• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନେହରୁ ଯୁବ କେନ୍ଦ୍ର ତରଫରୁ : ବିଶ୍ୱ ଜନସଂଖ୍ୟା ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
July 12, 2022
in ଓଡ଼ିଶା, କନ୍ଧମାଳ, ହୋମ୍
0
ନେହରୁ ଯୁବ କେନ୍ଦ୍ର ତରଫରୁ : ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୧୨ ଜୁଲାଇ ମଙ୍ଗଳବାର/କନ୍ଧମାଳ :- କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକର ଗୁଦାରି ଜିଏନଏମ୍‌ କଲେଜ ସଭା ଗୃହ ଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ କଲେଜ ମୁଖ୍ୟ ସନ୍ତୋଷ କୁମାର ମିଶ୍ର ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବରେ ଜିଏନଏମ୍‌ କଲେଜର ଅଧ୍ୟକ୍ଷ ସଙ୍ଘମିତ୍ର ସିଂ, ଅଧ୍ୟାପିକା ରଶ୍ମିତା ଜେନା , ଅଧ୍ୟାପକ ଦେବବ୍ରତ ଜେନା, ଗୁଡାରି ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ରଶ୍ମିରେଖା ପ୍ରଧାନ, ଯୋଶବନ୍ତୀ ଘଟାଲ, ଏବଂ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସହ କର୍ମୀ ସତ୍ୟବାନ ଦଳବେହେରା, ସ୍ୱେଚ୍ଛାସେବୀ ଚନ୍ଦ୍ର ମଣି ଦେହୁରୀ, ରୀତିମା ବାଘ ପ୍ରମୁଖ ଯୋଗ ଦେଇଥିଲେ ।

ଏହି କାର୍ଯ୍ୟକ୍ରମକୁ କଲେଜ ଛାତ୍ରଛାତ୍ରୀ ଏବଂ ନେହରୁ ଯୁବ କେନ୍ଦ୍ରର ସ୍ୱେଚ୍ଛାସେବୀ ମାନେ ଯୋଗଦାନ କରିଥିଲେ । ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବକୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ହେଲନ ଶେଖର ବେହେରା ପ୍ରଥମ, ଋତୁପୂର୍ଣ୍ଣ। ବିଶୋଇ ଦ୍ୱିତୀୟ ଏବଂ କୁନ୍ତଳା ବେହେରା ତୃତୀୟ ସ୍ଥାନ ଅଧିକାର କରିଥିଲେ । ଏହି ଅବସରରେ ମୁଖ୍ୟ ଅତିଥି ଏହି ଦିବସର ମୁଖ୍ୟ ଲକ୍ଷ୍ୟ ଓ ଉଦେଶ୍ୟ ବିଷୟରେ ଉପସ୍ଥିତ ଛାତ୍ର ଛାତ୍ରୀ ମାନଙ୍କୁ ଅବଗତ କରିଥିଲେ । ବୈଠକରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସହକର୍ମୀ ସତ୍ୟବାନ ଦଳବେହେରା ମୁଖ୍ୟ ଅତିଥି, ଅନ୍ୟାନ୍ୟ ଅତିଥି ଓ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ କରିଥିବା ବେଳେ ଚନ୍ଦ୍ରମଣି ଦେହୁରୀ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

October 7, 2026
OPPO Celebrates a 10 of F Series in India with the Launch of F35 Series, Bringing the Group Selfie Expert  to a New Generation

ଏଫ୍୩୫ ସିରିଜ୍ ବଜାର ପ୍ରବେଶ ସହିତ ଭାରତରେ ଏଫ୍ ସିରିଜର ୧୦ ବର୍ଷ ପୂର୍ତ୍ତି ପାଳନ କଲା ଓପୋ

7th Odisha Travel Bazaar Concludes Successfully, Marking a  New Chapter in Odisha’s Tourism Journey

୭ମ ଓଡ଼ିଶା ଟ୍ରାଭେଲ ବଜାର ସଫଳତାର ସହ ଉଦ୍‌ଯାପିତ : ଓଡ଼ିଶା ପର୍ଯ୍ୟଟନ କ୍ଷେତ୍ରରେ ଯୋଡ଼ିହେଲା ନୂଆ ଅଧ୍ୟାୟ

October 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

October 7, 2026
OPPO Celebrates a 10 of F Series in India with the Launch of F35 Series, Bringing the Group Selfie Expert  to a New Generation

ଏଫ୍୩୫ ସିରିଜ୍ ବଜାର ପ୍ରବେଶ ସହିତ ଭାରତରେ ଏଫ୍ ସିରିଜର ୧୦ ବର୍ଷ ପୂର୍ତ୍ତି ପାଳନ କଲା ଓପୋ

October 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version