• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅପହଂଚ ଇଲାକାର କରୁଣ କାହାଣୀ : ରାସ୍ତା ନାହିଁ କି ପୋଲ ନାହିଁ – ଖଟିଆରେ ବୁହା ହୋଇ ସ୍ୱାସ୍ଥ୍ୟକେନ୍ଦ୍ର ଗଲେ ବୃଦ୍ଧ

Proprietor Abhimanyu Maharana by Proprietor Abhimanyu Maharana
July 16, 2022
in ଓଡ଼ିଶା, କୋରାପୁଟ, ହୋମ୍
0
ଅପହଂଚ ଇଲାକାର କରୁଣ କାହାଣୀ : ରାସ୍ତା ନାହିଁ କି ପୋଲ ନାହିଁ – ଖଟିଆରେ ବୁହା ହୋଇ ସ୍ୱାସ୍ଥ୍ୟକେନ୍ଦ୍ର ଗଲେ ବୃଦ୍ଧ
Share on FacebookShare on TwitterWhatsapp

ସରକାର ଆମ ଦୁଃଖ କେବେ ବୁଝିବେ : ୫ଟି ଙ୍କ ନଜରରେ ପଡୁନି ବୈପାରିଗୁଡ଼ା ବ୍ଲକ୍ ର କିଛି ଦୁର୍ଗମ ଅଞ୍ଚଳ – ୪ କିଲୋମିଟର ରୋଗୀଙ୍କୁ ବୁହାହେଉଛନ୍ତି ଖଟିଆରେ

ଓଡ଼ିଶା ତାଜା ନ୍ୟୁଜ୍/୧୬ ଜୁଲାଇ ଶନିବାର/ବୈପାରିଗୁଡା :- ରାଜ୍ୟ ସରକାର ଗାଁ ଠାରୁ ସହରର ଦୂରତା କମାଇବା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ ନିର୍ମାଣ କରୁଛନ୍ତି ରାସ୍ତା । ହେଲେ ପ୍ରଶାସନର ଆନ୍ତରିକତାର ଅଭାବ ପାଇଁ ସାଧାରଣ ଲୋକେ ହେଉଛନ୍ତି ହନ୍ତସନ୍ତ । ମୁଖ୍ୟ ସଡକରୁ ବିଭିନ୍ନ ଦୁର୍ଗମ ଗ୍ରାମକୁ ଭଲ ପକ୍କାରାସ୍ତା ନଥିବା ବେଳେ ଗ୍ରାମବାସୀ ବାରମ୍ବାର ଗୁହାରି କଲେ ମଧ୍ୟ କେହିଁ ଗୁହାରୀ ଶୁଣିବାକୁ ନାରାଜ । ପାହାଡି ରାସ୍ତା ଏବେ ପାଲଟିଛି ମରଣଯନ୍ତ୍ର । ଗାଁକୁ ଯିବା ପାଇଁ ନାହିଁ ରାସ୍ତା ଅଥବା ଗାଁ ନିକଟରେ ଥିବା ନଦୀ ଉପରେ ନାହିଁ ପୋଲର ବ୍ୟବସ୍ଥା । ତେଣୁ ଗାଁ କୁ ପହଂଚି ପାରି ନାହିଁ ଆମ୍ବୁଲାନ୍ସ କି ଅନ୍ୟ କିଛି ଯାନବାହାନ । ରୋଗ ବୈରାଗ ସମୟରେ ବୈପାରିଗୁଡା ବ୍ଳକର କିଛି ଦୁର୍ଗମ ଅଂଚଳର ଲୋକଙ୍କ ଭରସା କେବଳ ଖଟିଆ ।

ବର୍ଷା ସମୟରେ ଭରା ନଦୀ ଓ ପାହାଡିଆ ରାସ୍ତା ଦେଇ ଖଟିଆରେ ରୋଗୀ ବୁହା ହୋଇ ପାର କରନ୍ତି ଗ୍ରାମବାସୀ । ଏଭଳି ସ୍ଥିତିରେ ଜଣେ ବୃଦ୍ଧଙ୍କ ଯନ୍ତ୍ରଣା ଦେଖିବାକୁ ମିଳିଛି କୋରାପସ୍ୱଙ୍କ ଜିଲ୍ଲା ବୈପାରିଗୁଡା ବ୍ଲକର ଦୁର୍ଗମ ଅଂଚଳ ଭାବେ ପଡି ରହିଥିବା ବୋଦାପୁଟ ପଂଚାୟତର ନୁଆଗୁଡା ଗାଁ ରେ । ଗାଁର ଘନ ଟାକ୍ରି ଙ୍କ ହେଦ ଖରାପ ହେବା ପରେ ଆମ୍ବୁଲାନ୍ତ୍ର ସହ ଯୋଗାଯୋଗ କରିଥିଲେ ପୁଅ ଧନସାଇ । କିନ୍ତୁ ଗାାଁ କୁ ଆମ୍ବୁଲାନ୍ତ୍ର ଯିବା ପାଇଁ ରାସ୍ତା ନଥିବା ବେଳେ ଗାଁ ଠାରୁ ବାହାରିବା ପରେ ନଦୀ ପାହାଡିଆ ରାସ୍ତା ଦେଇ ପ୍ରାୟ ୪ କିଲୋମିଟର ରୋଗୀଙ୍କୁ ଏକ ଖଟିଆରେ ବୋହି ପି.ମାଳିଗୁଡା ଆଣିବା ପରେ ଆମ୍ବୁଲାନ୍ତ୍ର ଯୋଗେ ବୈପାରିଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଂଚାଇ ଥିବାର ଜଣାପଡିଛି । ସୂଚନାଯୋଗ୍ୟ ଯେ ସ୍ୱାଧିନତାର ଦୀର୍ଘ ବର୍ଷ ବିତି ଯାଇଥିଲେ ମଧ୍ୟ ବୈପାରିଗୁଡା ବ୍ଲକର ଅନେକ ଦୁଗର୍ମ ଅଂଚଳ ରହିଛି ଯେଉଁ ଠି କୁ ଗମନା ଗମନ ପାଇଁ ରାସ୍ତା ଅଥବା ପୋଲର ବ୍ୟବସ୍ଥା ନଥିବାରୁ ଲୋକେ ଦୁର୍ବିସହ ଜୀବନ ବିତାନ୍ତି ।

ବ୍ଲକ କଥା ଛାଡନ୍ତୁ ପଂଚାୟତ ମୁଖ୍ୟାଳୟକୁ ମଧ୍ୟ ଯୋଗାଯୋଗ ପାଇଁ ରାସ୍ତା ନଥିବାରୁ ଅନେକ ସମୟରେ ଅସୁବିଧାର ସମ୍ମୁଖ୍ୟନ ହେଇଥାନ୍ତି ଦୁର୍ଗମ ଅଂଚଳରେ ବସବାସ କରୁଥିବା ଲୋକେ । ବର୍ଷା ହେଉଥିବା ସମୟରେ କୌଣସି ଲୋକ ରୋଗରେ ଶିକାର ହେଲେ ଅବା କୌଣସି ମହିଳା ଗର୍ତି ଯନ୍ତ୍ରଣାରେ ଛଟପଟ ହେଲେ ଭରସା କେବଳ ଭଗବାନ । ଖଟିଆରେ ଡାକ୍ତରଖାନାକୁ ନିଆଯାଉଥିବା ରୋଗୀ ପୁଣି ଏବେ ବିପଦ ଜନକ ଅବସ୍ଥାରେ ଖଟିଆରେ ବୁହା ହେଇ ୪ କିଲୋମିଟର ରାସ୍ତା ପଥର ,ଜଙ୍ଗଲ ପାର ହେଇ ଯିବାକୁ ପଡୁଥିବା ର ଦୁଃଖ୍ୟ ସବୁ ସମୟରେ ଏହି ଅଂଚଳରେ ଦେଖାଯାଉଥିଲେ ମଧ୍ୟ ଏହାର ପ୍ରତିକାର ବ୍ୟବସ୍ଥା ରାଜ୍ୟ ସରକାର କରୁନଥିବାରୁ ସାଧାରଣରେ ଘୋର ଅସନ୍ତୋଷ ପ୍ରକାଶ ପାଇଛି ।

ବିକାଶର ନାରା ଦେଉଥିବା ସରକାର ଓ ପ୍ରଶାସନ କେବେ ଏହି ଗାଁର ରାସ୍ତା ନିର୍ମାଣ ଉପରେ ଗୁରୁୂତ୍ୱ ଦେବେ ? ତାହା ଦେଖିବାକୁ ବାକି ରହିଲା । ଗ୍ରାମର ରାସ୍ତାକୁ ନେଇ ଗ୍ରାମବାସୀ ଜିଲ୍ଲା ପ୍ରଶାସନ ନିକଟରେ ବାରମ୍ବାର ଲିଖିତ ଓ ମୌଖିକ ଭାବେ ଜଣାଇଲେ ମଧ୍ୟ ସମସ୍ୟାର ସମାଧାନ ହୋଇପାରୁନି । ଯଦ୍ୱାରା ଗ୍ରାମବାସୀ ରାସ୍ତା ସମସ୍ୟା ଯୋଗୁଁ ବିଭିନ୍ନ ସମୟରେ ନାହିଁ ନଥିବା ଅସୁବିଧାର ସମ୍ମୁଖ୍ୟନ ହେଉଛନ୍ତି । ଏଣୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଥିପ୍ରତି ସ୍ୱତନ୍ତ୍ର ଭାବେ ଦୃଷ୍ଟି ଦେବାକୁ ଅଂଚଳବାସୀଙ୍କ ପକ୍ଷରୁ ଦାବି ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026
ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

September 12, 2026
ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ

ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ

September 11, 2026
ବାର୍ଷିକ ବିଜ୍ଞାନମେଳା ଓ କଣ୍ଢେଇ ମେଳା ଅନୁଷ୍ଠିତ : ୧୬୦ ପ୍ରକଳ୍ପରେ ଝଲସିଲା କୁନି ବୈଜ୍ଞାନିକଙ୍କ ପ୍ରତିଭା

ବାର୍ଷିକ ବିଜ୍ଞାନମେଳା ଓ କଣ୍ଢେଇ ମେଳା ଅନୁଷ୍ଠିତ : ୧୬୦ ପ୍ରକଳ୍ପରେ ଝଲସିଲା କୁନି ବୈଜ୍ଞାନିକଙ୍କ ପ୍ରତିଭା

September 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026
ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version