• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ରାଜଗୁରୁ ସାହି ସ୍ଥିତ ଦୁର୍ଗା ପ୍ରସାଦ ବ୍ୟାୟାମ ସାଳା ଠାରେ ଭାରତୀୟ ମଜଦୁର ସଂଘର ଗଜପତି ଜିଲ୍ଲା ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
July 13, 2022
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ରାଜଗୁରୁ ସାହି ସ୍ଥିତ ଦୁର୍ଗା ପ୍ରସାଦ ବ୍ୟାୟାମ ସାଳା ଠାରେ ଭାରତୀୟ ମଜଦୁର ସଂଘର ଗଜପତି ଜିଲ୍ଲା ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୧୨ ଜୁଲାଇ ମଙ୍ଗଳବାର/ପାରଳାଖେମୁଣ୍ଡି :- ଭାରତୀୟ ମଜଦୁର ସଂଘ ର ଗଜପତି ଜିଲ୍ଲା ସମିଳନୀ ପାରଳାଖେମୁଣ୍ଡି ରାଜଗୁରୁ ସାହି ସ୍ଥିତ ଅନୁଷ୍ଠିତ ଦୁର୍ଗା ପ୍ରସାଦ ବ୍ୟାୟାମ ସାଳା ପରିସରରେ ହୋଇଯାଇଛି ଜିଲ୍ଲା ସଂପାଦକ ଶ୍ରୀ ସୁଜିତ ପ୍ରଧାନଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଫଟୋ ଚିତ୍ର ରେ ଦ୍ଵିପ ପ୍ରଜ୍ବଳିତ କରି ଶ୍ରମିକ ଗିତ ଗାନ କରାଯିବା ସହ ମୃତ୍ୟୁ ବରଣ କରିଥିବା ସମସ୍ତ ଶ୍ରମିକ ଭାଇ ଭଉଣୀ ମାନଙ୍କ ପାଇଁ ୨ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ଉକ୍ତ ବୈଠକରେ ମୁଖ୍ୟ ଅତିଥି ଭାବେ ଭାରତୀୟ ମଜଦୁର ସଙ୍ଘର ରାଜ୍ୟ ଉପସାଧାରଣ ସମ୍ପାଦକ ଶ୍ରୀ ଶାନ୍ତନୁ କୁମାର ମହାପାତ୍ର ,

ସମ୍ମାନୀୟ ଅତିଥି ଭାବେ ଶ୍ରମିକ ନେତା ତଥା ଭାରତୀୟ ମଜଦୂର ସଂଘର ରାଜ୍ୟ ସମ୍ପାଦକ ଶ୍ରୀ ଯୋଗେଶ୍ୱର ଦାସ ଯୋଗଦେଇ ପ୍ରକାଶ କରିଛନ୍ତି ଯେ ଭାରତୀୟ ମଜଦୂର ସଙ୍ଘ ଏକ ଭାରତୀୟ ବିଚାରଧାରା ଏବଂ ଏକ ଅଣ ରାଜନୈତିକ କେନ୍ଦ୍ରୀୟ ଶ୍ରମିକ ସଂଘଠନ ଏବଂ ଶ୍ରମିକ ମାନଙ୍କର ସ୍ୱାର୍ଥ ଏବଂ ସମ୍ମାନ ରକ୍ଷା ପାଇଁ ଲଢେ଼ଇ କରି ଆଜି ଦେଶରେ ପ୍ରଥମ ସ୍ଥାନ ଅଧିକାର କରି ଆସି ଅଛି । ଆଜି ଦେଶର ପୋଲି ଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ସମସ୍ତ ସରକାରୀ , ବେସରକାରୀ ଓ କଳକାରଖାନା କ୍ଷେତ୍ରରେ ଶ୍ରମିକ ମାନଙ୍କର ସମସ୍ତ ସୁବିଧା ଅସୁବିଧା କୁ ସମାଧାନ କରି ଭାରତରେ ପ୍ରଥମ ସ୍ଥାନ ବଜାୟ ରଖି ଆସୁଛି ।

ଉକ୍ତ କାର୍ଯ୍ୟକ୍ରମକୁ ଭାରତୀୟ ମଜଦୁର ସଂଘ ର ନେତୃତ୍ବରେ ଆୟୋଜିତ ସମ୍ମିଳନୀର ପରିସେଷରେ ଜିଲ୍ଲାର ନୂତନ କର୍ମ କର୍ତ୍ତା ଚୟନ କରାଯାଇଥିଲା । ରାଜ୍ୟ ଉପସାଧାରଣ ସମ୍ପାଦକ ଶ୍ରୀ ଶାନ୍ତନୁ କୁମାର ମହାପାତ୍ର ଏବଂ ରାଜ୍ୟ ସଂପାଦକ ଶ୍ରୀ ଯୋଗେଶ୍ୱର ଦାଶ ଙ୍କ ଉପସ୍ଥିତି ରେ ଜିଲ୍ଲା ସଭାପତି ଭାବେ ସଙ୍କର ଚରଣ ଗୈାଡ ଉପସଭାପତି ଭାବେ ହରି ମୋହନ୍ ପଟ୍ଟନାୟକ , ରବି ସୁବୁଦ୍ଧି , ସଂପାଦକ ଭାବେ ପୂଜିତ ପ୍ରଧାନ , ସହ ସଂପାଦକ ଭାବେ ପୂଷ୍ପାନଜଳୀ ପଣ୍ଡା , ମଖିଲଗଂ ପତି , କୋଷାଧ୍ୟକ୍ଷ ଭାବେ ଇସପନି ଗମାଗଂ ସହ ସକାର୍ଯ୍ୟକାରୀ ସଦସ୍ୟ ଭାବେ ସମସ୍ତ ସଂଘଠନର ସଂପାଦକ ସହ ୭ ଜଣଙ୍କୁ କାର୍ଯ୍ୟକର୍ତ୍ତା ଭାବେ ଚୟନ କରାଯାଇଥିଲେ l

ଉକ୍ତ କାର୍ଯ୍ୟକ୍ରମରେ ଭାରତୀୟ ମଯଦୁର ସଙ୍ଘ ଦ୍ୱାରା ପରିଚାଳିତ ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ ୱାରକର୍ସ ଆସୋସିଏସନ୍ , ଓଡ଼ିଶା ରାଜ୍ୟ ଆଶା କର୍ମୀ ସଙ୍ଘ, ବିଶ୍ୱକର୍ମା ମଜଦୁର ସଂଘ, ବ୍ୟବସାୟ ମଜଦୁର ସଂଘ , ପାଚିକା ସଂଘ ଏବଂ ସମସ୍ତ ବ୍ଲକ ର କାର୍ଯ୍ୟ କର୍ତ୍ତା ଯୋଗଦେଇ ଥିଲେ । ଉକ୍ତ ଜିଲ୍ଲା ସମ୍ମିଳନୀ କାର୍ଯ୍ୟକ୍ରମ କୁ ପଦ୍ମଚରଣ ମିଶ୍ର , ସମିକ୍ଷା ଗମାଙ୍ଗ , ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

May 11, 2026
ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 11, 2026
Russia’s Newfound Love in the Pink City & India’s Echo in the Northern Lights

ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ସହଭାଗୀ କାହାଣୀ କଥନ ଜରିଆରେ ଏକ ମଜଭୁତ ନୂଆ ଅଧ୍ୟାୟକୁ ପ୍ରବେଶ କଲା

May 11, 2026
Russia’s Newfound Love in the Pink City & India’s Echo in the Northern Lights

Russia’s Newfound Love in the Pink City & India’s Echo in the Northern Lights

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

May 11, 2026
ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version