• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉଦ୍ଧାର କରି ନାଗସାପକୁ ଜଙ୍ଗଲରେ ଛାଡିଲେ ଦଣ୍ଡାବାଡି ଭିଏଲଡବ୍ଲୁ

Proprietor Abhimanyu Maharana by Proprietor Abhimanyu Maharana
June 30, 2022
in ଓଡ଼ିଶା, କୋରାପୁଟ, ହୋମ୍
0
ଉଦ୍ଧାର କରି ନାଗସାପକୁ ଜଙ୍ଗଲରେ ଛାଡିଲେ ଦଣ୍ଡାବାଡି ଭିଏଲଡବ୍ଲୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୩୦ ଜୁନ ଗୁରୁବାର/ବୈପାରିଗୁଡା  :- ନିଜ କାର୍ଯ୍ୟରେ ବ୍ୟସ୍ତ ରହି ମଧ୍ୟ ଅନ୍ୟ ମାନଙ୍କୁ ସେବା ଯୋଗାଇ ଏକ ଉଦାହରଣ ପାଲଟି ଯାଇଛନ୍ତି ଏବଂ ନିଜ କାର୍ଯ୍ୟ କରିବା ସହିତ ଅନ୍ୟ ମାନଙ୍କ ଜୀବନ ବଂଚାଇ ଏକ ନୂତନ ଆଶା ଲୋକଙ୍କୁ ଦେଖାଇଛନ୍ତି ବୈପାରିଗୁଡା ବ୍ଲକର କୃଷି ବିଭାଗରେ କାର୍ଯ୍ୟରତ ଥିବା ଦଣ୍ଡାବାଡି ପଂଚାୟତର ଭିଏଲଡବ୍ଲୁ କାଦ୍ରାକା ଶଙ୍କର ରାଓ । କଥା ଶୁଣିବାକୁ ଆର୍ଶ୍ଚଯ୍ୟ ଲାଗୁଥିଲେ ମଧ୍ୟ ବାସ୍ତବରେ ଲୋକେ ଯାହା କହିଛନ୍ତି ତାହା ଶୁଣିଲେ ସମସ୍ତ ଆର୍ଶ୍ଚଯ୍ୟ ହୋଇ ପଡିବେ । ଦଣ୍ଡାବାଡି ପଂଚାୟତର ପଟକାମୁଣ୍ଡା ଗ୍ରାମର ଜଣେ ବ୍ୟକ୍ତ ତାଙ୍କ ଧାନଖଳାରେ ଧାନ ରଖିଥିଲେ ।

ତେବେ ଧାନଖଳାରୁ ଧାନ ବାହାର କରିବା ପାଇଁ ଯାଉଥିବା ବେଳେ ଧାନଖଳା ମଝିରେ ଏକ ବିରାଟକାୟା ନାଗ ସାପକୁ ଦେଖି ସେହି ବ୍ୟକ୍ତ ଭୟଭିତ ହୋଇପଡିଥିବା ସମୟରେ ଦଣ୍ଡାବାଡି ଭିଏଲଡବ୍ଲୁ କାଦ୍ରାକା ଶଙ୍କର ରାଓ ସେହି ରାସ୍ତା ଦେଇ ନିଜ କାର୍ଯ୍ୟ କରିବା ପାଇଁ ଯାଉଥିଲେ । ଧାନଖଳାରୁ ଉଦ୍ଧାର କରି ନାଗ ସାପକୁ ସ୍ଥାନୀୟ ସଂରକ୍ଷିତ ଜଙ୍ଗଲରେ ଛାଡିଲେ ଦଣ୍ଡାବାଡି ଭିଏଲଡବ୍ଲୁ କାଦ୍ରାକା ଶଙ୍କର ରାଓ ।

ଶ୍ରୀ ଶଙ୍କର ତୁରନ୍ତ ସାପଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ । ଗତ କିଛି ଦିନ ହେବ ବର୍ଷାର ପ୍ରଭାବ ବଡିଥିବାରୁ ନାଗ ସାପ ସବୁ ଗାତରୁ ବାହାରି ଖାଦ୍ୟ ପାଇଁ କିଛି ସ୍ଥାନ ଭିତରକୁ ପଶିଯାଉଛନ୍ତି । କିଛି ଲୋକ ସାପ ମାନଙ୍କୁ ଧରି ମାରି ଦେଉଥିବା ବେଳେ ଦଣ୍ଡାବାଡି ଭିଏଲଡବ୍ଲୁ କାଦ୍ରାକା ଶଙ୍କର ରାଓ କିନ୍ତୁ ଏସବୁ ନ କରି ସାପକୁ ଉଦ୍ଧାର କରି ସ୍ଥାନୀୟ ସଂରକ୍ଷିତ ଜଙ୍ଗଲରେ ସୁରକ୍ଷିତ ଭାବେ ଛାଡି ଦେଇ ଥିବାର ଦେଖିବାକୁ ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version