• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବରିଷ୍ଠ ଆଇନଜୀବୀ ଭବାନୀ ଶଙ୍କର ମିଶ୍ରଙ୍କର ପରଲୋକ

Proprietor Abhimanyu Maharana by Proprietor Abhimanyu Maharana
June 28, 2022
in ଓଡ଼ିଶା, କଟକ, ହୋମ୍
0
ବରିଷ୍ଠ ଆଇନଜୀବୀ ଭବାନୀ ଶଙ୍କର ମିଶ୍ରଙ୍କର ପରଲୋକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୨୮ ଜୁନ ମଙ୍ଗଳବାର/କଟକ :- ଓଡ଼ିଶା ଉଚ୍ଚ ନ୍ୟାୟାଳୟର ବରିଷ୍ଠ ଆଇନଜୀବୀ ଭବାନୀ ଶଙ୍କର ମିଶ୍ରଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା । ଗତ ଜୁନ ୨୪ ତାରିଖରେ ଆଷାଢ଼ ମାସ କୃଷ୍ଣ ପକ୍ଷ ପବିତ୍ର ଖଳିଲାଗି ଏକାଦଶୀ ତିଥି ଅବସରରେ ତାଙ୍କର ଦେହାନ୍ତ ଘଟିଛି । କଟକ ସହରର କନିକା ଛକ ନିବାସୀ ସ୍ଵର୍ଗତଃ ମିଶ୍ର ଦୀର୍ଘ ୪୭ ବର୍ଷ ଧରି ଆଇନ୍ ପେଶାରେ ସକ୍ରିୟ ରହିଆସିଥିଲେ । ସେ ଜଣେ ଦକ୍ଷ, ନିଷ୍ଠାପର, ପରୋପକାରୀ ଓ ଦରଦୀ ମଣିଷ ଥିଲେ ।

୧୯୪୬ ମସିହା ଅଗଷ୍ଟ ୧୯ ତାରିଖ ଦିନ ପୁରୀ ଜିଲ୍ଲାର ସାକ୍ଷୀଗୋପାଳଠାରେ ସ୍ବର୍ଗତଃ ପୂର୍ଣ୍ଣଚନ୍ଦ୍ର ମିଶ୍ର ଓ ଲକ୍ଷ୍ମୀ ଦେବୀଙ୍କ ଔରସରୁ ସେ ଜନ୍ମ ଗ୍ରହଣ କରିଥିଲେ । ସତ୍ୟବାଦୀ ହାଇସ୍କୁଲରୁ ବିଦ୍ୟାଳୟ ଶିକ୍ଷା ସମାପ୍ତ କରିବା ପରେ ଶ୍ରୀ ମିଶ୍ର ରେଭେନ୍ସା କଲେଜରୁ ବି.ଏ ଏବଂ ମଧୁସୂଦନ ଆଇନ୍ ମହାବିଦ୍ୟାଳୟରୁ ଆଇନ୍ ରେ ଡିଗ୍ରୀ ହାସଲ କରିଥିଲେ । ସେ କିଛି ଦିନ ହେଲା ଅସୁସ୍ଥ ଥିଲେ । ସ୍ବାସ୍ଥ୍ୟରେ ଅଧିକ ଅବନତି ଘଟିବାରୁ ତାଙ୍କୁ ବେଙ୍ଗାଲୁରୁ ନିଆଯାଇ ସେଠିକାର ମଣିପାଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।

ସେଠାରେ ତାଙ୍କର ନିଧନ ଘଟିଲା । ତାଙ୍କର ବିୟୋଗରେ କଟକର ଓକିଲ ସମ୍ପ୍ରଦାୟ ମହଲରେ ଗଭୀର ଶୋକର ଛାୟା ଖେଳିଯାଇଛି । ସ୍ଵର୍ଗତଃ ମିଶ୍ର, ତାଙ୍କର ପତ୍ନୀ କାନନବାଳା ମିଶ୍ର ଏବଂ ଚାରି ଝିଅ ଓ ଜାମାତା ଯଥା ଦୁର୍ଗେଶ ନନ୍ଦିନୀ ମିଶ୍ର ଓ ଜୀବନ ପାଣିଗ୍ରାହୀ, ପ୍ରିୟଦର୍ଶିନୀ ମିଶ୍ର ଓ ରଶ୍ମି ପଣ୍ଡା, ପ୍ରିୟଙ୍କା ମିଶ୍ର ଓ ବିକାଶ ମିଶ୍ର ଏବଂ ଶ୍ରୀ ମିଶ୍ର ଓ ସିଦ୍ଧାର୍ଥ ରଥଙ୍କୁ ଶୋକ ସାଗରରେ ଭସାଇ ଦେଇ ଇହଧାମ ତ୍ୟାଗ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

September 22, 2026
MALABARGOLD & DIAMONDS LAUNCHES ARTISTRY SHOW AT BHUBANESWAR SOUBHAGYA NAGAR STORE

Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

September 22, 2026
MALABARGOLD & DIAMONDS LAUNCHES ARTISTRY SHOW AT BHUBANESWAR SOUBHAGYA NAGAR STORE

MALABARGOLD & DIAMONDS LAUNCHES ARTISTRY SHOW AT BHUBANESWAR SOUBHAGYA NAGAR STORE

September 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version