• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଆ ମୋ ପରିବାର ଆନୁକୂଲ୍ୟରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଆୟୋଜିତ ହେଲା “ବିଜୁ ପ୍ରତିଭା ସମ୍ମାନ”

Proprietor Abhimanyu Maharana by Proprietor Abhimanyu Maharana
July 26, 2022
in ଓଡ଼ିଶା, ମହାନଗର, ରାଜନୀତି
0
ଓଡ଼ିଆ ମୋ ପରିବାର ଆନୁକୂଲ୍ୟରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଆୟୋଜିତ ହେଲା “ବିଜୁ ପ୍ରତିଭା ସମ୍ମାନ”
Share on FacebookShare on TwitterWhatsapp

ବିଶ୍ବାସ, ଆସ୍ଥା ଓ ଆତ୍ମବିଶ୍ବାସ ବଜାୟ ରଖିଲେ ଅସମ୍ଭବ ବି ସମ୍ଭବ ହୋଇପାରେ : ଛାତ୍ର ବିଜେଡ଼ି

ଓଡ଼ିଶା ତାଜା ନ୍ୟୁଜ୍/୨୬ ଜୁଲାଇ ମଙ୍ଗଳବାର/ଭୁବନେଶ୍ୱର :- ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଆଜି ଓଡ଼ିଆ ମୋ ପରିବାର ଆନୁକୂଲ୍ୟରେ ବିଜୁ ଛାତ୍ର ଜନତା ଦଳ ସଂଯୋଜନାରେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଶ୍ରେଷ୍ଠ ୨୫ ଜଣଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ ଆୟୋଜିତ ହେଲା “ବିଜୁ ପ୍ରତିଭା ସମ୍ମାନ-୨୦୨୨” । ଏହି କାର୍ଯ୍ୟକ୍ରମ ଓଡ଼ିଶା ମୋ ପରିବାର ତରଫରୁ ବିଜୁ ଛାତ୍ର ଜନତା ଦଳ ସଂଯୋଜନାରେ ଆୟୋଜିତ ହେବା ସହ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଶ୍ରେଷ୍ଠ ୨୫ ଜଣଙ୍କୁ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଗୋଟିଏ ଲାପଟପ୍ ପ୍ରଦାନ କରିବା ସହ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା ।

ଏହି ଅବସରରେ ବିଜୁ ଜନତା ଦଳର ଉପସଭାପତି ତଥା ବିଧାୟକ ଶ୍ରୀ ଦେବୀ ମିଶ୍ର, ମାନ୍ୟବର ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଓଡ଼ିଶା ମୋ ପରିବାର ଆବାହକ ଅରୂପ ପଟ୍ଟନାୟକ, ବିଜୁ ଜନତା ଦଳର ସାଧାରଣ ସଂପାଦକ (ଯୁବ- ଛାତ୍ର ବ୍ୟାପାର) ପ୍ରଣବ ବଳବନ୍ତରାୟ, ବିଜୁ ଛାତ୍ର ଜନତା ଦଳ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ, ବିଜୁ ଯୁବ ଜନତା ଦଳ ସଭାପତି ବ୍ୟୋମୋକେଶ ରାୟ, ଭଦ୍ରକ ବିଧାୟକ ସଞ୍ଜୀବ ମଲିକ, ବରୀ ବିଧାୟକ ସୁନନ୍ଦା ଦାସ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

ଏହି ପରିପ୍ରେକ୍ଷୀରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ପିଲାଙ୍କ ଉଦ୍ଦେଶ୍ୟରେ ନିଜ ମତ ବ୍ୟକ୍ତ କରି କହିଛନ୍ତି ଆଗାମୀ ଭବିଷ୍ୟତରେ ସମସ୍ତେ ସଫଳତାର ଶୀର୍ଷ ଛୁଅଁ , କିନ୍ତୁ ନିଜ ମା ବାପା ଏବଂ ନିଜ ମାଟି ପ୍ରତି ଥିବା କର୍ତ୍ତବ୍ୟ କେବେ ଭୁଲ୍ ନାହିଁ। ବିଶ୍ବାସ, ଆସ୍ଥା ଓ ଆତ୍ମବିଶ୍ବାସ ବଜାୟ ରଖିଲେ ଅସମ୍ଭବ ବି ସମ୍ଭବ ହୋଇପାରେ। ଆପଣମାନେ ସମସ୍ତେ ଆଗାମୀ ଭବିଷ୍ୟତରେ ଆହୁରି ସଫଳତା ହାସଲ କରିବେ ତାହା ମୋର ଦୃଢ ବିଶ୍ବାସ। ଆଜିର ଏହି “ବିଜୁ ପ୍ରତିଭା ସମ୍ମାନ- ୨୦୨୨” ସମ୍ମାନିତ କାର୍ଯ୍ୟକ୍ରମ ଆପଣଙ୍କ ଉଦ୍ଦେଶ୍ୟରେ ଆୟୋଜିତ ହୋଇଛି ଯାହା ମୁଁ ଭାବୁଛି ନିଶ୍ଚିତ ଭାବେ ଏହା ଆପଣ ସମସ୍ତଙ୍କ ନିମନ୍ତେ ପ୍ରେରଣାଦାୟକ ହେବ।

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଓଡିଶା ମୋ ପରିବାର ଓ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଆୟୋଜିତ ହୋଇଥିବା “ବିଜୁ ପ୍ରତିଭା ସମ୍ମାନ -୨୦୨୨” ଆମ ପାଇଁ ଏକ ଊର୍ଜା ସଦୃଶ । ଭବିଷ୍ୟତରେ ଯେଉଁ ସବୁ ଆହ୍ବାନ ଆସିବ ତାହାକୁ ମୁକାବିଲା କରିବା ପାଇଁ ଏହି କାର୍ଯ୍ୟକ୍ରମର ନିଶ୍ଚିତ ପ୍ରେରଣା ଦାୟୀ ବକ୍ତବ୍ୟ ଫଳପ୍ରଦ ହେବ ବୋଲି ଆୟୋଜିତ କାର୍ଯ୍ୟକ୍ରମ ଅବସରରେ କୃତୀ ଛାତ୍ରଛାତ୍ରୀ ଏଭଳି ମତ ବ୍ୟକ୍ତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସାମିଲ ହେବା ନିଶ୍ଚିତ ଭାବେ ଏକ ସୌଭାଗ୍ୟର ବିଷୟ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ତତ୍ତ୍ଵାବଧାନରେ ଆଜି ଆମ ପିଲାମାନେ ସମ୍ମାନିତ ହେଉଛନ୍ତି ତାହା ଆମ ସମସ୍ତଙ୍କ ପାଇଁ ଏକ ଗୋୖରବମୟ ଅଧ୍ୟାୟ ବୋଲି କିଛି ଅଭିବାବକ ମାନେ ମଧ୍ୟ କହିଛନ୍ତି ।

ଏହି ଅବସରରେ ଓଡ଼ିଶା ମୋ ପରିବାର ସଂଯୋଜକ ରୁଦ୍ର ସାମନ୍ତରାୟ ଧନ୍ୟବାଦ୍ ଜ୍ଞାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଶ୍ରେଷ୍ଠ ୨୫ ଜଣ ଭାବେ ସମ୍ମାନିତ ହୋଇଥିବା ୩୦ ଛାତ୍ରଛାତ୍ରୀ ମଧ୍ୟରେ ବ୍ରହ୍ମପୁରର ଶିବରାମ ପାତ୍ର, ଭୁବନେଶ୍ବରର ପ୍ରତ୍ୟୁଷ ଦାସ , ବ୍ରହ୍ମପୁରର ଶାଶ୍ଵତ ସାହୁ, ଅନୁଗୁଳର ଆଦ୍ୟାଶା ପ୍ରିୟଦର୍ଶିନୀ ପାଣି, ବାଲେଶ୍ଵର ର ସ୍ୱରୂପା ଜେନା, ଖୋର୍ଦ୍ଧାର ସତ୍ୟ ପ୍ରକାଶ କର, ବାଲେଶ୍ଵରର ଏଲିନା ଗିରି, କଟକ ର ଆଦ୍ୟାଷ୍ରୀ ଦେବତା, ଖୋର୍ଦ୍ଧାର ଶୁଭମ୍ ଶେଖର ତ୍ରିପାଠୀ, ପୁରୀର ଆୟୁଷ ମିଶ୍ର, ବଲାଙ୍ଗୀରର ସ୍ୱାଭିମାନ ନାୟକ, ଖୋର୍ଦ୍ଧାର ଶୁଭ ଲକ୍ଷ୍ମୀ ଜେନା, ମୟୂରଭଞ୍ଜର ଜନ୍ମଜୟ କବାଟ, ବାଲେଶ୍ଵରର ଦେବଶ୍ରି ମିଶ୍ର, ବରଗଡ଼ର ତେଜ୍ୱଶି ହିନ୍ଦୁ ସାହୁ, ଖୋର୍ଦ୍ଧାର ପ୍ରିୟଦର୍ଶିନୀ ସ୍ଵାଇଁ,

ଭଦ୍ରକର ସାଇ ସତ୍ୟ ପ୍ରକାଶ ପରିଡ଼ା, ବାଲେଶ୍ବରର ସାଇ ନନ୍ଦିନୀ ଗିରି, ଯାଜପୁରର ନିହରିକା ଦାସ, କେଉଝର ର ସନ୍ଦୀପ କୁମାର ପ୍ରଧାନ, ବାଲେଶ୍ଵର ର ରୁଦ୍ର ନାରାୟଣ ମୁଦୁଲି , ଭୁବନେଶ୍ୱର ର ଆୟୁଷ୍ମାନ ମହାନ୍ତି, ସୁନ୍ଦର୍ ଗଡର ସାଇ ଶ୍ରିତା ଜେନା, ଯାଜପୁର ର ଦିବ୍ୟଶା ପଣ୍ଡା , ବ୍ରହ୍ମପୁର ର ଦୀପକ କୁମାର ନାୟକ, କଟକ ର ସ୍ଵପ୍ନମୟୀ ଦାସ, ବାଲେଶ୍ଵରର ବର୍ଷା ମହାପାତ୍ର, କେଓଝର୍ ର ଜ୍ୟୋତି ସାହୁ, ନୟାଗଡର ବିଷ୍ଣୁପ୍ରିୟା ପ୍ରଧାନ, କଟକ ର ସ୍ଵାଧୀନ ସାହୁ ଏହି କାର୍ଯ୍ୟକ୍ରମରେ ବିଜୁ ଛାତ୍ର ଜନତା ଦଳର ସମସ୍ତ ରାଜ୍ୟ କର୍ମକର୍ତ୍ତା ସହିତ ପ୍ରାୟ ସମସ୍ତ ଜିଲ୍ଲାର ଛାତ୍ର ସଭାପତି ସମେତ ଅନେକ ଛାତ୍ରନେତା ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version