• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାଟ୍ରିକ ପରୀକ୍ଷା : ରୁପ୍ରାରୋଡ ହାଇସ୍କୁଲରୁ ଜଣେ ଏ-୧ ଛାତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
July 8, 2022
in ଓଡ଼ିଶା, କଳାହାଣ୍ଡି, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ମାଟ୍ରିକ ପରୀକ୍ଷା : ରୁପ୍ରାରୋଡ ହାଇସ୍କୁଲରୁ ଜଣେ ଏ-୧ ଛାତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୭ ଜୁଲାଇ ଗୁରୁବାର/କଳାହାଣ୍ଡି :- ନର୍ଲା ବ୍ଳକ ଅନ୍ତର୍ଗତ ରୁପ୍ରାରୋଡ ସରକାରୀ ହାଇସ୍କୁଲରେ ଚଳିତ ମାଟ୍ରିକ ପରୀକ୍ଷାରେ ସର୍ବାଧିକ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏହି ବିଦ୍ୟାଳୟର ଅନନ୍ୟା ପ୍ରିୟଦର୍ଶିନୀ ପଟେଲ ୫୪୧ ମାର୍କ ସହ ୯୦.୧୭% ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ଗୋଲାମୁଣ୍ଡା ବ୍ଲକ ଚହକା ଗାଁର ରଜନୀ କାନ୍ତ ପଟେଲ, ମାତା ଦେବକୀ ପଟେଲଙ୍କ ଝିଅ ଅନନ୍ୟା ରୁପ୍ରାରୋଡ ମାଲିପଡାରେ ମାମୁଁ ମୁକେଶ ପଟେଲଙ୍କ ଘରେ ରହି ପାଠ ପଢ଼ୁଥିଲେ ।

ପୂର୍ବରୁ ସରସ୍ଵତୀ ଶିଶୁ ମନ୍ଦିର ରୁପ୍ରାରୋଡ ଠାରେ ଭଲ ନମ୍ବର ରଖି ସପ୍ତମ ଯାଏଁ ପାଠ ପଢ଼ିଥିଲେ । ବିଦ୍ୟାଳୟର ୧୨୯ ଜଣ ମାଟ୍ରିକ ପରୀକ୍ଷା ଦେଇଥିବା ବେଳେ ଏ-୧ ରୁ ଜଣେ, ଏ-୨ ରୁ ପାଞ୍ଚ ଜଣ, ବି-୧ରୁ ୨୬, ବି-୨ରୁ ୫୫, ସି ରୁ ୩୦, ଡି ରୁ ୧୧ ଓ ଇ ରୁ ଜଣେ ପାସ୍ କରିଥିବା ଜଣାପଡିଛି । ଏ-୧ ଛାତ୍ରୀ ଅନନ୍ୟା ଦୈନିକ ସାତ ଘଣ୍ଟା ପରିଶ୍ରମ କରି ଏହି ସଫଳତା ହାସଲ କରିଥିବା ବେଳେ ଆଗକୁ ଆହୁରି ଭଲଭାବେ ପାଠପଢି ଜିଲ୍ଲାପାଳ ହେବାର ଲକ୍ଷ୍ୟ ରଖିଥିବା କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version