• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତିଜିଲ୍ଲା ଗୁମ୍ମାବ୍ଲକ ବି.କଳାକୋଟ ପଞ୍ଚାୟତ : ଇଜାଙ୍ଗରିତୁଲ ଓ ବଙ୍ଗଡ଼ିସିଂ ପରିଦର୍ଶନ କଲେ ବିଜେଡ ଜିଲ୍ଲା ସଭାପତି ପ୍ରଦୀପ ନାୟକ

Proprietor Abhimanyu Maharana by Proprietor Abhimanyu Maharana
July 22, 2022
in ଓଡ଼ିଶା, ଗଜପତି, ହୋମ୍
0
ଗଜପତିଜିଲ୍ଲା ଗୁମ୍ମାବ୍ଲକ ବି.କଳାକୋଟ ପଞ୍ଚାୟତ : ଇଜାଙ୍ଗରିତୁଲ ଓ ବଙ୍ଗଡ଼ିସିଂ ପରିଦର୍ଶନ କଲେ ବିଜେଡ ଜିଲ୍ଲା ସଭାପତି ପ୍ରଦୀପ ନାୟକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୨ ଜୁଲାଇ ଶୁକ୍ରବାର )ପାରଳାଖେମୁଣ୍ଡି :- ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ବି.କଳାକଟ ପଞ୍ଚାୟତ ଅଧିନସ୍ଥ ଜାଙ୍ଗରିତୁଲଓବଙ୍ଗଡ଼ିସିଂ ଗ୍ରାମ ନିକଟରେ ସକାଳ ସମୟରେ ଭୂସ୍ଖଳନ ହୋଇଥିଲା।ଭୂସ୍ଖଳନରେ ଅଞ୍ଚଳରେ କାହାର ଜୀବନ ହାନି ହେଇନଥିଲେ ବି ଏହି ଦୁଇ ଗାଁର ମୁଖ୍ୟ ରାସ୍ତାର କୋଲବର୍ଟ ଭାଙ୍ଗି ଯାଇଥିଲା।ଏବଂ ଅନେକ ସ୍ଥାନରେ ଏକର ଏକର ଧାନ ଫସଲ ନଷ୍ଟ ହୋଇଛିବା ସହ କେତେକ ଘର ଭିତରକୁ ପାଣି ପସିଯାଇଛି ଆବଶ୍ୟକ ସାମଗ୍ରୀ ପାଣିରେ ଭାସି ଯାଇଥିଲା। ଅଞ୍ଚଳରେ ଦୁର୍ଘଟଣା ପରେ ପ୍ରଶାସନ ପକ୍ଷରୁ ଉପଯୁକ୍ତ ପଦକ୍ଷେପ ନିଆଯାଇଥିବା ବେଳେ ବୁଧବାର ବିଜୁ ଜନତା ଦଳର ଜିଲ୍ଲା ସଭାପତି ପ୍ରଦୀପ କୁମାର ନାୟକ,ଗୁମ୍ମା ବ୍ଲକ ଅଧ୍ୟକ୍ଷା ସୁନେମି ମଣ୍ଡଳ,ରାୟଗଡ଼ା ବ୍ଲକ ଅଧ୍ୟକ୍ଷା ପୂର୍ଣ୍ଣବାସୀନାୟକ, ଅନ୍ତର୍ଯ୍ୟାମୀ ଗମାଙ୍ଗ ଓ ବିଡ଼ିଓ ଭାସ୍କର ଚନ୍ଦ୍ର ସାହୁ ଭୂସ୍ଖଳନ ସ୍ଥାନରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।

ଏହି ଦୁଇ ଗାଁର ଲୋକଙ୍କ ପାଖରେ ଉପଯୁକ୍ତ ସେବା ପାଇଜନ୍ତି କି ନାହିଁ ସେନେଇ ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ।ପରେ ଗ୍ରାମବାସୀ ମାନେ ଏହି ଅଞ୍ଚଳ ବଦଳରେ ସୁରକ୍ଷିତ ଅଞ୍ଚଳରେ ରହିବାକୁ ଶ୍ରୀ ନାୟକଙ୍କୁ ଅଭିଯୋଗ କରିଥିଲେ। ଗ୍ରାମବାସୀଙ୍କ କହିବା ଅନୁଯାୟୀ ଏହି ଅଞ୍ଚଳରେ ୮ଥର ଛୋଟ ବଡ଼ ଭୂସ୍ଖଳନ ହେଇଆସୁଛି।ତେଣୁ ବର୍ତ୍ତମାନର ଭୂସ୍ଖଳନ ଗ୍ରାମବାସୀଙ୍କୁ ଭୟଭୀତ କରିଥିବା ହେତୁ ତୁରନ୍ତ ସୁରକ୍ଷିତ ସ୍ଥାନରେ ଥଇଥାନ ନିମନ୍ତେ ଆଶାବାଦୀ।ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ ଶ୍ରୀ ନାୟକ ତହସିଲଦାର ଓ ଜିଲ୍ଲାପାଳଙ୍କ ସହ ଆଲୋଚନା କରି ଏହି ସମସ୍ୟାର ସମାଧାନ ତୁରନ୍ତ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।

ଦୁର୍ଘଟଣା ସମ୍ପର୍କରେ ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ଶ୍ରୀ ନାୟକ ଆଗରୁ ଜଣାଇଥିଲେ ସେନେଇ ଆଜି ମଧ୍ୟାହ୍ନ ୧୨ଟା ସମୟରେ ନୂତନ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ରମାଞ୍ଚଳ ଖାମାରି ଅନୁଧ୍ୟାନ କରିଥିବା ଜଣାପଡ଼ିଛି।ସେହିପରି ଅଞ୍ଚଳର ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ବିଡ଼ିଓଙ୍କ ଆଲୋଚନା କରି ପ୍ରଶାସନ ତତ୍ପରତା ଦେଖି ସନ୍ତସଜଣକ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଘଟଣାସ୍ଥଳରେ ଅନ୍ୟତମ ଭାବେ ଗୁମ୍ମା ବ୍ଲକ ସଭାପତି ଏନିୟାସ ଶବର,କଳାକଟ ସରପଞ୍ଚ ସୁଭନୀତା ରଈତ,ଲଷ୍ମୀ ପରିଛା,ଉଖୁରା ସମିତି ସଭ୍ୟ ଇସୋନି ରଇତ,ଗାଇବା ସମିତି ସଭ୍ୟା ମାଳତୀ ଲିମା,ନାଇବ ସରପଞ୍ଚ ମୋଶେଖ,ୱାର୍ଡ ମେମ୍ବର ଓ ବିଜେଡ଼ି କର୍ମୀମାନେ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026
ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

May 11, 2026
ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

May 11, 2026
ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026
ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version