• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରଣପୁର ପୋଲିସ ଙ୍କ ର ଆଉ ଏକ ସଫଳତା – ଦୁର୍ଦାନ୍ତ ଡକାୟତ ପପୁ ରାଉଳ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
May 19, 2020
in Uncategorized, ଅପରାଧ, ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରଣପୁର ପୋଲିସ ଙ୍କ ର ଆଉ ଏକ ସଫଳତା – ଦୁର୍ଦାନ୍ତ ଡକାୟତ ପପୁ ରାଉଳ ଗିରଫ
Share on FacebookShare on TwitterWhatsapp

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

ନୟାଗଡ଼ ଜିଲ୍ଲା ,ରଣପୁର,ରିପୋର୍ଟ /ଅଭିମନ୍ୟୁ ମହାରଣା (ଓଡିଶା ତାଜା ନ୍ୟୁଜ୍‌ ) ୧୯ ମଇ,ମଙ୍ଗଳବାର :- ରଣପୁର ସମେତ ବିଭିନ୍ନ ଥାନା ଅଚଂଳରେ ଅନେକ ଡକାୟତ କରି ପୁଲିସ ଆଖିରୁ ନିଦ ହଜେଇ ଦେଇଥିବା ଡକାୟତ ପପୁ ରାଉଳକୁ ଆଇ ଆଇସି ରଶ୍ମି ରଞ୍ଜନ ଦାଶ ଗିରଫ କରି କୋଟ ଚାଲଣ କରିଛନ୍ତି । ପପୁ ରାଉଳ ର ଘର ଖୋର୍ଦ୍ଦା ନିକଟସ୍ଥ ତାପଙ୍ଗ ରେ । ସେ ଏକ ନୂଆ ଡକାୟତ ସଂଗଠନ ଗଢି ରଣପୁର ସମେତ ବିଭିନ୍ନ ଥାନା ଅଚଂଳରେ ଡକାୟତ ଚଳାଇଥିଲା । ବିଭିନ୍ନ ଥାନାରେ ପପୁ ନାମରେ ୧୨ ଟି ମାମଲା ଥିବାଜଣାଯାଇଛି । ରଣପୁର ର ଏକ ଡକାୟତି ଘଟଣାରେ ପପୁ ମାଷ୍ଟର ମାଇଣ୍ଡ ଥିଲା ବୋଲି ପୁଲିସ କହିଛି ।

ଏକ ଡକାୟତି ଘଟଣା ପରେ ତା ଗୋଷ୍ଠିର ୫ ଜଣଙ୍କୁ ରଣପୁର ପୁଲିସ ପୂର୍ବରୁ ଗିରଫ କରିଥିଲା । ଏବେ କରୋନା ଯୋଗୁ ପପୁ କେଉଁଆଡେ ଯାଇପରୁନଥିଲା । ଜାତୀୟ ରାଜପଥରେ ଏକ ଡକାୟତ ଯୋଜନା କରୁଥିବାବେଳେ ପୁଲିସ କୌଣସି ସୂତ୍ରରୁ ଖବର ପାଇ ପପୁ କୁ ଗିରଫ କରିଥିଲା । ପୁଲିସ ୩୧/୨୦ ରେ ଏକ ମକଦ୍ଦମା ରୁଜୁ କରି ପପୁକୁ କୋଟ ଚାଲଣ କରିଥିଲା । ପରେ ଡକାୟତ ଙ୍କ ଠାରୁ କୁକୁଡା ଗାଡ଼ି ଜବତ କରାଯାଇଛି । ତାର ଜାମିନ ନାମାଞୁର ହେବାରୁ କୋଟ କୁ ପଠାଇ ଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version