No Result
View All Result
ଓଡ଼ିଶା ତାଜା ନ୍ୟୁଜ୍/୧ ଜୁଲାଇ ଶୁକ୍ରବାର/ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ମହିପୁର କ୍କଷ୍ଟର ଡାକଢୋଲ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ମହିପୁର ସେବା ସମବାୟ ସମିତି ବ୍ୟାଙ୍କ ମ୍ୟାନେଜର ସରୋଜ ସାହାଣୀ, ଗାତେରି ପଞ୍ଚାୟତ ସମିତି ସଭ୍ୟା ଙ୍କ ପ୍ରତିନିଧି ଲାଳନ କିରନ ଦାଶ,ସି ଆର୍ ସି ସି ବିଜୟ କୁମାର ବେହେରା,
ମହିପୁର ନୋଡାଲ ଉଚ୍ଚ ବିଦ୍ୟାଳୟ ର ଶିକ୍ଷକ ଦିଲ୍ଲୀପ କୁମାର ଦାଶ, ଡମୁଣି ବିଦ୍ୟାଳୟର ପ୍ରଧାନଶିକ୍ଷକ ଗୌରାଙ୍ଗ ଚରଣ ଭୋଇ ,ବିଦ୍ୟାଳୟ ଶିକ୍ଷା କମିଟି ର ସଦସ୍ୟ ମାନେ ଯୋଗଦେଇ ବିଦ୍ୟାଳୟ ରୁ ଅବସର ଗ୍ରହଣ କରିଥିବା ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ ଙ୍କୁ ବିଦାୟୀ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ ।

No Result
View All Result