• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୌଦ୍ଧର ପ୍ରସିଦ୍ଧ ବାହୁଡା ଯାତ୍ରା ମହାସମାରୋହରେ ପାଳିତ : ତିନି ଠାକୁରଙ୍କୁ ମନ୍ଦିରରୁ ଗୋଟିପହଣ୍ଡିରେ ଅଣାଯାଇଥିଲା

Proprietor Abhimanyu Maharana by Proprietor Abhimanyu Maharana
July 12, 2022
in ଓଡ଼ିଶା, ବୌଦ୍ଧ, ହୋମ୍
0
ବୌଦ୍ଧର ପ୍ରସିଦ୍ଧ ବାହୁଡା ଯାତ୍ରା ମହାସମାରୋହରେ ପାଳିତ : ତିନି ଠାକୁରଙ୍କୁ ମନ୍ଦିରରୁ ଗୋଟିପହଣ୍ଡିରେ ଅଣାଯାଇଥିଲା

Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୧୨ ଜୁଲାଇ ମଙ୍ଗଳବାର/ବୌଦ୍ଧ :- ପ୍ରଭୁ ଶ୍ରୀଜଗନ୍ନାଥ ଭାଇ ଭଉଣୀଙ୍କ ସହ ନଅ ଦିନର ଲୀଳାଖେଳା ପରେ ନିଜ ମନ୍ଦିରକୁ ବାହୁଡିଛନ୍ତି । ବୌଦ୍ଧର ପ୍ରସିଦ୍ଧ ବାହୁଡା ଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି । ମାଉସୀ ମା ମନ୍ଦିରରେ ସକାଳ ନୀତିକାନ୍ତି ପରେ ତିନି ଠାକୁରଙ୍କୁ ସ୍ୱତନ୍ତ୍ର ବେଶ କରାଯିବାପରେ ଅପରାହ୍ନ ୪ ଟାରେ ବ୍ରାହ୍ମଣସେବକମାନଙ୍କ ଦ୍ୱାରା ତିନି ଠାକୁରଙ୍କୁ ମନ୍ଦିରରୁ ବାହାରକୁ ଅଣାଯାଇ ଗୋଟିପହଣ୍ଡିରେ ନିଆଯାଇଥିଲା । ଏହି ସମୟରେ ଭକ୍ତମାନଙ୍କ ଦ୍ୱାରା ବଡଦାଣ୍ଡର ବିଭିନ୍ନ ସ୍ଥାନରେ ପରମ୍ପରା ମୁତାବକ ବାଟଭୋଗ ସବୁ ଲାଗି କରାଯାଇଥିଲା ।

ବ୍ରାହ୍ମଣସେବକଙ୍କ କାନ୍ଧରେ ତିନିଠାକୁର ଝୁଲି ଝୁଲି ପହଣ୍ଡିଯାତ୍ରାରେ ଯିବାବେଳେ ସକିର୍ତନ, ଘଣ୍ଟ ଓ ଶଙ୍ଖ ନାଦରେ ବଡଦାଣ୍ଡ ପୁରି ଉଠିଥିଲା । ଠାକୁରମାନଙ୍କୁ ରଥାରୁଢ କରାଯିବାପରେ ପରମ୍ପରା ଅନୁଯାୟୀ ଶିଶୁମାନଙ୍କ ରଥ ଛୁଆଁ ଓ ବୌଦ୍ଧ ରାଜପରିବାରର ସତ୍ୱାଧିକାରୀ ଦେବେନ୍ଦ୍ର ପ୍ରସାଦ ଦେବଙ୍କ ଦ୍ୱାରା ଛେରା ପହଁରା ନିତି ସଂପର୍ଣ୍ଣ ହୋଇଥିଲା । ସନ୍ଧ୍ୟା ସମୟରୁ ଝିପି ଝିପି ବର୍ଷା ସତ୍ୱେ ରଥାରୁଢ ତିନି ଠାକୁରଙ୍କୁ ଦର୍ଶନ କରିବାକୁ ପ୍ରବଳ ଭକ୍ତଙ୍କ ସମାଗମ ହୋଇଥିଲା । ସେହିପରି ହରିଗୁଢି ରଥରେ ତିନି ଠାକୁର ରଥାରୁଢ ହେବାପରେ ପରମ୍ପରା ଅନୁଯାୟୀ ମହିଳା ମାନେ ରଥ ଟାଣିଥିଲେ ।

ଜିଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଧାରା ବିବରଣୀ ପ୍ରଦାନ ସହିତ ସୂଚନା କେନ୍ଦ୍ର ଖୋଲାଯାଇ ଉତ୍କଳ ପ୍ରସଙ୍ଗ ବିକ୍ରୟ କରାଯାଇଥିଲା । ଅଧ୍ୟାପକ ପ୍ରତାପ କୁମାର ରଥ,ଚନ୍ଦ୍ରକାନ୍ତ ନାଏକ,ହୃଷିକେଶ ପ୍ରଧାନ,ଇ. ସଂର୍ଜ କୁମାର ପଣ୍ଡା,ସୁଶାନ୍ତ କୁମାର ମହାପାତ.ଜ୍ଞାନ ରଞ୍ଜନ ଶତପଥୀ,ଉମେଶ ପ୍ରସାଦ ମେହେର,ସନ୍ତୋଷ କର୍ଣ୍ଣ,ଦୁଃଖିଶ୍ୟାମ ବେହେରା,ଶିବଦତ ପଟ୍ଟନାୟକ ପ୍ରମୁଖ ଧାରା ବିବରଣୀ ପ୍ରଦାନ କରିଥିଲେ । ଜିଲାପାଳ ଲଲାଟେନ୍ଦୁ ମିଶ୍ର,ଏସପି ଜ୍ଞାନରଞ୍ଜନ ମହାନ୍ତି, ଅତିରିକ୍ତ ଜିଲାପାଳ ବବିତାରାଣୀ ଦଳବେହେରା,ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମେହେର,ଉପଜିଲାପାଳ ସନତ କୁମାର ନାଏକ,

ତହସିଲଦାର ଦେବୀ ପ୍ରସାଦ ଦାଶ,ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ୱାଇଁ ଓ ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତିି ବଳିୟାରସିଂହ ପ୍ରମୁଖ ଉପସ୍ଥିତ ରହିତ ବାହୁଡା ଯାତ୍ରାର ବିଭିନ୍ନ କାର‌୍ୟ୍ୟ ତଦାରଖ କରିବା ସହିତ ରଥ ଟାଣିଥିଲେ । କିନ୍ତୁ ପ୍ରଶାସନ ପକ୍ଷରୁ ପୂର୍ବ ପ୍ରସ୍ତୁତି ଓ ବାରମ୍ବାର ନିବଦେନ ସତ୍ୱେ ପହଣ୍ଡି ଓ ରଥ ଟଣାରେ ବହୁ ବିଳିମ୍ବ ଯୋଗୁଁ ଦୂର ଦୁରାନ୍ତରୁ ଆସିଥିବା ଭକ୍ତମାନେ ରଥ ଟଣା ଶେଷ ନହେବା ପୁର୍ବରୁ ଚାଲିଯିବା ସହ ବିଳମ୍ବ ଯୋଗୁଁ ବହୁ ଭକ୍ତଙ୍କ ମନରେ ଅଶାନ୍ତି ଭାବ ପ୍ରକାଶ ପାଇଥିଲା । ଜନଗହଳିକୁ ଦୃଷ୍ଟିରେ ରଖି ଜିଲା ପୋଲିସ ପକ୍ଷରୁ ବ୍ୟାପକ ଭାବରେ ମୃତୟନ ହୋଇଥିଲେ । ତେବେ ରଥଯାତ୍ରା ଭଳି ବାହୁଡାଯାତ୍ରା ମଧ୍ୟ ସକାଳୁ ପହଣ୍ଡି ଆରମ୍ଭ କରାଯାଇ ଠିକ୍ ସମୟରେ ରଥଟଣା ହେଲେ ବହୁ ଭକ୍ତ ରଥାରୁଢ ଠାକୁରଙ୍କ ଦର୍ଶନ କରିପାରନ୍ତେ ବୋଲି ସାଧାରଣରେ ମତପ୍ରକାଶ ପାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version