• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାଟ୍ରିକ୍ ପରୀକ୍ଷାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର, ନୟାଗଡ଼ର ଶତପ୍ରତିଶତ ରେଜଲ୍ଲ୍ଟ

Proprietor Abhimanyu Maharana by Proprietor Abhimanyu Maharana
July 7, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ମାଟ୍ରିକ୍ ପରୀକ୍ଷାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର, ନୟାଗଡ଼ର ଶତପ୍ରତିଶତ ରେଜଲ୍ଲ୍ଟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୭ ଜୁଲାଇ ଗୁରୁବାର/ନୟାଗଡ଼ :- ଚଳିତ ମାଟ୍ରିକ୍ ପରୀକ୍ଷାରେ ଶିକ୍ଷାକେନ୍ଦ୍ରର ଛାତ୍ରଛାତ୍ରୀମାନେ ୧୦୦% (ଶତପ୍ରତିଶତ) ରେଜଲ୍ଟ କରି ବାଜିମାତ କରିବା ସହିତ ସମସ୍ତ ଛାତ୍ରଛାତ୍ରୀ ୬୦% ରୁ ଉର୍ଦ୍ଧ୍ବ ନମ୍ବର ରଖି ପ୍ରଥମ ଶ୍ରେଣୀ ଅର୍ଥାତ୍ First Division ରେ ଉତ୍ତୀର୍ଣ୍ଣ ହୋଇ ପୁଣି ଏକ ନୂଆ ଇତିହାସ ରଚନା କରିଛନ୍ତି । ଯାହା ବିଦ୍ଯାଳୟ ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ଉପଲକ୍ଷେ ଆଜି ସକାଳ ୧୧ଟା ସମୟରେ ବିଦ୍ଯାଳୟ ପରିସରରେ ଶିକ୍ଷାକେନ୍ଦ୍ରର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଏକ ଅଭିନନ୍ଦନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।

ଏହି କାର୍ଯ୍ୟକ୍ରମରେ ମହିପୁର ସରକାରୀ ହାଇସ୍କୁଲର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ହରିହର ପାତ୍ର ମୁଖ୍ଯ ଅତିଥି ଭାବେ ଯୋଗଦେଇ ଥିଲା ବେଳେ ମାଳିସାହି ହାଇସ୍କୁଲର ଅବସରପ୍ରାପ୍ତ ଇଂରାଜୀ ଶିକ୍ଷକ ରାମଚନ୍ଦ୍ର ମହାପାତ୍ର,ଗୋଡିପଡା ହାଇସ୍କୁଲର ଅବସରପ୍ରାପ୍ତ ସଂସ୍କୃତ ଶିକ୍ଷକ ଜନାର୍ଦ୍ଦନ ପରିଡା,ବିଦ୍ଯାଳୟର ଯୁଗ୍ମ ସଂପାଦକ ସନ୍ତୋଷ କୁମାର ନାୟକ ଓ ବିଦ୍ଯାଳୟର ଟ୍ରଷ୍ଟି ଗାୟତ୍ରୀ ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଗୋଟିଏ ଗୋଟିଏ ଗୋଲାପ ଫୁଲ ଦେଇ ମିଠା ଖୁଆଇ ଅଭିନନ୍ଦନ ଜଣାଇଥିଲେ । କେବଳ ଏ୧ ଓ ଏ୨ ଛାତ୍ରଛାତ୍ରୀ ମାନଙ୍କ ସହିତ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଏହି ଅଭିନନ୍ଦନ କାର୍ଯ୍ୟକ୍ରମ ରେ ସାମିଲ କରାଯାଇଥିଲା ।

୪୦ ଜଣ ପରୀକ୍ଷାର୍ଥୀଙ୍କ ମଧ୍ଯରୁ ଏ-୧ରେ ୨ଜଣ, ଏ-୨ରେ ୧୧ ଜଣ, ବି-୧ରେ ୨୪ ଜଣ, ବି-୨ରେ ୦୩ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି ଏ-୧ ଗ୍ରେଡ୍ ରେ ଉତ୍ତୀର୍ଣ୍ଣ ହୋଇଥିବା ସ୍ବୟଂଶ୍ରୀ ସାହୁ ଓ ଅଙ୍କିତା ଭାରତୀ ସାହୁ ବିଦ୍ଯାଳୟର ସମ୍ମାନକୁ ଅକ୍ଷୁର୍ଣ୍ଣ ରଖିଛନ୍ତି ମୋଟ ୪୦ ଜଣ ପରୀକ୍ଷାର୍ଥୀଙ୍କ ମଧ୍ଯରୁ ଦୁଇ ଜଣ ୯୦% ନମ୍ବର ରଖିଥିବା ବେଳେ ୧୧ ଜଣ ୮୦ ଶତକଡାରୁ ଉର୍ଦ୍ଧ୍ବ ନମ୍ବର ରଖି ବିଦ୍ଯାଳୟ ପାଇଁ ଗୌରବ ଅର୍ଜନ କରିଛନ୍ତି । ବିଦ୍ଯାଳୟ ୧୦୦ ପ୍ରତିଶତ ରେଜଲ୍ଟ କରିବା ସହିତ ସମସ୍ତ ଛାତ୍ରଛାତ୍ରୀ ୬୦%ରୁ ଉର୍ଦ୍ଧ୍ବ ନମ୍ବର ରଖିଥିବାରୁ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଯୁକ୍ତ ସାହୁ ସେବାବ୍ରତୀ ଗୁରୁଜୀ ଗୁରୁମା ଓ ଅଭିଭାବକ ମାନଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ । ପରିଶେଷରେ ବିଦ୍ଯାଳୟର ପ୍ରଧାନ ଆଚାର୍ଯ୍ୟା ପ୍ରିୟମ୍ବଦା ମହାପାତ୍ର ଧନ୍ଯବାଦ ଅର୍ପଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026
ଚଳିତମାସ ୨୯ ତାରିଖରେ ଭୁବନେଶ୍ଵରରେ ଆନ୍ଦୋଳନ ପାଇଁ ଚେତାବନୀ-ଓଷ୍ଟା

ଚଳିତମାସ ୨୯ ତାରିଖରେ ଭୁବନେଶ୍ଵରରେ ଆନ୍ଦୋଳନ ପାଇଁ ଚେତାବନୀ-ଓଷ୍ଟା

June 28, 2026
ଦେବସ୍ନାନ ପୂର୍ଣ୍ଣିମା-୨୦୨୬ ଉପଲକ୍ଷେ ସୁରକ୍ଷା ଓ ଟ୍ରାଫିକ ବ୍ୟବସ୍ଥାର ସମୀକ୍ଷା କଲେ ଆଇଜିପି, ସେଣ୍ଟ୍ରାଲ ରେଞ୍ଜ ଏବଂ ପୁରୀ ଏସ୍‌ପି 

ଦେବସ୍ନାନ ପୂର୍ଣ୍ଣିମା-୨୦୨୬ ଉପଲକ୍ଷେ ସୁରକ୍ଷା ଓ ଟ୍ରାଫିକ ବ୍ୟବସ୍ଥାର ସମୀକ୍ଷା କଲେ ଆଇଜିପି, ସେଣ୍ଟ୍ରାଲ ରେଞ୍ଜ ଏବଂ ପୁରୀ ଏସ୍‌ପି 

June 28, 2026
ବାଲିଗୁଡା ରେ ହିନ୍ଦୁ ସାମ୍ରାଜ୍ୟ ଦିବସ ପାଳିତ

ବାଲିଗୁଡା ରେ ହିନ୍ଦୁ ସାମ୍ରାଜ୍ୟ ଦିବସ ପାଳିତ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026
ଚଳିତମାସ ୨୯ ତାରିଖରେ ଭୁବନେଶ୍ଵରରେ ଆନ୍ଦୋଳନ ପାଇଁ ଚେତାବନୀ-ଓଷ୍ଟା

ଚଳିତମାସ ୨୯ ତାରିଖରେ ଭୁବନେଶ୍ଵରରେ ଆନ୍ଦୋଳନ ପାଇଁ ଚେତାବନୀ-ଓଷ୍ଟା

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version