• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା କୁ ଦୃଢ଼ ନିନ୍ଦା ସହ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବୀ କଲା – ଅଭିଭାବକ ମହାସଂଘ

Proprietor Abhimanyu Maharana by Proprietor Abhimanyu Maharana
July 4, 2022
in ଅପରାଧ, ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା କୁ ଦୃଢ଼ ନିନ୍ଦା ସହ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବୀ କଲା – ଅଭିଭାବକ ମହାସଂଘ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/ ୩ ଜୁଲାଇ ରବିବାର/ଭୁବନେଶ୍ୱର :- ରାଜ୍ୟ ରାଜଧାନୀରେ ବିଜେବି କଲେଜ ପରି ଓଡିଶା ର ଏକ ନମ୍ବର କଲେଜରେ +3 ଛାତ୍ରୀ ଆତ୍ମହତ୍ୟା ଭଳି ଅତ୍ୟନ୍ତ ସ୍ପର୍ଶ କାତର ଓ ସମ୍ବେଦନଶୀଳ ଘଟଣା ପାଇଁ ଦାୟୀ ଛାତ୍ରୀ ଓ ହଷ୍ଟେଲର., ୱାଡେନ. ଓ ସୁପାରିଟେଣ୍ଡେଣ୍ଟ ଙ୍କ ବିରୁଦ୍ଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଉ l ଘଟଣାର ପୃଷ୍ଠାଭୂମି ଓ ପାରିପାର୍ଶ୍ଵିକ ସ୍ଥିତି ଓ ସୁଉସାଇଡ ନୋଟ ରୁ ଛାତ୍ରୀ ପ୍ରତି ରାଗିଙ୍ଗ ହୋଇଥିବା ଜଣାପଡୁଛି l ତା ଛଡା ପରିବାରର ଅଭିଯୋଗ ଅନୁଯାଇ ଛାତ୍ରୀଙ୍କୁ ଅତୀତରେ ଏକ କାର୍ଯ୍ୟକ୍ରମରେ ବିଶୃଙ୍ଖଳା ଓ ଉପର ଶ୍ରେଣୀର ତିନି ଜଣ ଛାତ୍ରୀ ତାଙ୍କୁ ମାନସିକ ନିର୍ଯାତନା ଦେଇ ଛନ୍ତି l ସୂଈସାଇଡ ନୋଟ ରେ ମଧ୍ୟ ସିନିୟର ମାନେ ନିର୍ଯାତନା ଦେବା କଥା ଉଲ୍ଲେଖ ରହିଛି l

ହଷ୍ଟେଲ ୱାଡେନ ମଧ୍ୟ ଅତ୍ୟଧିକ ଚାପ ଦିଅନ୍ତି ଓ ଦୁର୍ବ୍ୟବହାର କରନ୍ତି ବୋଲି ମଧ୍ୟ ଛାତ୍ରୀ ଅଭିଯୋଗ କରିଛନ୍ତି l ସବୁଠୁ ଗୁରୁତ୍ୱପୂର୍ଣ କଥା ହେଲା ଏହି ହଷ୍ଟେଲ ରେ କିଛି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସମ୍ପର୍କୀୟ ହଷ୍ଟେଲ ଦାୟିତ୍ୱ ରେ ବହୁତ ଦିନ ହେଲା ରହିଛନ୍ତି l ଅତ୍ୟନ୍ତ ଦୁର୍ଭାଗ୍ୟ ଜନକ କଥା ହେଲା ଛାତ୍ରୀ ଜଣକ ସୂଈସାଇଡ ନୋଟରେ ବିଜେବି କଲେଜ ରେ ରାଗିଙ୍ଗ ହୁଏ ଏ କଥା ସମସ୍ତେ ଜାଣନ୍ତି ବୋଲି ଲେଖିଛନ୍ତି l ଆଇ ଏ ଏସ ହେବା ପାଇଁ ସ୍ବପ୍ନ ଦେଖୁଥିବା ମୃତ ମେଧାବୀ ଛାତ୍ରୀ ଏଭଳି ନିଷ୍ପତ୍ତି ସେହିଭଳି ମାରାତ୍ମକ ଓ ମାତ୍ରାଧିକ ମାନସିକ ଯନ୍ତ୍ରଣା ନପାଇ ଥିଲେ କେବେହେଲେ ଆତ୍ମହତ୍ୟା ଭଳି ନିଷ୍ପତ୍ତି ନେଇନଥାନ୍ତେ l

ତେଣୁ ତୁରନ୍ତ ଓ ତ୍ୱରିତ ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ନହେଲେ ଏହି ଘଟଣା ରେ ସମ୍ପୃକ୍ତ ଦୋଷୀ ପ୍ରଭାବ ଶାଳୀ ହୋଇଥିବା ରୁ ପ୍ରମାଣ ନଷ୍ଟ କରିବା ସହିତସଠିକ ତଦନ୍ତ ହୋଇ ନ ପlରେ l ଯଦି ରାଜଧାନୀ ର ଏହି ବଡ଼ କଲେଜ ରେ ଏପରି ଘଟଣା ଘଟୁଛି ତେବେ ରାଜ୍ୟରେ ଅନ୍ୟ କଲେଜ କଥା କିଏ କହିବ l ଏପରି ଘଟଣା ଘଟିଲେ ଅଭିଭାବକ ମାନେ କିପରି ଓ କାହା ଭରଷା ରେ ପିଲାଙ୍କୁ ହଷ୍ଟେଲ ରେ ଛାଡ଼ିବେ l ତେଣୁ ଓଡିଶା ଅଭିଭାବକ ମହାସଂଘ ଉଚ୍ଚ ଶିକ୍ଷା ସଚିବ ତୁରନ୍ତ ପଦକ୍ଷେପ ନେବାକୁ ଦାବୀ କରିଛି l

(ପ୍ରସନ୍ନ ବିଷୋୟୀ ସହ ଅଧକ୍ଷ, ଓଡିଶା ଅଭିଭାବକ ମହାସଂଘ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version