• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଟାଉନ ହଲ ଠାରେ : ଓଡିଶା ସଂଗୀତ ନାଟକ ଏକାଦେମୀ ପକ୍ଷରୁ ଭକ୍ତକବି କଳହଂସ ଗୋପାଳ କୃଷ୍ଣ ପଟନାୟକଙ୍କ -୨୩୯ ତମ ଜୟନ୍ତୀ ସମାରୋହ 

Proprietor Abhimanyu Maharana by Proprietor Abhimanyu Maharana
July 3, 2022
in ଓଡ଼ିଶା, ଗଜପତି, ଗଞ୍ଜାମ, ମନୋରଞ୍ଜନ, ହୋମ୍
0
ପାରଳାଖେମୁଣ୍ଡି ଟାଉନ ହଲ ଠାରେ : ଓଡିଶା ସଂଗୀତ ନାଟକ ଏକାଦେମୀ ପକ୍ଷରୁ ଭକ୍ତକବି କଳହଂସ ଗୋପାଳ କୃଷ୍ଣ ପଟନାୟକଙ୍କ -୨୩୯ ତମ ଜୟନ୍ତୀ ସମାରୋହ 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୨ ଜୁଲାଇ ଶନିବାର/ପାରଳାଖେମୁଣ୍ଡି :- ପାରଳଖେମୁଣ୍ଡିର ଗୌରବ ଓ ଗର୍ଵ ତଥା ଗୌଡ଼ିୟ ପରମ୍ପରାର ବରିଷ୍ଟ କବି କଳହଂସ ଭକ୍ତକବି ଗୋପାଳ କୃଷ୍ଣ ପଟ୍ଟନାୟକଙ୍କ ୨୩୯ ତମ ଜୟନ୍ତୀ ସମାରୋହ କାର୍ଯ୍ୟକ୍ରମ ଓଡିଶା ସଂଗୀତ ନାଟକ ଏକାଡେମୀ , ଭୁବନେଶ୍ୱର ଓ ଭକ୍ତି ସଂଗୀତ ସଂସଦର ମିଳିତ ଆନୁକୂଲ୍ୟରେ ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି ଏକାଡେମୀର ଉପସଭାପତି ଶ୍ରୀ ମନ୍ମଥ କୁମାର ଶତପଥୀଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ମହନ୍ତ ମହାରାଜ ଶ୍ରୀ ରାମାନନ୍ଦ ଦାସଜୀ ।

କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ପାରଳା ତଥା ଓଡିଶାର ଗର୍ବ ଓ ଗୌରବ ରୀତି ଯୁଗର ଶ୍ରେଷ୍ଠ କବି କଳହଂସ ଭକ୍ତକବି ଗୋପାଳ କୃଷ୍ଣ ପଟନାୟକ ତାଙ୍କର ସାରସ୍ୱତ କୃତି ଓ ପଦ୍ୟାବଳୀ ପାଇଁ ଯୁଗେ ଯୁଗେ କାଳଜୟୀ ହୋଇ ରହିବେ ବୋଲି ମତବ୍ୟକ୍ତ କରିଥିଲେ ।ଅନ୍ୟମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ବିଶିଷ୍ଠ ସାହିତ୍ୟିକ ଶ୍ରୀ ପୂର୍ଣଚନ୍ଦ୍ର ମହାପାତ୍ର , ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ଚ୍ଚନା ମଙ୍ଗରାଜ , ଭକ୍ତି ସଂଗୀତ ସଂସଦର ସଭାପତି ଶ୍ରୀ ବସନ୍ତ ଦାସ ଏବଂ ସମ୍ପାଦକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ରଥ ପ୍ରମୁଖ ମଞ୍ଚାସିନ ଅତିଥି ଭାବେ ଯୋଗଦେଇ ଭକ୍ତକବି ଗୋପାଳ କୃଷ୍ଣଙ୍କ ପଦ୍ୟାବଳୀ କୃତି ଓ ଗୌଡିୟ ବୈଷ୍ଣବ ପରମ୍ପରା ଉପରେ ଆଲୋଚନା କରିଥିଲେ

ଏହି ସ୍ଵାସାରରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ମୁଖ୍ୟଅତିଥି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ପୁରସ୍କାର ଓ ମାନପତ୍ର ବଣ୍ଟନ କରିଥିଲେ । ଶେଷରେ ଉପସ୍ଥିତ ସମସ୍ତଙ୍କୁ ସଂସଦର ସମ୍ପାଦକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ରଥ ଧନ୍ୟବାଦ ଅର୍ପଣ କରିଥିଲେ ।ଏହି ଅବସରରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ବିଶିଷ୍ଠ ଓଡିଶୀ ସଙ୍ଗୀତଜ୍ଞ ଗୁରୁ ରଘୁନାଥ ପାତ୍ର ଓ ତାଙ୍କ ସାଥୀ ଭକ୍ତକବି ଗୋପାଳ କୃଷ୍ଣଙ୍କ ରଚନା ପଦ୍ୟାବଳୀରୁ ସଂଗୀତ ପରିବେଷଣ କରିଥିଲେ । ଶେଷରେ ସୁଶ୍ରୀ ଡି ପ୍ରିୟଙ୍କା ଚିତ୍ତାକର୍ଷକ ଓଡିଶୀ ନୃତ୍ୟ ପରିବେଷଣ କରିଥିଲେ ।ସମସ୍ତ କାର‌୍ୟ୍ୟକ୍ରମ\’କୁ ସଂସଦ\’ର ସଂଗଠନ ସମ୍ପାଦକ ଶ୍ରୀ ରାଜେନ୍ଦ୍ର ରଥଙ୍କ ସମେତ ଶ୍ରୀମତୀ ସ୍ନିଗ୍ଧା ମିଶ୍ର ଓ ଗିରିଶ ରଥ ପ୍ରମୁଖ ପରିଚାଳନା ଓ ସହଯୋଗ କରିଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version