• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରଣପୁର ରେ କେବେ ଆରମ୍ଭହେବ ରଥ କାମ – ତହସିଲଦାରଙ୍କୁ ଭେଟିଲେ ପ୍ରେସ କ୍ଲବ ସଙ୍ଘ

Proprietor Abhimanyu Maharana by Proprietor Abhimanyu Maharana
May 20, 2020
in Uncategorized, ଓଡ଼ିଶା, ଦେଶ, ନୟାଗଡ଼ ନିଉଜ୍, ହୋମ୍
0
ରଣପୁର ରେ କେବେ ଆରମ୍ଭହେବ ରଥ କାମ – ତହସିଲଦାରଙ୍କୁ ଭେଟିଲେ ପ୍ରେସ କ୍ଲବ ସଙ୍ଘ
Share on FacebookShare on TwitterWhatsapp

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

ନୟାଗଡ଼ ଜିଲ୍ଲା ,ରଣପୁର,ରିପୋର୍ଟ /ଅଭିମନ୍ୟୁ ମହାରଣା (ଓଡିଶା ତାଜା ନ୍ୟୁଜ୍‌ ) ୨୦ ମଇ ବୁଧବାର :- ରଥଯାତ୍ରା ଆଉ ଅଳ୍ପ ଦିନ ଥିବା ବେଳେ ପୁରୀ, ବାରିପଦା ଆଦି ସ୍ଥାନରେ ରଥ ନିର୍ମାଣ କାର୍ଯ୍ୟ ତୀବ୍ର ବେଗରେ ଆଗେଇ ଚାଲି ଥିବା ବେଳେ ଅଦ୍ୟାବଧି ରଣପୁରରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ନାହିଁ । ରଥ ନିର୍ମାଣ ପାଇଁ ରଣପୁର ଦେବୋତ୍ତର ବିଭାଗର ତତପରତା ପ୍ରକାଶ ପାଇ ନ ଥିବା ଦେଖି ଆଜି ରଣପୁର ସାମ୍ବାଦିକମାନେ ପ୍ରେସ କ୍ଲବ ସଙ୍ଘର ସଭାପତି ସୁକାନ୍ତ ପଟ୍ଟନାୟକଙ୍କ ନେତୃତ୍ୱରେ ରଣପୁର ଦେବୋତ୍ତର ବିଭାଗର ଅଧିକାରୀ ତଥା ରଣପୁର ତହସିଲଦାର ସଞ୍ଜୟ କୁମାର ସାମନ୍ତରାୟଙ୍କୁ ଭେଟି ରଥଯାତ୍ରା ପ୍ରସ୍ତୁତି କାର୍ଯ୍ୟ ନେଇ ଦାବି ଉପସ୍ଥାପନା କରିଥିଲେ ।

ଓଡିଶାର ଦ୍ଵିତୀୟ ଶ୍ରୀ କ୍ଷେତ୍ର ଭାବେ ପରିଚିତ ରଣପୁର ରଥଯାତ୍ରା ଦୀର୍ଘ ବର୍ଷ ଧରି ଚାଲି ଆସୁଥିଲା ବେଳେ ଚଳିତ ବର୍ଷ ରଥ ନିର୍ମାଣ ନେଇ ଅଚଳା ଅବସ୍ଥା ଦେଖା ଦେଇଛି । ଚଳିତ ବର୍ଷ ରଥ ନିର୍ମାଣ ଆରମ୍ଭ ହୋଇ ନ ଥିବା ଯୋଗୁଁ ରଣପୁର ଜନ ସାଧାରଣ ଓ ଭକ୍ତମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ପ୍ରେସ କ୍ଲବ ସଙ୍ଘର ସଭାପତି ସୁକାନ୍ତ ପଟ୍ଟନାୟକଙ୍କ ନେତୃତ୍ୱରେ ଉପ-ସଭାପତି ଅଭିମନ୍ୟୁ ମହାରଣା, ସମ୍ପାଦକ ବ୍ରଜ ରଣସିଂହ, ରଘୁନାଥ ନାୟକ, କୋଷାଧ୍ୟକ୍ଷ କୃଷ୍ଣଚନ୍ଦ୍ର ଦାଶ, ପ୍ରଭାତ ପ୍ରଧାନଙ୍କ ସହ ସମସ୍ତ ସାମ୍ବାଦିକ ଉପସ୍ଥିତ ରହି ଦାବି ଉପସ୍ଥାପନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version