• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନାବାଳିକା ଦୁଷ୍କର୍ମ ମାମଲା : ଅଭିଯୁକ୍ତ କୁ ୧୦ ବର୍ଷ ଜେଲ ଓ ଜୋରିମାନା

Proprietor Abhimanyu Maharana by Proprietor Abhimanyu Maharana
July 20, 2022
in ଓଡ଼ିଶା, କନ୍ଧମାଳ, ହୋମ୍
0
ନାବାଳିକା ଦୁଷ୍କର୍ମ ମାମଲା : ଅଭିଯୁକ୍ତ କୁ ୧୦ ବର୍ଷ ଜେଲ ଓ ଜୋରିମାନା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୧୯ ଜୁଲାଇ ମଙ୍ଗଳବାର/କନ୍ଧମାଳ :-  କନ୍ଧମାଳ ଜିଲ୍ଲା ଫୁଲବାଣୀ ତ୍ବରିତ ଓ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଘଟଣାର ୮ ଜଣ ସାକ୍ଷୀ ,ଡାକ୍ତରୀ ରିପୋର୍ଟ,ପିଡିତାଙ୍କ ବୟାନ ଓ ପ୍ରମାଣ ଆଧାର ରେ ମାମଲାର ଅଭିଯୁକ୍ତ ଖଜୁରୀପଡା ଥାନା ଅନ୍ତର୍ଗତ ବନ୍ଧସାହି ର ସିପୁ ବେହେରା (୩୧)କୁ ଦୋଷୀ ସାବ୍ୟସ୍ତ କରିବା ସହ ତାକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ସମେତ ୨0ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଶୁଣାଇଛନ୍ତି । ଜରିମାନା ଅନାଦେୟ ହେଲେ ଆଉ ଅଧିକ ୬ ମାସ ଜେଲ ଦଣ୍ଡ ଭୋଗିବା ପାଇଁ ବିଚାରପତି ଆଦେଶ ଦେଇଛନ୍ତି ।

ଘଟଣାରୁ ପ୍ରକାଶ ଯେ, ଗତ ୨୦୧୫ ମସିହା ମେ ୧୯ ତାରିଖ ରେ ପିଡିତlଙ୍କୁ ଅପହରଣ କରି ଫୁଲବାଣୀ ଆଣି ଗୋଟିଏ ଘରେ ରଖିଥିଲା । ସେଠାରେ ଅଭିଯୁକ୍ତ ସିପୁ ପିଡିତାଙ୍କ ଇଛା ବିରୁଦ୍ଧରେ ତା ସହିତ ଦୁଷ୍କର୍ମ କରୁଥିଲା । ପିଡିତା ଏହି ସଂକ୍ରାନ୍ତରେ ଖଜୁରୀପଡା ଥାନାରେ ଅଭିଯୋଗ କରିଥିଲା । ଅଭିଯୋଗ ଅନୁଯାୟୀ ପୋଲିସ ଏକ ମାମଲା କେଶ ନଂ.୪୩/୧୫ ରେ ଏକ ମକଦ୍ଦମା ରୁଜୁ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମଙ୍ଗଳବାର ବିଚାରପତି ସେହି ମାମଲାର ବିଚାର କରି ଉପରୋକ୍ତ ରାୟ ଶୁଣାଇଛନ୍ତି  l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

7th Odisha Travel Bazaar Concludes Successfully, Marking a  New Chapter in Odisha’s Tourism Journey

October 7, 2026
Odisha’s youth will be skilled in green energy and solar technology along with creating employment opportunities-another step in that direction.

Ranpur – SUBHADEV  ENTERPRISES  (dishtv)

Ranpur – SUBHADEV  ENTERPRISES  (dishtv)

October 7, 2026
Taneira reimagines ‘Solah Shringaar’ for the modern Indian woman with its new Diwali campaign

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

7th Odisha Travel Bazaar Concludes Successfully, Marking a  New Chapter in Odisha’s Tourism Journey

7th Odisha Travel Bazaar Concludes Successfully, Marking a New Chapter in Odisha’s Tourism Journey

October 7, 2026
Odisha’s youth will be skilled in green energy and solar technology along with creating employment opportunities-another step in that direction.

Odisha’s youth will be skilled in green energy and solar technology along with creating employment opportunities-another step in that direction.

October 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version