• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରକାଶ ପାଇଲା ମାଟି୍ରକ୍‌ ଫଳ : ୯୦.୫୫%

Proprietor Abhimanyu Maharana by Proprietor Abhimanyu Maharana
July 7, 2022
in ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ପ୍ରକାଶ ପାଇଲା ମାଟି୍ରକ୍‌ ଫଳ : ୯୦.୫୫%
Share on FacebookShare on TwitterWhatsapp

1. ମୋଟ ପାସ ହାର ୯୦.୫୫%

2. ଛାତ୍ରୀମାନଙ୍କ ପାସ ହାର ୯୨.୩୭ ପ୍ରତିଶତ

3. ୧୧୭୦ଟି ବିଦ୍ୟାଳୟର ଶତପ୍ରତିଶତ ବିଦ୍ୟାର୍ଥୀ କୃତକାର୍ଯ୍ୟ

ଓଡ଼ିଶା ତାଜା ନ୍ୟୁଜ୍/୬ ଜୁଲାଇ ବୁଧବାର /ଭୁବନେଶ୍ୱର :- ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଆଜି ଆନୁଷ୍ଠାନିକ ଭାବେ ମାଧ୍ୟମିକ ଶିକ୍ଷା ପରିଷଦ, କଟକ ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟି୍ରକ୍‌ ପରୀକ୍ଷା ଫଳ ଘୋଷଣା କରିଛନ୍ତି । ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୫୧୭୮୪୭ ଜଣ ବିଦ୍ୟାର୍ଥୀ କୃତକାର୍ଯ୍ୟ ହୋଇଥିବାବେଳେ ତନ୍ମଧ୍ୟରେ ୨୫୬୮୭୭ ଜଣ ଛାତ୍ର ଓ ୨୬୦୯୭୦ ଜଣ ଛାତ୍ରୀ ରହିଛନ୍ତି ।

ଏମାନଙ୍କ ମଧ୍ୟରୁ ୮୧୧୯ ଜଣ ଏ-୧ ବର୍ଗରେ, ୫୪୮୮୯ ଜଣ ଏ-୨ ବର୍ଗରେ, ୧୨୦୩୧୨ ଜଣ ବି-୧ ବର୍ଗରେ ଏବଂ ୧୪୨୫୯୯ ଜଣ ବି-୨ ବର୍ଗରେ ଉନ୍ନିତ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୧.୪୨ ପ୍ରତିଶତ ବିଦ୍ୟାର୍ଥୀ ୯୦ ଶତକଡ଼ାରୁ ଊଦ୍ଧ୍ୱର୍ ମାର୍କ ରଖିଛନ୍ତି ।

ଚଳିତ ବର୍ଷ ଛାତ୍ରମାନଙ୍କ ପାସ୍‌ ହାର ୮୮.୭୭ ପ୍ରତିଶତ ଥିବାବେଳେ ଛାତ୍ରୀମାନଙ୍କ ପାସ ହାର ୯୨.୩୭ ପ୍ରତିଶତ ରହିଛି ଏବଂ ମୋଟ ପାସ୍‌ ହାର ୯୦.୫୫ ପ୍ରତିଶତ ରହିଛି । ଚଳିତ ବର୍ଷ ସମୁଦାୟ ୫୭୧୯୦୯ ଜଣ ବିଦ୍ୟାର୍ଥୀ ମାଟି୍ରକ୍‌ ପରୀକ୍ଷା ଦେବା ପାଇଁ ଫର୍ମ ପୂରଣ କରିଥିବାବେଳେ ୫୨୬୮୧୮ ଜଣ ପରୀକ୍ଷା ଦେଇଥିଲେ ।

ସେମାନଙ୍କ ମଧ୍ୟରୁ ୮୬୯୯ ଜଣ ଅକୃତକାର୍ଯ୍ୟ ହୋଇଛନ୍ତି । ୧୧୭୦ଟି ବିଦ୍ୟାଳୟର ଶତପ୍ରତିଶତ ବିଦ୍ୟାର୍ଥୀ କୃତକାର୍ଯ୍ୟ ହୋଇଥିବାବେଳେ ୩ଟି ବିଦ୍ୟାଳୟର କୌଣସି ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇପାରିନାହାନ୍ତି । ଏହି ପରୀକ୍ଷା ଫଳ ଘୋଷଣା ସମୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ଏବଂ ମାଧ୍ୟମିକ ଶିକ୍ଷା ପରିଷଦ, କଟକର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version