ ବିକ୍ରି କରାଯାଉଥିବାର ଦେଖିବାକୁ ମିଳିଥିଲା । ଘଟଣଶ ନେଇ ୱେବ ମିଡ଼ିଆ ‘ଓଡ଼ିଶା ତାଜା ନ୍ୟୁଜ୍‌’ରେ ଖବର ପ୍ରକାଶ ପାଇଥିଲା । ଖବର ପ୍ରକାଶନ ପରେ ପୁଲିସ ପ୍ରଶାସନର ଆଖିରୁ ନିଦ ହଜିଯାଇଥିଲା । ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ପଳାସି ଗ୍ରାମରେ ବେଆଇନ ଗୁଟଖା ଓ ପାନମସଲା କାରଖାନା ଚାଲିଥିଲା ନେଇ ପୁଲିସ କୌଣସି ସୁତ୍ରରୁ ଖବର ପାଇ ରବିବାର ବିଳମ୍ବିତ ରାତିରେ ଆସିକା ଏସଡ଼ିପିଓ ପ୍ରଧାନ, ହିଞ୍ଜିଳି ଆଇଆଇସି ଦାସ, ଏସଆଇ ବାସୁଦେବ ଭୋଇଙ୍କ ସମେତ ହିଞ୍ଜିଳି ପୋଲିସର ଏକ ସ୍ୱତନ୍ତ୍ ଟିମ୍ ସଂପୃକ୍ତ କାରଖାନା ଉପରେ ଅର୍ତକିତ ଚଢାଉ କରିଥିଲେ ।

ରବିବାର ବିଳମ୍ବିତ ରାତିରେ ବେଆଇନ ଭାବେ ଚାଲିଥିବା ଗୁଟଖା ଓ ପାନମସଲା କାରଖାନା ଉପରେ ଚଢାଉ ପରେ ସ୍ଥାନୀୟ ପୌରାଂଚଳ ସମେତ ନିକଟବର୍ତି ଅଂଚଳର ବହୁ ହୋଲସେଲ୍ ପାନମସଲା ଦୋକାନୀ ମାଲିକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଥିଲା । କିଛି ହୋଲସେଲ ବ୍ୟବସାୟୀ ତରବରିଆ ଭାବେ ନିଜ ଦୋକାନରେ ମହଜୁଦ ରଖିଥିବା ବହୁ ଗୁଟଖା ଓ ପାନମସଲାକୁ ରାତାରାତି ଅନ୍ୟ ଏକ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରୁଥିବାର ଜଣାପଡ଼ିଛି । ପ୍ରକାଶ ଥାଉକି, ଗତ ୧୨ ଜୁଲାଇ ୨୦୧୭ରେ ତତ୍କାଳୀନ ହିଞ୍ଜିଳି ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରଶାନ୍ତ ସାହୁ ସ୍ଥାନୀୟ ଥାନା ଦୟାପଲ୍ଲୀ ଗ୍ରାମରେ ଚାଲିଥିବା ଏକ ବେଆଇନ ଗୁଟଖା ଓ ପାନମସଲା କାରଖାନା ଉପରେ ଚଢାଉ କରି ୩୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗୁଟଖା, ପାନମସଲା, ପ୍ୟାକିଂ ଜରି, ଲେବଲ୍‌, ପାନମସଲା ଓ ଗୁଟଖା ସକାଶେ ଆବଶ୍ୟକୀୟ କଂଚାମାଲ, ଗୁଟଖା ଓ ପାନମସଲା ତିଆରି ମେସିନ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ ।

ଜବତ ଗୁଟଖା, ପାନମସଲା ଓ ଅନ୍ୟାନ ସାମଗ୍ରୀର ମୂଲ୍ୟ ପ୍ରାୟ ଅଢେଇ କୋଟି ଟଙ୍କା ହେବ ବୋଲି ଜଣାପଡ଼ିଛି । ଅନ୍ୟପକ୍ଷରେ ହିଞ୍ଜିଳି ଥାନାର ବିଭିନ୍ନ ଅଂଚଳରେ ବେଆଇନ ଭାବେ ଗୁଟଖା ଓ ପାନମସଲା କାରଖାନା ଚାଲୁଥିବା ସ୍ପଷ୍ଟ ବାରି ହୋଇପଡ଼ୁଛି । ପୁଲିସ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଦୃଷ୍ଟି ପ୍ରଦାନ କରି ସ୍ଥାନୀୟ ଥାନା ଅଂଚଳର ବିଭିନ୍ନ ସ୍ଥାନରେ ଚଢାଉ କଲେ ଆଗାମୀ ଦିନରେ ବହୁ ବେଆଇନ ଗୁଟଖା ଓ ପାନମସଲା କାରଖାନାର ଫର୍ଦ୍ଧାଫାସ ହେବ ବୋଲି ଅଂଚଳର ବୁଦ୍ଧିଜୀବି ମହଲରେ ମତପ୍ରକାଶ ପାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version