• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ସମର୍ଥ କାର୍ଯ୍ୟାଳୟ ଠାରେ ଭିନ୍ନକ୍ଷମ ମାନଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ ବୁଷ୍ଟର ଡୋଜ ଟୀକକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
July 24, 2022
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ସମର୍ଥ କାର୍ଯ୍ୟାଳୟ ଠାରେ ଭିନ୍ନକ୍ଷମ ମାନଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ ବୁଷ୍ଟର ଡୋଜ ଟୀକକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ(୨୩ ଜୁଲାଇ ଶନିବାର) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଭିନ୍ନକ୍ଷମ ଅନୁଷ୍ଠାନ “ସମର୍ଥ” ଠାରେ ଆଜି ଗୁରାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସ୍ୱତନ୍ତ୍ର ଭାବେ ଭିନ୍ନକ୍ଷମ ଭାଇ ଭଉଣୀ ମାନଙ୍କ ପାଇଁ କୋଭିଡ ବୁଷ୍ଟର ଡୋଜ ଟୀକାକରଣ ଓ କୋଭିଡ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠିତ କୋଭିଡ ସଚେତନତା କାର୍ଯ୍ୟକ୍ରମରେ ସମର୍ଥ ଭିନ୍ନକ୍ଷମ ଅନୁଷ୍ଠାନର ଜିଲ୍ଲା ସମ୍ପାଦକ ଶ୍ରୀ ସନ୍ତୋଷ କୁମାର ମହାରଣାଙ୍କସଭାପତିତ୍ୱରେ ଓଡିଶା ବିକଳାଙ୍ଗ ମଞ୍ଚର ରାଜ୍ୟ ସଭାପତି ଶ୍ରୀ ନିରଞ୍ଜନ ବେହେରା , ଜିଲ୍ଲା ଜନଶିକ୍ଷା ସଂସ୍ଥାନର ଅଧ୍ୟକ୍ଷ ଶ୍ରୀ ଏ: ଜଗନ୍ନାଥ ରାଜୁ ସ୍ୱାସ୍ଥ୍ୟ କେନ୍ଦ୍ରରପିଏଚଇଓ, ମମତା ପାଢ଼ୀ ଏବଂ ହିନ୍ଦୁସ୍ତାନ ଲାଟେକ୍ସ ଫେମିଲି ପ୍ଳାନିଙ୍ଗ ଏଣ୍ଡ ପ୍ରମୋସନ ଟ୍ରଷ୍ଟର ଶ୍ରୀ ବିଜୟର ଶଙ୍କର ପାଢ଼ୀ ଓ ଆରଓ: ପି: ସୁନୀଲ ପ୍ରମୁଖ ମଞ୍ଚାସିନ ଅତିଥି ଭାବେ ଯୋଗଦେଇ ସାମ୍ପ୍ରତିକ ସ୍ଥିତିରେ କୋଭିଡ ବୁଷ୍ଟର ଡୋଜ ନେବା ଆବଶ୍ୟକତା ଓ

ଏହା କିଭଳି ପ୍ରତିରୋଧକ ଶକ୍ତି ବଢ଼ାଇବାରେ ସହାୟକ ହୋଇଥାଏ ତାହାର ବିଭିନ୍ନ ଦିଗ ସମ୍ପର୍କରେ କହିଥିଲେ ଅନ୍ୟପକ୍ଷରେ, ଏହି କୋଭିଡ ସଂକ୍ରମଣ ଠାରୁ ଆହୁରି ଅଧିକ ଭାବେ ସୁରକ୍ଷିତ ଓ ସାବଧାନତା ରହିବା ପାଇଁ ଆମେ ସମସ୍ତେ ସବୁବେଳେ ସମ ଦୂରତା ବଜାୟ ରଖିବା ସହ ହାତ ସେନିଟାଇଜ କରିବା , ମାସ୍କ ପିନ୍ଧିବା ଓ ଜନ ଗହଳି ଠାରୁ ଦୁରେଇ ରହିବାକୁ ପରାମର୍ଶ ଦେଇଥିଲେ । ପରେ ସ୍ୱାସ୍ଥ୍ୟକେନ୍ଦ୍ରର ପିଏଚଇଓ : ମମତା ପାଢ଼ୀ , ଓଡିଶା ବିକଳାଙ୍ଗ ମଞ୍ଚ ରାଜ୍ୟ ସଭାପତି ଶ୍ରୀ ନିରଞ୍ଜନ ବେହେରା ଏବଂ ସମର୍ଥ ଅନୁଷ୍ଠାନର ଜିଲ୍ଲା ସମ୍ପାଦକ ଶ୍ରୀ ସନ୍ତୋଷ କୁମାର ମହାରଣା ଙ୍କ ଉପସ୍ଥିତିରେ “ସମର୍ଥ” ଭିନ୍ନକ୍ଷମ ଅନୁଷ୍ଠାନର ୫୦ରୁ ଅଧିକ ଅନ୍ତେବାସୀ ବୁଷ୍ଟର ଡୋଜ କୋଭିଡ ଟିକା ନେଇଥିଲେ । ଏଥିରେ ଅନ୍ୟମାନେ ମଧ୍ୟ ବୁଷ୍ଟର ଡୋଜ ଟିକା ନେବା ସୁଯୋଗ ପାଇଥିଲେ ।ସମସ୍ତେ ଲାଇନରେ ଆସି ଶୃଙ୍ଖଳିତ ଭାବେ ନିଜର ନାମ ପଞ୍ଜିକରଣ କରି କୋଭିଡ ବୁଷ୍ଟର ଡୋଜ ଟିକା ନେଇଥିଲେ ଏବଂ ଟିକା ନେବା ପରେଅଧଘଣ୍ଟାବିଶ୍ରାମନେଇଥିଲେପର୍ଯ୍ୟବେକ୍ଷଣ କକ୍ଷରେ ।

ବୁଷ୍ଟର ଡୋଜ ଟିକା ନେବା ପରେ ୨ ଜଣ ଭିନ୍ନକ୍ଷମ ବ୍ୟକ୍ତି ମଦନା ପାସୁପୁରେଡି ଏବଂ ଶ୍ରୀ ବିଜୟ କୁମାର ଲେଙ୍କା , କେନ୍ଦ୍ର ସରକାରଙ୍କ ପକ୍ଷରୁ ବୁଷ୍ଟର ଡୋଜ ନେବାପାଇଁ ନଅ ମାସ ପରିବର୍ତ୍ତେ ଛଅ ମାସ କୋହଳ କରି ସୁବିଧାରେ , ମାଗଣାରେ ଏବଂ ସମର୍ଥ ଅନୁଷ୍ଠାନରେ ଏହି କୋଭିଡ ବୁଷ୍ଟର ଡୋଜ ଟିକା ନେବା ବ୍ୟବସ୍ଥା କରିଥିବା ଯୋଗୁଁ ସେମାନେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହି ବୁଷ୍ଟର ଡୋଜ ଟୀକାକରଣ କାର୍ଯ୍ୟକ୍ରମରେ ଟିକା ନେବାପାଇଁ ଆସିଥିବା ସମସ୍ତଙ୍କୁ କୋଭିଡ ଟୀକାକରଣ ଏଏନଏମ: ପାତାଙ୍ଗି ଉଷା ଟିକା ଦେଇଥିବା ବେଳେ ନାମ ପଞ୍ଜିକରଣରେ ସହଯୋଗ କରିଥିଲେ ଡିଇଓ,ଶ୍ରୀ ଉଦୟ ଶଙ୍କର ସାମଲ.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

October 19, 2026
ଜ୍ୟୋତିର୍ମୟୀଙ୍କ ଆତ୍ମଜୀବନୀ ‘ଥମିନି ଜୀବନ ସ୍ରୋତ’ ଲୋକାର୍ପିତ

ଜ୍ୟୋତିର୍ମୟୀଙ୍କ ଆତ୍ମଜୀବନୀ ‘ଥମିନି ଜୀବନ ସ୍ରୋତ’ ଲୋକାର୍ପିତ

October 19, 2026
ଖଣ୍ଡପଡା ଅଞ୍ଚଳରେ ଶାରଦୀୟ ଦୁର୍ଗାପୂଜା ଆରମ୍ଭ

ଖଣ୍ଡପଡା ଅଞ୍ଚଳରେ ଶାରଦୀୟ ଦୁର୍ଗାପୂଜା ଆରମ୍ଭ

October 18, 2026
ପାଣି ମିଟର ଚୋରି ପରେ ଏବେ ପାଣି ଚାମ୍ବର ଉପରେ ପଡିଥିବା ସିମେଣ୍ଟ କଂକ୍ରିଟ ସ୍ଲାବ ଗୁଡିକୁ ଭଙ୍ଗାରୁଜା କରୁଛନ୍ତି ଦୁବୃର୍ତ୍ତ

ପାଣି ମିଟର ଚୋରି ପରେ ଏବେ ପାଣି ଚାମ୍ବର ଉପରେ ପଡିଥିବା ସିମେଣ୍ଟ କଂକ୍ରିଟ ସ୍ଲାବ ଗୁଡିକୁ ଭଙ୍ଗାରୁଜା କରୁଛନ୍ତି ଦୁବୃର୍ତ୍ତ

October 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

October 19, 2026
ଜ୍ୟୋତିର୍ମୟୀଙ୍କ ଆତ୍ମଜୀବନୀ ‘ଥମିନି ଜୀବନ ସ୍ରୋତ’ ଲୋକାର୍ପିତ

ଜ୍ୟୋତିର୍ମୟୀଙ୍କ ଆତ୍ମଜୀବନୀ ‘ଥମିନି ଜୀବନ ସ୍ରୋତ’ ଲୋକାର୍ପିତ

October 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version