• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ : ମହେନ୍ଦ୍ରଗିରି ଶିଖରରେ ସି ଏସ ଆର ଫୋରମ ଓ ବନଖଣ୍ଡ କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ବନ – ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
July 26, 2022
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ : ମହେନ୍ଦ୍ରଗିରି ଶିଖରରେ ସି ଏସ ଆର ଫୋରମ ଓ ବନଖଣ୍ଡ କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ବନ – ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୫ ଜୁଲାଇ ସୋମବାର) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ କଇଁପୁର ପଞ୍ଚାୟତ ଅଞ୍ଚଳରେ ଥିବା ପୁରାଣ ପ୍ରସିଦ୍ଧ ଐତିହାସିକ ଶୈବପୀଠ ମହେନ୍ଦ୍ରଗିରି ଶିଖରରେ ଆଜି ଭୁବନେଶ୍ୱର ସ୍ଥିତ ଓଡିଶା କରପୋରେଟ ସୋସିଆଲ ରେସପୋନସିବିଲିଟି (ସିଏସଆର:) ଫୋରମ ପକ୍ଷରୁ ଓଡିଶା ପରିବେଶ ସମିତି ଓ ଗଜପତି ଜିଲ୍ଲା ବନଖଣ୍ଡିୟ କାର୍ଯ୍ୟାଳୟର ମିଳିତ ସହଯୋଗରେ ବନ-ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଶିଖରରେ ଥିବା ମହେନ୍ଦ୍ର ଆଶ୍ରମ ପରିସରରେ ମହେନ୍ଦ୍ରଗିରିର ସର୍ବାଙ୍ଗୀନ ବିକାଶ ସମ୍ପର୍କିତ ଏକ ଏକ ସଚେତନତା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ସିଏସଆର ଫୋରମର ସଭାପତି ଶ୍ରୀ ବ୍ରଜେନ୍ଦ୍ର କୁମାର ମିଶ୍ରଙ୍କ ଅଧ୍ୟକ୍ଷତା କରିଥିବା ବେଳେ କାର୍ଯ୍ୟକ୍ରମକୁ ସଂଚାଳନ କରିଥିଲେ ଫୋରମର ସମ୍ପାଦକ ଶ୍ରୀ ସୁକାନ୍ତ କୁମାର ପଟନାୟକ ।

କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଗଜପତି ଡିଆରଡିଏର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ରୋମାଞ୍ଚଳ ଖମାରୀ ଯୋଗ ଦେଇଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ଗଜପତି ଜିଲ୍ଲା ବନଖଣ୍ଡିୟ କାର୍ଯ୍ୟାଳୟର ଏସିଏଫଓ ଶ୍ରୀଅଶୋକକୁମାରବେହେରା , ମହେନ୍ଦ୍ର ଆଶ୍ରମର ସାଧକ ପୂଜ୍ୟସନ୍ଥ ଲକ୍ଷ୍ମୀବାବା ଭାସ୍କର ତୀର୍ଥ , ଓଡିଶା ପରିବେଶ ସମିତିର ମୁଖ୍ୟ ଡଃ ପି: ସୁନ୍ଦର ନାରାୟଣ ପାତ୍ର , ସିସିଡ଼ି ଅନୁଷ୍ଠାନ ମୁଖ୍ୟ ଶ୍ରୀ ଏ: ଜଗନ୍ନାଥ ରାଜୁ ଏବଂ ରାୟଗଡ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ ପ୍ରମୁଖ ମଞ୍ଚାସୀନ ଅତିଥି ଭାବେ ଯୋଗଦେଇ , ମହେନ୍ଦ୍ରଗିରିର ସର୍ବାଙ୍ଗୀନ ବିକାଶ ଦିଗରେ ଆଲୋଚନା କରି ଏହା କିଭଳି ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଭାବେ ଗଢିଉଠି ବହୁ ସଂଖ୍ୟାରେ ଦେଶୀ ଓ ବିଦେଶୀ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବାରେ ସହାୟକ ହୋଇପାରିବ । ସେ ସମ୍ପର୍କରେ ଆଲୋଚନା କରିଥିଲେ ।

ଆଲୋଚନା ଗୁଡିକ ମଧ୍ୟରେ ମୁଖ୍ୟତଃ ମହେନ୍ଦ୍ରଗିରି ଶିଖର ପର୍ଯ୍ୟନ୍ତ ୫ଟି ପ୍ରକଳ୍ପ ଯଥା:- ବିଦ୍ୟୁତକରଣ , ପାନୀୟଜଳ , ଯୋଗାଯୋଗ ପାଇଁ ଭଲରାସ୍ତା , ବୃକ୍ଷ ରୋପଣ ଏବଂ ହେରିଟେଜର ସୁରକ୍ଷା ପ୍ରଭୃତି କରାଯିବା ସହ ମହେନ୍ଦ୍ରଗିରି ଶିଖରରେ ପ୍ରଶାସନିକ ସ୍ତରରେ ସ୍ଥାନ ନିରୂପଣ କରାଯିବା ପ୍ରକାରେ ଭଗବାନ ପର୍ଶୁରାମଙ୍କ ଏକ ମୂର୍ତ୍ତି ସ୍ଥାପନ କରାଯିବା ଉପରେ ମଞ୍ଚାସୀନ ଅତିଥି ମାନେ ବିଶେଷ ଗୁରୁତ୍ବାରୋପ କରିଥିଲେ ।ଏଥି ସହିତ ମହେନ୍ଦ୍ରଗିରିର ସୁରକ୍ଷା ସମେତପରିବେଶ , ଜୈବମଣ୍ଡଳ ଓ ଅଞ୍ଚଳବାସୀଙ୍କ ସାଂସ୍କୃତିକ ପରମ୍ପରାର ସୁରକ୍ଷା ଏବଂ ସର୍ବୋପରି ମହେନ୍ଦ୍ରଗିରିର ସର୍ବାଙ୍ଗୀନ ବିକାଶ ଉପରେ ଆଲୋଚନା କରା ଯାଇଥିଲା । ମହେନ୍ଦ୍ରଗିରି ଅଞ୍ଚଳରେ ବସବାସ କରି ଆସୁଥିବା ପ୍ରାୟ ୨୨ଟି ଗ୍ରାମକୁ ଫୋରମ ପକ୍ଷରୁ ଯାଇ ଅଞ୍ଚଳବାସୀଙ୍କ ସମସ୍ତ ସୁବିଧା-ଅସୁବିଧା ଉପରେ ସମ୍ପୂର୍ଣ୍ଣ ଅବଗତ ହୋଇ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ କରାଯିବ ।

ଏଥିପାଇଁ ବନବାସୀ ଅଞ୍ଚଳବାସୀଙ୍କ ଜୀବନଜୀବୀକା ଉପରେ ଯେଭଳି କୋଣସି ପ୍ରଭାବ ନ ପଡିବ ଏବଂ ସେମାନଙ୍କ ରୋଜଗାର ପାଇଁ କଣ କଣ ସବୁ ବିକାଶମୂଳକ କାର୍ଯ୍ୟକ୍ରମ ହୋଇ ପାରିବ ସେ ଦିଗରେ ସ୍ୱତନ୍ତ୍ର ଭାବେ ଦୃଷ୍ଟି ଦିଆଯିବ ବୋଲି ବୈଠକରେ ମତ ପ୍ରକାଶ ପାଇଥିଲା । ସଭା କାର୍ଯ୍ୟକ୍ରମ ପରେ କୁନ୍ତୀ ମନ୍ଦିରକୁ ଆସିଥିବା ରାସ୍ତାର ଉଭୟ ପାର୍ଶ୍ୱରେ ଅତିଥି ମାନେ ବୃକ୍ଷ ରୋପଣ କରିଥିଲେ ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଏସପି: ଶ୍ରୀ ଜୟରାମ ଶତପଥୀ ମୁଖ୍ୟଅତିଥି ଭାବେ ଯୋଗଦେଇ ବୃକ୍ଷ ରୋପଣ କରିଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ଉନ୍ନୟନ ବିକାଶ ପରିଷଦ\’ର ପୂର୍ବତନ ଅଧ୍ୟକ୍ଷ ଶ୍ରୀ ଆନ୍ତର୍ଯ୍ୟାମୀ ଗମାଙ୍ଗ , ଇମ୍ଫା କମ୍ପାନୀର ବରିଷ୍ଠ ପରାମର୍ଶଦାତା ଶ୍ରୀ ପ୍ରିଜିବ ଚନ୍ଦ୍ର ହୋତା , ମହେନ୍ଦ୍ରଗିରି ସୁରକ୍ଷାମଞ୍ଚର ସଭାପତି ଶ୍ରୀ ବିନୋଦ ଚନ୍ଦ୍ର ଜେନା ଓ ଯୁଗ୍ମ ସମ୍ପାଦକ ଶ୍ରୀ ତ୍ରିପତି ପଣ୍ଡା , ଶ୍ରୀ ବିଭୁତି ଜେନା (ବ୍ରହ୍ମପୁର), ବେଡାଣ୍ଟ କମ୍ପାନୀର ଅଧିକାରୀ ଏବଂ ଗଙ୍ଗାବାଡ଼ , ଲକ୍ଷ୍ମୀପୁର ଓ କଇଁପୁର ପଞ୍ଚାୟତରସରପଞ୍ଚ-ସମିତିସଭ୍ୟ ସମେତ ଅଞ୍ଚଳବାସୀ ଯୋଗ ଦେଇଥିଲେ ।ସମସ୍ତ କାର୍ଯ୍ୟକ୍ରମକୁ ବନ ବିଭାଗର ଅଧିକାରୀ, କର୍ମଚାରି ଓ ମହେନ୍ଦ୍ରଗିରି ବିକାଶ ମଞ୍ଚର କର୍ମକର୍ତ୍ତା ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳାନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026
ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

May 11, 2026
ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

ଚାଙ୍ଗଡା ଘରେ ରକ୍ତଛିଟା ମହାପ୍ରଭୁଙ୍କ ମହାସ୍ନାନ

May 11, 2026
ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ନୟାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026
ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version