• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସୋସିଆଲ ମିଡିଆରେ ହିନ୍ଦୁ ଦେବାଦେବୀ ଙ୍କୁ ବିଭ୍ରାନ୍ତିକର ମନ୍ତବ୍ୟଦେବା ଅଭିଯୋଗରେ ରାଷ୍ଟ୍ରୀୟ ବଜରଙ୍ଗ ଦଳ ପକ୍ଷରୁ ଥାନାରେ ଏତଲା : କାର୍ଯାନୁଷ୍ଠାନ ଦାବୀ

Proprietor Abhimanyu Maharana by Proprietor Abhimanyu Maharana
July 18, 2022
in ଓଡ଼ିଶା, କନ୍ଧମାଳ, ହୋମ୍
0
ସୋସିଆଲ ମିଡିଆରେ ହିନ୍ଦୁ ଦେବାଦେବୀ ଙ୍କୁ ବିଭ୍ରାନ୍ତିକର ମନ୍ତବ୍ୟଦେବା ଅଭିଯୋଗରେ ରାଷ୍ଟ୍ରୀୟ ବଜରଙ୍ଗ ଦଳ ପକ୍ଷରୁ ଥାନାରେ ଏତଲା : କାର୍ଯାନୁଷ୍ଠାନ ଦାବୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୧୮ ଜୁଲାଇ ସୋମବାର/ବାଲିଗୁଡା :- ସୋସିଆଲ ମିଡିଆରେ ହିନ୍ଦୁ ଦେବାଦେବୀ ଙ୍କୁ ଜଣେ ଅଣ ହିନ୍ଦୁ ଧର୍ମର ଯୁବକ ବିଭ୍ରାନ୍ତିକର ମନ୍ତ୍ୟବ୍ୟ ଦେଇଥିବା ନେଇ ବାଲିଗୁଡା ଓ କୋଟଗଡ ଥାନାରେ ରାଷ୍ଟୀୟ ବଜରଙ୍ଗ ଦଳ ଓଡିଶା କନ୍ଧମାଳ ଶାଖା ପକ୍ଷରୁ ଥାନାରେ ଏତଲା ଦିଆଯାଇଛି l ସୂଚନା ପ୍ରକାରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ଅଞ୍ଚଳର ରଶାନ୍ତ ନାୟକ ନାମକ ଜଣେ ଅଣହିନ୍ଦୁ ଯୁବକ ସୋସିଆଲ ମିଡ଼ିଆ (ଫେସବୁକ ଏକାଉଣ୍ଟ ) ରେ ହିନ୍ଦୁ ଧର୍ମର ଆରାଧ୍ୟ୍ୟ ଦେବତା ଜଗନ୍ନାଥ ଙ୍କ ଅପମାନ ସୂଚକ ଏକ ପୋଷ୍ଟ କରିଛନ୍ତି ଯାହାକି ହିନ୍ଦୁ ଧର୍ମର ଭାବାବେଗ ଓ ଧାର୍ମିକ ଭାବନା ପ୍ରତି କୁଠାରଘାତ ହେଉଛି l

ଜ଼ିଲ୍ଲା ରେ ସାମ୍ପ୍ରଦାୟିକ ଦଙ୍ଗା ପରେ ଭାଇଚାରା ଫେରି ଆସୁଥିବା ବେଳେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ଭାଇଚାରା କ୍ଷୁର୍ଣ୍ଣ କରୁଛନ୍ତି l ରଶାନ୍ତ କୁ ଆଇନ ଅନୁଯାୟୀ ଦଣ୍ଡବିଧାନ କରିବାକୁ ରାଷ୍ଟ୍ରୀୟ ବଜରଙ୍ଗ ଦଳ ପକ୍ଷରୁ ଦୃଢ଼ ଦାବୀ କରାଯାଇଛି l ତୁରନ୍ତ ଗିରଫ କରାନଗଲେ ଆଗାମୀ ଦିନରେ ରାଷ୍ଟ୍ରିୟ ବଜରଙ୍ଗ ଦଳ, ଆନ୍ତଃ ରାଷ୍ଟ୍ରିୟ ହିନ୍ଦୁ ପରିଷଦ ସମଗ୍ର ଓଡିଶା ବ୍ୟାପି ଆନ୍ଦୋଳନ କରିବାକୁ ଆନ୍ତଃ ରାଷ୍ଟ୍ରୀୟ ବଜରଙ୍ଗ ଦଳ କନ୍ଧମାଳ ଜ଼ିଲ୍ଲା ସଭାପତି ବିଶ୍ୱଜିତ ସାହୁ ଓ ବାଲିଗୁଡା ବଜରଙ୍ଗ ଦଳ ଶାଖା ପରିଚାଳକ ମନୋଜ କୁମାର ସାହୁ ପ୍ରମୁଖ ଚେତାବନୀ ଦେଇଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

October 7, 2026
OPPO Celebrates a 10 of F Series in India with the Launch of F35 Series, Bringing the Group Selfie Expert  to a New Generation

ଏଫ୍୩୫ ସିରିଜ୍ ବଜାର ପ୍ରବେଶ ସହିତ ଭାରତରେ ଏଫ୍ ସିରିଜର ୧୦ ବର୍ଷ ପୂର୍ତ୍ତି ପାଳନ କଲା ଓପୋ

7th Odisha Travel Bazaar Concludes Successfully, Marking a  New Chapter in Odisha’s Tourism Journey

୭ମ ଓଡ଼ିଶା ଟ୍ରାଭେଲ ବଜାର ସଫଳତାର ସହ ଉଦ୍‌ଯାପିତ : ଓଡ଼ିଶା ପର୍ଯ୍ୟଟନ କ୍ଷେତ୍ରରେ ଯୋଡ଼ିହେଲା ନୂଆ ଅଧ୍ୟାୟ

October 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

ରାଜ୍ୟସ୍ତରୀୟ ଭଜନ ସମ୍ରାଟ ଭିକାରୀ ବଳ ସଂଗୀତ ପ୍ରତିଯୋଗୀତା -୨୦୨୬

October 7, 2026
OPPO Celebrates a 10 of F Series in India with the Launch of F35 Series, Bringing the Group Selfie Expert  to a New Generation

ଏଫ୍୩୫ ସିରିଜ୍ ବଜାର ପ୍ରବେଶ ସହିତ ଭାରତରେ ଏଫ୍ ସିରିଜର ୧୦ ବର୍ଷ ପୂର୍ତ୍ତି ପାଳନ କଲା ଓପୋ

October 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version