• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତ ସରକାରଙ୍କ ହାଉସିଂ ଏଣ୍ଡ ଅର୍ବାନ ଏଫେୟାର୍ସ ମନ୍ତ୍ରାଳୟ ଯୁଗ୍ମସଚିବ ଶ୍ରୀମତୀ ରୁପା ମିଶ୍ରଙ୍କ ଦୁଇ ଦିନିଆ ଗଜପତି ଜିଲ୍ଲା ଗସ୍ତ ବିଭିନ୍ନ ଉନ୍ନୟନ ମୂଳକକାର୍ଯ୍ୟର ସମୀକ୍ଷା

Proprietor Abhimanyu Maharana by Proprietor Abhimanyu Maharana
June 28, 2022
in ଓଡ଼ିଶା, ଗଜପତି, ଗଞ୍ଜାମ, ହୋମ୍
0
ଭାରତ ସରକାରଙ୍କ ହାଉସିଂ ଏଣ୍ଡ ଅର୍ବାନ ଏଫେୟାର୍ସ ମନ୍ତ୍ରାଳୟ ଯୁଗ୍ମସଚିବ ଶ୍ରୀମତୀ ରୁପା ମିଶ୍ରଙ୍କ ଦୁଇ ଦିନିଆ ଗଜପତି ଜିଲ୍ଲା ଗସ୍ତ ବିଭିନ୍ନ ଉନ୍ନୟନ ମୂଳକକାର୍ଯ୍ୟର ସମୀକ୍ଷା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୨୮ ଜୁନ ମଙ୍ଗଳବାର/ପାରଳାଖମୁଣ୍ଡି :- ଭାରତ ସରକାରଙ୍କ ହାଉସିଂ ଏଣ୍ଡ ଅର୍ବାନ ଏଫେୟାର୍ସ ମନ୍ତ୍ରାଳୟ ଯୁଗ୍ମ ସଚିବ ଶ୍ରୀମତୀ ରୁପା ମିଶ୍ର ଦୁଇ ଦିନିଆ ଗଜପତି ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟକ୍ରମ ପରିଦର୍ଶନ କରି ପାରଳାଖେମୁଣ୍ଡି ଠାରେଏକ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ ।ମୁଖ୍ୟତଃ ଆକାଂକ୍ଷା ଜିଲ୍ଲା ଗଜପତିରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀତା ହେଉଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପ କିଭଳି କାର୍ଯ୍ୟକାରୀ ହେଉଛି ଓ ତାର ଅଗ୍ରଗତିର ପରିଦର୍ଶନ ଓ ସମୀକ୍ଷା କରିଥିଲେ ।

ବିଶେଷ କରି ବର୍ଷା ଜଳ ସଂରକ୍ଷଣର ଜଳସମ୍ପଦ ପରିଚାଳନା ଉପରେ ଜିଲ୍ଲାର ଜଳସେଚନ , ଜଳ ବିଭାଜିକା ଓ ଜଳ ଯୋଗାଣ କ୍ଷେତ୍ରରେ କାର୍ଯ୍ୟକାରୀତା ଓ ଅଗ୍ରଗତି ଉପରେ ପରିଦର୍ଶନ ଓ ସମୀକ୍ଷା କରିଥିଲେ । ଯୁଗ୍ମ ସଚିବ ଶ୍ରୀମତୀ ମିଶ୍ର ଗୁମ୍ମା ବ୍ଲକର କୁର୍ଲଣ୍ଡା ଗ୍ରାମରେ ଅମୃତ ସରୋବର ପ୍ରକଳ୍ପର ଖଜୁରୀ ବନ୍ଧ ପରିଦର୍ଶନ କରିବା ସହ ଉକ୍ତ ଯୋଜନାର ମନରେଗା କାମର ହିତାଧିକାରୀଙ୍କୁ ଜବକାର୍ଡ ଓ ପାରିଶ୍ରମିକ ଉପରେ ପଚାରି ବୁଝିଥିଲେ ।

ଏଥି ସହିତ କ୍ଷୁଦ୍ର ଜଳସେଚନ ବିଭାଗର କାର୍ଯ୍ୟକ୍ରମ ଓ ଏହାଦ୍ୱାରା ଚାଷୀ କିଭଳି ଉପକୃତ ହେବେ , ବିଭାଗିୟ ଯନ୍ତ୍ରୀଙ୍କୁ ପଚାରି ବୁଝିଥିଲେ । ସେହିଭଳି ଆଜାଦିକା ଅମୃତ ମହୋତ୍ସବ କାର୍ଯ୍ୟକ୍ରମରେ ଜୀବା ପଞ୍ଚାୟତର ଅନୁକୁଣ୍ଡା ଗ୍ରାମରେ ହୋଇଥିବା ଅମୃତ ସରୋବର କାର୍ଯ୍ୟ ଅନ୍ତର୍ଗତ ବଡ଼ବନ୍ଧ ପରିଦର୍ଶନ କରି ତାହା ଏସଏଚଜୀ ମହିଳା ମାନଙ୍କୁ ପ୍ରଦାନ କରିବା ଏବଂ ତା’ଦ୍ୱାରା ସେମାନେ କିଭଳି ସ୍ୱାବଲମ୍ବୀ ହୋଇପାରିବେ, ସେ ସମ୍ପର୍କରେ ବୁଝାଇଥିଲେ । ଯୁଗ୍ମ ସଚିବ ଶ୍ରୀମତୀ ମିଶ୍ରଙ୍କ ଏହି ଗ୍ରସ୍ତ ବେଳେ ତାଙ୍କ ସହିତ ଏଡିଏମ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା , ମନରେଗା ଜିଲ୍ଲା ସଂଯୋଜିକା ରଶ୍ମିତା ଦାସ , ଗୁମ୍ମା ବିଡ଼ିଓ ଶ୍ରୀ ଭାସ୍କର ଚନ୍ଦ୍ର ସାହୁ , ଏପିଡି ଶ୍ରୀ ଜ୍ୟୋତି ରଞ୍ଜନ ଅଧିକାରୀ , କ୍ଷୁଦ୍ର ଜଳସେଚନ ବିଭାଗର ଶ୍ରୀ ସୌମ୍ୟ ସୁଧାକର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।

ଏହାପରେ ଯୁଗ୍ମ ସଚିବ ଶ୍ରୀମତୀ ମିଶ୍ର ପାରଳାଖେମୁଣ୍ଡି ପୌର ପରିଷଦ ଅଞ୍ଚଳରେ ହୋଇଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ପରିଦର୍ଶନ କରିଥିଲେ ।ଏହି ପରିଦର୍ଶନ ବେଳେ ପୌର ପରିଷଦର ଭାରପ୍ରାପ୍ତ ନିର୍ବାହୀ ଅଧିକାରୀ ଶ୍ରୀ ଜୁବୁଲି ଚରଣ ବେହେରା , ପୌରଯନ୍ତ୍ରୀ ସୁନୀଲ ଚମ୍ପତ୍ତି , କନିଷ୍ଠ ଯନ୍ତ୍ରୀ ଏମ ଯୁଧିଷ୍ଠିର , ନକୁଳ ବିଶୋଇ ଏବଂ ଇନ୍ଦିରା ଗୌଡ଼ ପ୍ରମୁଖ ଉପସ୍ଥିତ ଥିଲେ ।ସନ୍ଧ୍ୟାରେ ଏସବୁ ଉପରେ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଆୟୋଜିତ ଏକ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ ।

ଏହି ସମୀକ୍ଷା ବୈଠକରେ ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା , ମହାରାଷ୍ଟ୍ରର ପୁନେ ସ୍ଥିତ କେନ୍ଦ୍ରୀୟ ଜଳଶକ୍ତି ଗବେଷଣା କେନ୍ଦ୍ରର ବୈଜ୍ଞାନିକ ଶ୍ରୀ ପରାଗ ପାଟିଲ ଏବଂ ଡିଆରଡିଏର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ରଞ୍ଜନ ଅଧିକାରୀ ପ୍ରମୁଖ ମଞ୍ଚାସିନ ଥିଲେ ।ଏଥିରେ ସମ୍ପୃକ୍ତ ବିଭିନ୍ନ ବିଭାଗ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଯନ୍ତ୍ରୀ ମାନେ ଉପସ୍ଥିତ ଥିବା ବେଳେ ସମସ୍ତଙ୍କୁ ନେଇ ଯୁଗ୍ମ ସଚିବ ଶ୍ରୀମତୀ ରୁପା ମିଶ୍ର, କାର୍ଯ୍ୟକାରୀତା ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ଉପରେ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରି ସନ୍ତୋଷ ପ୍ରକାଶ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version