• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଡିଆ ଆଦିବାସୀ-ହରିଜନ ସରକାରୀ ଉଚ୍ଚ ବିଦ୍ୟାଳୟରେ ୭୩ ତମ ବନମହୋତ୍ସବ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
July 5, 2022
in ଓଡ଼ିଶା, ମାଲକାନଗିରି, ହୋମ୍
0
ପଡିଆ ଆଦିବାସୀ-ହରିଜନ ସରକାରୀ ଉଚ୍ଚ ବିଦ୍ୟାଳୟରେ ୭୩ ତମ ବନମହୋତ୍ସବ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୫ ଜୁଲାଇ ମଙ୍ଗଳବାର/ପଡିଆ :- ମାଲକାନଗିରି ଜିଲ୍ଲା ପଡିଆ ବ୍ଳକ ପଡିଆ ପଞ୍ଚାୟତ ସଦର ମହକୁମା ସ୍ଥିତ ପଡିଆ ଆଦିବାସୀ-ହରିଜନ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି କାଳିମେଳା ବନାଞ୍ଚଳର ପଡିଆ ବନ ବିଭାଗ ତରଫରୁ ୭୩ ତମ ବନମହୋତ୍ସବ ଉପଲକ୍ଷେ ବୃକ୍ଷ ରୋପଣ କରାଯାଇଛି । ଏହି ଅବସରରେ ମୃଖ୍ୟ ଅତୀଥି ଭାବେ ପଡିଆ ସରପଞ୍ଚ ଗଙ୍ଗା କାରାମ, ପଡିଆ ଵନପାଳ ପବିତ୍ର କୁମାର ଦାସ,ଏସ.ଏସ.ଡି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଵୁଦ୍ରା କାବାସି,

ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ପଡିଆ ବନରକ୍ଷୀ ପପିତା ଆଜମିରା, ନିଲିଗୁଡା ବନରକ୍ଷୀ କାନନ ବିଶ୍ବାସ, ମାଟେରୁ ବନରକ୍ଷୀ ନବନିତା ପଡ଼ିଆମି, ଆମ ଜଙ୍ଗଲ ଯୋଜନାର କର୍ମକର୍ତ୍ତା ଓ ପ୍ରକୃତିର ବନ୍ଧୁ ପ୍ରଶାନ୍ତ କୁମାର ପରିଡ଼ା ପ୍ରମୁଖ ଉପସ୍ଥିତ ରହି ବିଦ୍ୟାଳୟ ପରିସରରେ ବିଭିନ୍ନ ପ୍ରକାରର ଚୋରା ବୃକ୍ଷ ରୋପଣ କରାଯାଇଥିଲା ।

ପଡିଆ ବନବିଭାଗ ଵନପାଳ ପବିତ୍ର କୁମାର ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ୭୩ତମ ବନ ମହୋତ୍ସବ ରେ ଉପସ୍ଥିତ ରହି ଅତିଥି ମାନେ ବୃକ୍ଷ ରୋପଣର ଉପକାରିତା ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇଥିଲେ । ଏହି ଅବସରରେ ପଡିଆ ଵନପାଳ ପବିତ୍ର କୁମାର ଦାସ ଛାତ୍ରଛାତ୍ରୀମାନଙ୍କୁ ବୁଝାଇଥିଲେ ଯେ ବୃକ୍ଷ ହଁ ଆମର ରକ୍ଷା କଵଚ ।

ଏହା ଆମକୁ ଖାଦ୍ୟ, ବସ୍ତ୍ର ଓ ବାସଗୃହ ଯୋଗାଇ ଦେଇଥାଏ । ଏହା ସୁସ୍ଥ ପରିବେଶ ସହ ସୁସ୍ଥ ମନଗଢିବା ସହାୟକ ହୋଇଥାଏ । ତେଣୁ ଆମେ ସମସ୍ତେ ଜଙ୍ଗଲ ସୃଷ୍ଟି କରିବା ସହ ସବୁ ସ୍ଥାନରେ ବୃକ୍ଷ ରୋପଣ କରିବା ଆବଶ୍ୟକ ବୋଲି କହିବା ସହ ଜଙ୍ଗଲ ସୁରକ୍ଷା ପାଇଁ ସମସ୍ତେ ଦୃଷ୍ଟି ଦେବା ଆବଶ୍ୟକ ବୋଲି କହିଥିଲେ । ଏହି ଅବସରରେ ପ୍ରତିଯୋଗିତା କରାଯାଇ ୧ମ, ୨ୟ ଓ ୩ୟ ବିଜେତା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

April 25, 2026
ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

April 25, 2026
ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

April 25, 2026
ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version