• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସାବିତ୍ରୀ ଉପଲକ୍ଷେ 15ଟି ବର ଅଶ୍ୱତ୍ଥ ଗଛ ନୟାଗଡ଼ ମ୍ୟୁନିସିପାଲିଟି ଶ୍ମଶାନ ପୀଠ ପାର୍ଶ୍ଵରେ ରୋପଣ କରାଗଲା ।

Proprietor Abhimanyu Maharana by Proprietor Abhimanyu Maharana
May 22, 2020
in Uncategorized, ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ସାବିତ୍ରୀ ଉପଲକ୍ଷେ 15ଟି ବର ଅଶ୍ୱତ୍ଥ  ଗଛ ନୟାଗଡ଼ ମ୍ୟୁନିସିପାଲିଟି  ଶ୍ମଶାନ ପୀଠ ପାର୍ଶ୍ଵରେ ରୋପଣ କରାଗଲା ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ (୨୨ ମଇ, ଶୁକ୍ରବାର ) ନୟାଗଡ଼, ମ୍ୟୁନିସିପାଲିଟି :- ସାବିତ୍ରୀ ଉପଲକ୍ଷେ ବିରଳ ବର ଅଶ୍ୱତ୍ଥ 15ଟି ଗଛ ନୟାଗଡ଼ ମ୍ୟୁନିସିପାଲିଟି ଅନ୍ତର୍ଗତ ପବିତ୍ର ଶ୍ମଶାନ ପୀଠ ଏବଂ ଫାର୍ମ ଫୋଖରିପାଶ୍ୱରେ ରୋପଣ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ଆଙ୍ଗିଶିଂଙ୍ଗୀ ଗ୍ରାମର ସମ୍ମାନସ୍ପଦ ତଥା ପରିବେଶଵିତ୍ ଵାଵୁଭାଇ(ନାୟକ ଵାଵୁ) ଙ୍କ ଆଵାହନରେ ପ୍ରାୟ 1000ଟି ବର ଅଶ୍ୱତ୍ଥ ଗଛ ଲଗାଯିବା କାର୍ଯ୍ୟକ୍ରମକୁ ବରିଷ୍ଠ ସମାଜସେବୀ ଦାମୋଦର ସାହୁ (ଦାମ ସାର) ,ମା ଫାଉଣ୍ଡେସନ ର ସଂପାଦକ ରଞ୍ଜନ ରଶ୍ମି ଜେନା,

ଆର୍ଟ ପଏଣ୍ଟ ର ସଂପାଦକ ବିଜୟାନଂନ୍ଦ ମହାପାତ୍ର,ସମାଜସେଵୀ ଵିପ୍ଳଵ ସତ୍ୟସୁନ୍ଦର ଦାସ ଏବଂ ନୟାଗଡ଼ ଜିଲ୍ଲାର ପରିବେଶକୁ ଶାନ୍ତ ଓ ସୈ।ମ୍ୟ ରଖିବାପାଇଁ ରୁଚି ରଖୁଥିବା ବହୁ ସମାଜସେବୀଙ୍କ ମିଳିତ ଆନୁକୂଲ୍ୟ ତଥା ଉଦ୍ୟମ ରେ 2020-21 ବର୍ଷ ରେ ନୟାଗଡ଼ର ଵିଭିନ୍ନ ଗ୍ରାମର ପଥପାର୍ଶ୍ଵ, ପୋଖରୀ ହୁଡା,ଶ୍ମଶାନ ଏବଂ ନଦୀପଠାରେ ଲଗାଯିବା ଏବଂ ନୟକ ଵାଵୁ ତାଙ୍କ ବଗିଚାରେ ପକାଇଥିବା ପ୍ରୟ 500ଟି ଚନ୍ଦନ ଗଛ ମଞ୍ଜି ଚାରାକୁ ନୟାଗଡ଼ ଜିଲ୍ଲାର ପ୍ରତ୍ୟେକ ପୋଲିସ ଷ୍ଟେସନ ଓ ଵ୍ଳକ ପରିସରରେ ଦୁଇଟି ଚନ୍ଦନ ଗଛ ଲଗାଇବା କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି । ଉକ୍ତ କାର୍ଯ୍ୟକ୍ରମ କୁ ଆୟୁଧ କରି ମୋର ମା ଫାଉଣ୍ଡେସନର ସଂପୂର୍ଣ୍ଣ ସହଯୋଗ ରହିବ । ଆଜି ର ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଉକ୍ତ କାର୍ଯ୍ୟକ୍ରମକୁ ମା’ ଫାଉଣ୍ଡେସନ ଶୁଭାରମ୍ଭ କରିଥିବାରୁ” ବାବୁ ଭାଇ” ଙ୍କୁ ଅଶେଷ ଅଶେଷ ଧନ୍ୟବାଦ । (ରିପୋର୍ଟ – ରାମକୃଷ୍ଣ ରଥ )

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version