• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାର ମୋହନା ବ୍ଲକ : ଆଲିଗଣ୍ଡା ଗ୍ରାମ ପଞ୍ଚାୟତର ବିଭିନ୍ନ ସମସ୍ୟା ନେ଼ଇ – ମୋହନା ଠାରେ  ଆଦିବାସୀ ମେଳି

Proprietor Abhimanyu Maharana by Proprietor Abhimanyu Maharana
July 17, 2022
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାର ମୋହନା ବ୍ଲକ : ଆଲିଗଣ୍ଡା ଗ୍ରାମ ପଞ୍ଚାୟତର ବିଭିନ୍ନ ସମସ୍ୟା ନେ଼ଇ – ମୋହନା ଠାରେ  ଆଦିବାସୀ ମେଳି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୧୭ ଜୁଲାଇ ରବିବାର /ପାରଳାଖେମୁଣ୍ଡି :- ମତିଲେ ଆଦିବାସୀ । ଫଳରେ ନଇଁଲା ପ୍ରଶାସନ । ଗଜପତି ଜିଲ୍ଲା ମୋହନା ବ୍ଲକରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ସୂଚନା ଅନୁଯାୟୀ, ମୋନହା ବ୍ଲକ ଅନ୍ତର୍ଗତ ଆଲିଗଣ୍ଡା ଗ୍ରାମ ପଞ୍ଚାୟତର ଆଦିବାସୀଙ୍କ ବହୁ ଅଭିଯୋଗ ରହିଥିଲା । ଏହାକୁ ନେଇ ଅଦିବାସୀ ଅଧିକାର ସୁରକ୍ଷା ମଞ୍ଚ ଆନ୍ଦୋଳନ ପାଇଁ ସଜବାଜ ହେଉଥିଲା । ତେବେ ଏହି ସୂଚନା ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିଲା । ଆଦିବାସୀମାନଙ୍କ ସହ ଆଲୋଚନା କରିବା ପାଇଁ ତହସିଲଦାର କିଶୋର ଚନ୍ଦ୍ର ଦାସ ବ୍ୟବସ୍ଥା କରିଥିଲେ । ଫଳରେ ମୋହନାସ୍ଥିତ କଲ୍ୟାଣ ମଣ୍ଡପରେ ଉଭୟ ପକ୍ଷ ମଧ୍ୟର ବୈଠକ ହୋଇଥିଲା ।

ଏହି ଆଲୋଚନାରେ ଏସଡିପିଓ ଦିଲ୍ଲୀପ କୁମାରଙ୍କ ସମେତ ମୋହନା ଓ ଅଡ଼ବା ପୋଲିସ ମଧ୍ୟ ଉପସ୍ଥିତ ଥିଲେ । ଏହି ଅବସରରେ ଆଲିଗଣ୍ଡା ସରପଞ୍ଚ ଶ୍ରୀମତୀ ବୌଜନ୍ତୀ ମଲ୍ଲିକଙ୍କୁ ନେଇ ଅଦିବାସୀ ସଂଘ ବହୁ ଅଭିଯୋଗ ଆଣିଥିଲା । ଅଭିଯୋଗ ଅନୁଯାୟୀ, ୨୦୧୨ ପଞ୍ଚାୟତ ନିର୍ବାଚନ ସମୟରେ ବୌଜନ୍ତୀ ମଲ୍ଲିକ ଆଦିବାସୀଙ୍କ ପାଇଁ ସଂରକ୍ଷିତ ଥିବା ଆସନରେ ଆଦିବାସୀ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ । ତେବେ ତତକାଳୀନ ମୋହନା ତହସିଲଦାର ଯାଞ୍ଚ କରିବା ପରେ ବୌଜନ୍ତୀ ମଲ୍ଲିକ ପାଣ ଖ୍ରୀଷ୍ଟିଆନ ହୋଇଥିବା ଜାଣିବାକୁ ପାଇଥିଲେ ଫଳରେ ତାଙ୍କ ନାମାଙ୍କନ ପତ୍ର ଖାରଜ ହୋଇଥିଲା ।

ହେଲେ ଚଳିତ ବର୍ଷ ଅନୁଷ୍ଠିତ ପଞ୍ଚାୟତ ନିର୍ବାଚନରେ ବୌଜନ୍ତୀ ମଲ୍ଲିକ ପୁଣିଥରେ ଆଦିବାସୀ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରି ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି । ତେଣୁ ଏହା କିଭଳି ସମ୍ଭବ ହେଲା ବୋଲି ଆଦିବାସୀ ଅଧିକାର ସୁରକ୍ଷା ମଞ୍ଚ ପ୍ରଶ୍ନ କରିଛି । ତେଣୁ ମଞ୍ଚ ପକ୍ଷରୁ ପ୍ରଶାସନ ନିକଟରେ ୪ଟି ଦାବି ଉପସ୍ଥାପନ କରାଯାଇଛି । ସେଗୁଡ଼ିକ ହେଉଛି ଆଲିଗଣ୍ଡା ସରପଞ୍ଚ ଶ୍ରୀମତୀ ବୌଜନ୍ତି ମଲ୍ଲିକଙ୍କ ମିଥ୍ୟା ଜାତି ପ୍ରମାଣପତ୍ର ତୁରନ୍ତ ଖାରଜ କରାଯାଉ । ସେ ହାତେଇ ଥିବା ଲିଜ୍ ବା ଅନ୍ୟ ସମସ୍ତ ଜମି ପଟ୍ଟା ଖାରଜ କିମ୍ବା ସଂଶୋଧନ କରାଯାଉ ।

ସେ ଶିକ୍ଷା ଗ୍ରହଣ କରିଥିବା ଆଲିଗଣ୍ଡା ମିଶନ ବିଦ୍ୟାଳୟରେ ତାଙ୍କ ତଥ୍ୟ ଯାଞ୍ଚ କରାଯାଉ । ଏହାସହ ମିଥ୍ୟା ସତ୍ୟପାଠ ଦାଖଲ କରିଥିବାରୁ ପଞ୍ଚାୟତ ନିର୍ବାଚନ ନୂଆ ନିୟମ ଆଇନ ଅନୁଯାୟୀ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ୬ ମାସ ଜେଲ ଦଣ୍ଡାଦେଶ ଶୁଣାଇବାକୁ ଆଦିବାସୀ ଅଧିକାର ସୁରକ୍ଷା ମଞ୍ଚ ଦାବି କରିଛି । ପ୍ରଶାସନ ପକ୍ଷରୁ ମଧ୍ୟ ସମସ୍ତ ଦାବି ଉପରେ ବିଚାର କରାଯିବ ବୋଲି ଆଶ୍ୱାସନା ଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଘମାରି ପଞ୍ଚାୟତରେ PVTG ବିତ୍ତ ସମୃଦ୍ଧ ଗ୍ରାମ ଅଭିଯାନ ଅନ୍ତର୍ଗତ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ

ବାଘମାରି ପଞ୍ଚାୟତରେ PVTG ବିତ୍ତ ସମୃଦ୍ଧ ଗ୍ରାମ ଅଭିଯାନ ଅନ୍ତର୍ଗତ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ

October 19, 2026
ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

October 19, 2026
ଜ୍ୟୋତିର୍ମୟୀଙ୍କ ଆତ୍ମଜୀବନୀ ‘ଥମିନି ଜୀବନ ସ୍ରୋତ’ ଲୋକାର୍ପିତ

ଜ୍ୟୋତିର୍ମୟୀଙ୍କ ଆତ୍ମଜୀବନୀ ‘ଥମିନି ଜୀବନ ସ୍ରୋତ’ ଲୋକାର୍ପିତ

October 19, 2026
ଖଣ୍ଡପଡା ଅଞ୍ଚଳରେ ଶାରଦୀୟ ଦୁର୍ଗାପୂଜା ଆରମ୍ଭ

ଖଣ୍ଡପଡା ଅଞ୍ଚଳରେ ଶାରଦୀୟ ଦୁର୍ଗାପୂଜା ଆରମ୍ଭ

October 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଘମାରି ପଞ୍ଚାୟତରେ PVTG ବିତ୍ତ ସମୃଦ୍ଧ ଗ୍ରାମ ଅଭିଯାନ ଅନ୍ତର୍ଗତ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ

ବାଘମାରି ପଞ୍ଚାୟତରେ PVTG ବିତ୍ତ ସମୃଦ୍ଧ ଗ୍ରାମ ଅଭିଯାନ ଅନ୍ତର୍ଗତ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ

October 19, 2026
ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

October 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version