• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାହୁଡ଼ା ଯାତ୍ରା ଶେଷରେ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚିଛନ୍ତି ତିନି ରଥ – ଆଜି ଅଧର ପଣା ନିତି ସଂମ୍ପନ୍ନ ପରେ ତିନି ଠାକୁରଙ୍କୁ ନିଳାଦ୍ରି ବିଜେ କରାଯିବ

Proprietor Abhimanyu Maharana by Proprietor Abhimanyu Maharana
July 12, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ମହାନଗର, ହୋମ୍
0
ବାହୁଡ଼ା ଯାତ୍ରା ଶେଷରେ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚିଛନ୍ତି ତିନି ରଥ – ଆଜି ଅଧର ପଣା ନିତି ସଂମ୍ପନ୍ନ ପରେ ତିନି ଠାକୁରଙ୍କୁ ନିଳାଦ୍ରି ବିଜେ କରାଯିବ
Share on FacebookShare on TwitterWhatsapp

ଆଜି ଅଧର ପଣା ନିତି ସଂମ୍ପନ୍ନ ପରେ ତିନି ଠାକୁରଙ୍କୁ ନିଳାଦ୍ରି ବିଜେ କରାଯିବ ବୋଲି ମନ୍ଦିର ପ୍ରଶାସନ ତରଫରୁ ଜଣାଯାଇଛି ।

ତିନି ରଥରେ ଠାକୁର ରାଜା ଶ୍ରୀ ଶ୍ରୀ ଗଜପତି ମହାରାଜାଙ୍କ ଦ୍ୱାରା ପାରମ୍ପରିକ ଛେରାପହଁରା ନୀତି ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ସମ୍ପନ୍ନ ହୋଇଛି ।

ଓଡ଼ିଶା ତାଜା ନ୍ୟୁଜ୍/୧୨ ଜୁଲାଇ ମଙ୍ଗଳବାର/ରଣପୁର :-  ରଣପୁର ରଥଯାତ୍ରାରେ
ଲକ୍ଷ୍ମୀନାରାୟଣ ଭେଟ ସମ୍ପନ ହେବା ସହ ତିନି ରଥ ସିଂହ ଦ୍ୱାର ନିକଟରେ ପହଚିଂଛି ।
ବାହୁଡା ଦିନ ବଳଭଦ୍ରଙ୍କ ତାଳଧ୍ୱଜ ରଥ ସିଂହଦ୍ୱାର ନିକଟରେ ପହଚିଂଥିବା ବେଳେ ମା
ସୁଭଦ୍ରାଙ୍କ ଦେବିଦଳନ ରଥ ଚଣ୍ଡେଶ୍ୱର ସାହି ଠାରେ ଅଟକି ରହିଥିଲା ଓ ଜଗନ୍ନାଥ ଙ୍କ ନନ୍ଦିଘୋଷ ରଥ ଗୁଣ୍ଡିଚା ମନ୍ଦିର ନିକଟରେ ଭଜନ ଶୁଣିବା ପାଇଁ ଅଟକି ରହିଥିଲା ।

ପବିତ୍ର ବଡ ଏକାଦଶୀ ରେ ରଥଟଣା ବନ୍ଦ ରହିଥିବା ବେଳେ , ପଚୁଂଦୋଳ ପଡିଆଠାରେ ଟାଉନ୍ କ୍ଲବ ଆନୁକୂଲ୍ୟାରେ ଓଡିଶାର ସୁନାମଧନ୍ୟ କଣ୍ଠ ଶିଳ୍ପିମାନଙ୍କୁ ନେଇ ଏକ ଭଜନ ସମାରୋହ
ଅନୁଷ୍ଠିତ ହୋଇଯାଇଥିଲା । ଆଜି ରଣପୁର ରେ ପ୍ରବଳ ବର୍ଷା ହୋଇଥିଲା । ଯାହାଫଳରେ ରଥ
ଭିଡାରେ ସମସ୍ୟା ଦେଖାଦେଇଥିଲା । କିନ୍ତୁ ପ୍ରବଳ ମାତ୍ରରେ ବର୍ଷା ହେଉଥିଲେ ମଧ୍ୟ ଏହି
ବର୍ଷା କୁ ଖାତିରି ନକରି ମହିଳା ମାନେ ଅପରାହ୍ନ ୩ ଟାରେପ୍ରଥମେ ଦେବୀ ସୁଭଦ୍ରାଙ୍କ
ଦେବଦଳନ ରଥକୁ ମହିଳା ମାନେ ଟାଣି ନେଇ ମନ୍ଦିର ନିକଟରେ ପହଚାଂଇଥିଲେ ।

ପରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣାଯାଇଥିଲା । କିନ୍ତୁ ନନ୍ଦିଘୋଷ ରଥ ଦଧିବାମନ ମଠ ନିକଟରେ ପହଚିଂଥିବା ବେଳେ ରଥ ୪ ଟି ଯାତ୍ରା ଦୋକାନ ଉପରେ ଲାଗିଯାଇଥିଲା । ଯାହାଫଳରେ ଉଠା ଦୋକାନ ଦୁଇଟିକୁ ଭଙ୍ଗା ଜିବାପରେ ରଥ ପୁଣି ଟଣା ହୋଇଥିଲା । ଅପରାହ୍ନ ୬.୪୫ ମିନିଟ୍ ରେ ନନ୍ଦିଘୋଷ ରଥ ଦୋଳମଣ୍ଡପ ନିକଟରେ ପହଚିଂଥିଲା । ପରେ ଏକ ସୁସଜ୍ଜିତ ବିମାନରେ ମନ୍ଦିରରୁ ମହାଲକ୍ଷ୍ମୀ ଯାଇ ଜଗନ୍ନାଥଙ୍କ ରଥ ସମ୍ମୁଖରେ ପହଚିଂଥିଲେ । ରଥ ଚାରିପଟେ ନିରୀକ୍ଷଣ କଲାପରେ ସେଠାରେ ଆଳତି ଅନୁଷ୍ଠିତ ହୋଇଥିଲା ।

ପରେ ଜଗନ୍ନାଥଙ୍କଠାରୁ ଆଜ୍ଞାମାଳ ପାଇ ମହାଲକ୍ଷ୍ମୀ ମନ୍ଦିରକୁ ଗମନ କରିଥିଲେ । ଲକ୍ଷ୍ମୀ ନାରାୟଣଙ୍କର ଏହି ଭେଟ ନୀତି ଦେଖିବା ପାଇଁ ହଜାର ହଜାର ଭକ୍ତଙ୍କ ସମାଗମ ହେବା ସହ ହରିବୋଲ ହୁଳହୁଳିରେ ଏକ ଭକ୍ତି ମୟ ପରିବେଶ ସୃଷ୍ଟି ହୋଇଥିଲା । ମହାଲକ୍ଷ୍ମୀ ମନ୍ଦିର ଆସି ଚାହାଣୀ ମଣ୍ଡପରେ ଉପସ୍ଥିତ ହୋଇଥିଲେ । ସେଠାରେ ଆଳତି ସମାପନ ପରେ ନନ୍ଦିଘୋଷ ସିଂହଦ୍ୱର ନିକଟରେ ଲାଗିଥିଲା । ରଥ ସିଂହ ଦ୍ୱାର ରେ ପହଚିଂଲା ବେଳକୁ ରାତି ହୋଇଯାଇଥିଲା ।

ଆଜି ଅଧର ପଣା ନିତି ସଂମ୍ପନ୍ନ ପରେ ତିନି ଠାକୁରଙ୍କୁ ନିଳାଦ୍ରି ବିଜେ କରାଯିବ ବୋଲି ମନ୍ଦିର ପ୍ରଶାସନ ତରଫରୁ ଜଣାଯାଇଛି । ଆଜି ରଥ ଯାତ୍ରାରେ ସ୍ଥାନୀୟ ତହସିଲଦାର ଅଶୋକ ପଟନାୟକ,ନୟାଗଡ ଜିଲ୍ଲାପରିଷଦ ଅଧକ୍ଷ ଦେବାଶିଷ୍ ପଟନାୟକ,ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର,ଏନଏସି ଅଧକ୍ଷା ରଙ୍ଗିନ୍ ମହାନ୍ତି, ଏନଏସି ଉପାଧକ୍ଷ ବିଶ୍ୱରଞନ ପଟନାୟକ,ସ୍ଥାନୀୟ ଆଇଆଇସି ଜ୍ୟୋତିପ୍ରକାଶ ପଣ୍ଡା ,ରାଜା ମହାନ୍ତି ଓ ମନ୍ଦିର ମ୍ୟାନେଜର ରମେଶ ଚନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହିଥିଲେ । ସାମ୍ବାଦିକ ସଂଘ ର ସମସ୍ତ ସାମ୍ବାଦିକ ତଥା ବରିଷ୍ଠ ବୁଦ୍ଧିଜୀବୀ ସମାଜସେବୀ ମାନେ ଯୋଗ ଦେଇଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version