• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ : ୭୩ ତମ ବନମହୋତ୍ସବ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
July 4, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ : ୭୩ ତମ ବନମହୋତ୍ସବ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୪ ଜୁଲାଇ ସୋମବାର/ରଣପୁର :- ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ରେ ୭୩ ତମ ବନମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ରଣପୁର ବ୍ଲକ ଅନ୍ତର୍ଗତ ରଣପୁର ଏନ୍ ଏ ସି ରେ ଆଜି ବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ଜୁଲାଇ ପ୍ରଥମ ସପ୍ତାହରେ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ରାଜ୍ୟ ସାରା ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ ଭଳି ମହତ କାର୍ଯ୍ୟ ହାତକୁ ନିଆଯାଇଥାଏ ।

ଏହି ପରିପ୍ରେକ୍ଷୀରେ ଜଙ୍ଗଲ ଭୂମିରେ ମହାଦୃମ ବୃକ୍ଷ ରୋପଣ କରାଯାଇ ” ଭବିଷ୍ୟତ ପାଇଁ ଗଛ ଟିଏ ” ସ୍ଲୋଗାନ ଦେଇ ଆଗାମୀ ପିଢ଼ିକୁ ସଚେତନ କରାଯାଇଥିବା ଦେଖିବାକୁ ମିଳିଥିଲା ।
ରଣପୁରର ପ୍ରତିଷ୍ଠିତ ଦେବୀ ମା ମଣିନାଗ ଯିବା ରାସ୍ତା ସଂସ୍କୃତ ମହାବିଦ୍ୟାଳୟ ନିକଟ ଅଞ୍ଚଳ ତଥା ବନ ବିଭାଗର ରିଜର୍ଭ ଜଙ୍ଗଲ ଠାରେ ଏହି ବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା ।
ଏହି ୭୩ ତମ ବନମହୋତ୍ସବ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଏନ୍ଏସି ଚେୟାରମ୍ୟାନ ରଙ୍ଗୀନ୍ ମହାନ୍ତି ଓ ଖୋର୍ଦ୍ଧା ଜିଲ୍ଲା ଜଙ୍ଗଲ ବିଭାଗ ବନପାଲ ଅଧିକାରୀଣି ପୂର୍ଣ୍ଣିମା ପାଣ୍ଡିଆନଙ୍କ ସହଯୋଗ ଦ୍ଵାରା

ରଣପୁର ବନାଞ୍ଚଳ ଅଧିକାରୀ ସୁବ୍ରତ କୁମାର ବେହେରା ଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀବୃନ୍ଦ ସ୍ଥାନୀୟ ମଣିନାଗ ପର୍ବତରେ ବୃକ୍ଷ ରୋପଣ କାର୍ଯ୍ୟ କରିଥିଲେ । ଏଥିରେ ମୂଖ୍ୟଅତିଥି ଚେୟାରମ୍ୟାନ୍ ରଙ୍ଗୀନ୍ ମହାନ୍ତିଙ୍କ ଦ୍ଵାରା ବୃକ୍ଷରୋପଣ କରାଯାଇଥିଲା । ପରିବେଶ କୁ ସବୁଜ ସୁନ୍ଦର କରିବା ପାଇଁ ବିଭିନ୍ନ କିସମର ଗଛ ରୋପଣ କରି ତା’ର ଯତ୍ନ ନେବା କୁ ଶପଥ କରିଥିଲେ । ଏଥିରେ କେତେକ ଅଞ୍ଚଳବାସୀ ଓ ସମାଜସେବୀ ମାନେ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version